ନୂଆ ସଂସଦ ଭବନରେ ଉଡ଼ିଲା ତ୍ରିରଙ୍ଗା, ପତାକା ଉତ୍ତୋଳନ କଲେ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼

The Sakala Picture
Published On

ନୂଆଦିଲ୍ଲୀ: ନୂଆ ସଂସଦ ଭବନରେ ଉଡ଼ିଲା ତ୍ରିରଙ୍ଗା ।  ଆଜି ଉପରାଷ୍ଟ୍ରପତି ତଥା ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନଖଡ଼ ନୂଆ ସଂସଦ ଭବନରେ ତ୍ରିରଙ୍ଗା ପତାକା ଉତ୍ତୋଳନ କରିଛନ୍ତି । ସଂସଦର ଗଜଦ୍ୱାର ଉପରେ ଜାତୀୟ ପତାକା ଉତ୍ତୋଳନ କରାଯାଇଛି । ଏହି ଅବସରରେ ଲୋକସଭା ବାଚସ୍ପତି ଓମ୍‌ ବିର୍ଲା, ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ, ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ ନାରାୟଣ ସିଂହ, ସଂସଦୀୟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ଓ ଭି ମୁରଲୀଧରନ […]

ନୂଆଦିଲ୍ଲୀ: ନୂଆ ସଂସଦ ଭବନରେ ଉଡ଼ିଲା ତ୍ରିରଙ୍ଗା ।  ଆଜି ଉପରାଷ୍ଟ୍ରପତି ତଥା ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନଖଡ଼ ନୂଆ ସଂସଦ ଭବନରେ ତ୍ରିରଙ୍ଗା ପତାକା ଉତ୍ତୋଳନ କରିଛନ୍ତି । ସଂସଦର ଗଜଦ୍ୱାର ଉପରେ ଜାତୀୟ ପତାକା ଉତ୍ତୋଳନ କରାଯାଇଛି । ଏହି ଅବସରରେ ଲୋକସଭା ବାଚସ୍ପତି ଓମ୍‌ ବିର୍ଲା, ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ, ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ ନାରାୟଣ ସିଂହ, ସଂସଦୀୟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ଓ ଭି ମୁରଲୀଧରନ ଏବଂ ଲୋକସଭା ଓ ରାଜ୍ୟସଭାରେ ଥିବା ବିଭିନ୍ନ ରାଜନୈତିକ ଦଳର ନେତାମାନେ ଉପସ୍ଥିତ ରହିଥିଲେ।

ଆହୁରି ପଢ଼ନ୍ତୁ: ବିହାରର ନବଗଛିଆରେ ରକ୍ତରଞ୍ଜିତ ହୋଲି: ଗୁଳିମାଡ଼ରେ ୩ ସାଙ୍ଗଙ୍କ ମୃତ୍ୟୁ, ଅଞ୍ଚଳରେ ଚାଞ୍ଚଲ୍ୟ

ସୂଚନା ଅନୁଯାୟୀ, ୧୮ ତାରିଖରୁ ସଂସଦର ସ୍ୱତନ୍ତ୍ର ଅଧିବେଶନ ଆରମ୍ଭ ହେବ । ୨୨ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି ଅଧିବେଶନ । ପ୍ରଥମ ଦିନ ପୁରୁଣା ସଂସଦ ଭବନରେ ଗୃହକାର୍ଯ୍ୟ ଚାଲିବ । ପରେ ଗଣେଶ ଚତୁର୍ଥୀରୁ ଅର୍ଥାତ୍ ସେପ୍ଟେମ୍ବର ୧୯ ତାରିଖରୁ ନୂଆ ସଂସଦ ଭବନରେ ଅଧିବେଶନ ଶୁଭାରମ୍ଭ ହେବ ।

ଆହୁରି ପଢ଼ନ୍ତୁ: କୋର୍ଟ ସମ୍ମୁଖରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଟାଙ୍ଗିଆରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

17 Sep 2023 By The Sakala

ନୂଆ ସଂସଦ ଭବନରେ ଉଡ଼ିଲା ତ୍ରିରଙ୍ଗା, ପତାକା ଉତ୍ତୋଳନ କଲେ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼

ନୂଆଦିଲ୍ଲୀ: ନୂଆ ସଂସଦ ଭବନରେ ଉଡ଼ିଲା ତ୍ରିରଙ୍ଗା ।  ଆଜି ଉପରାଷ୍ଟ୍ରପତି ତଥା ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନଖଡ଼ ନୂଆ ସଂସଦ ଭବନରେ ତ୍ରିରଙ୍ଗା ପତାକା ଉତ୍ତୋଳନ କରିଛନ୍ତି । ସଂସଦର ଗଜଦ୍ୱାର ଉପରେ ଜାତୀୟ ପତାକା ଉତ୍ତୋଳନ କରାଯାଇଛି । ଏହି ଅବସରରେ ଲୋକସଭା ବାଚସ୍ପତି ଓମ୍‌ ବିର୍ଲା, ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ, ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ ନାରାୟଣ ସିଂହ, ସଂସଦୀୟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ଓ ଭି ମୁରଲୀଧରନ ଏବଂ ଲୋକସଭା ଓ ରାଜ୍ୟସଭାରେ ଥିବା ବିଭିନ୍ନ ରାଜନୈତିକ ଦଳର ନେତାମାନେ ଉପସ୍ଥିତ ରହିଥିଲେ।

ସୂଚନା ଅନୁଯାୟୀ, ୧୮ ତାରିଖରୁ ସଂସଦର ସ୍ୱତନ୍ତ୍ର ଅଧିବେଶନ ଆରମ୍ଭ ହେବ । ୨୨ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି ଅଧିବେଶନ । ପ୍ରଥମ ଦିନ ପୁରୁଣା ସଂସଦ ଭବନରେ ଗୃହକାର୍ଯ୍ୟ ଚାଲିବ । ପରେ ଗଣେଶ ଚତୁର୍ଥୀରୁ ଅର୍ଥାତ୍ ସେପ୍ଟେମ୍ବର ୧୯ ତାରିଖରୁ ନୂଆ ସଂସଦ ଭବନରେ ଅଧିବେଶନ ଶୁଭାରମ୍ଭ ହେବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର