ଭୁଶୁଡ଼ିଲା ନିର୍ମାଣାଧୀନ ବିଲ୍ଡିଂର ଲିଫ୍ଟ , ୪ମୃତ ଓ ୫ ଗୁରୁତର
ନୂଆଦିଲ୍ଲୀ: ନୂଆଦିଲ୍ଲୀର ଗ୍ରେଟର ନୋଏଡାରେ ନିର୍ମାଣାଧୀନ ବିଲ୍ଡିଂର ଲିଫ୍ଟ ଭୁଶୁଡ଼ି ପଡ଼ିଛି। ଫଳରେ ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଗୁରୁତର ହୋଇଛନ୍ତି । ଏକ ବହୁତଳ ବିଶିଷ୍ଟ କୋଠା ନିର୍ମାଣ ଚାଲିଥିବା ବେଳେ ଏପରି ଅଘଟଣ ଘଟିଛି। ଖବର ପାଇ ପୁଲିସ, ଅଗ୍ନିଶମ ଟିମ ଓ ଜିଲ୍ଲା ମାଜିଷ୍ଟ୍ରେଟ ପ୍ରମୁଖଉ ଘଟଣାସ୍ଥଳରେ ପହଞ୍ଚିଥିଲେ। ଲିଫ୍ଟରେ ଫସି ରହିଥିବା ଲୋକମାନଙ୍କୁ ଉଦ୍ଧାର କରାଯାଇଥିଲା। ସେତେବେଳକୁ ୪ ଜଣଙ୍କ ମୃତ୍ୟୁ ଘଟି ସାରିଥିବା ବେଳେ ୫ […]
ନୂଆଦିଲ୍ଲୀ: ନୂଆଦିଲ୍ଲୀର ଗ୍ରେଟର ନୋଏଡାରେ ନିର୍ମାଣାଧୀନ ବିଲ୍ଡିଂର ଲିଫ୍ଟ ଭୁଶୁଡ଼ି ପଡ଼ିଛି। ଫଳରେ ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଗୁରୁତର ହୋଇଛନ୍ତି । ଏକ ବହୁତଳ ବିଶିଷ୍ଟ କୋଠା ନିର୍ମାଣ ଚାଲିଥିବା ବେଳେ ଏପରି ଅଘଟଣ ଘଟିଛି। ଖବର ପାଇ ପୁଲିସ, ଅଗ୍ନିଶମ ଟିମ ଓ ଜିଲ୍ଲା ମାଜିଷ୍ଟ୍ରେଟ ପ୍ରମୁଖଉ ଘଟଣାସ୍ଥଳରେ ପହଞ୍ଚିଥିଲେ। ଲିଫ୍ଟରେ ଫସି ରହିଥିବା ଲୋକମାନଙ୍କୁ ଉଦ୍ଧାର କରାଯାଇଥିଲା। ସେତେବେଳକୁ ୪ ଜଣଙ୍କ ମୃତ୍ୟୁ ଘଟି ସାରିଥିବା ବେଳେ ୫ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିଲା । ଗୁରୁତରଙ୍କୁ ତୁରନ୍ତ ନିକଟସ୍ଥ ମେଡିକାଲ ପଠା ଯାଇଥିବା ବେଳେ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି।