ଲଜ୍ଜାଜନକ ଘଟଣା: ପରିବାର ସାମ୍ନାରେ ୩ ମହିଳାଙ୍କୁ ଗଣଦୁଷ୍କର୍ମ କଲେ ୪ ଦୁର୍ବୃତ୍ତ

The Sakala Picture
Published On

ପାନିପଥ: ହରିଆଣାର ପାନିପଥରେ ଘଟିଯାଇଛି ଏକ ଲଜ୍ଜାଜନକ ଘଟଣା। ପରିବାର ଲୋକଙ୍କ ସମ୍ମୁଖରେ ୪ ଜଣ ଦୁର୍ବୃତ୍ତ ୩ ଜଣ ମହିଳାଙ୍କୁ ଗଣଦୁଷ୍କର୍ମ କରିଛନ୍ତି। ଘଟଣାଟି ବୁଧବାରର ବୋଲି ଜଣାପଡ଼ିଛି। ସୂଚନା ଅନୁଯାୟୀ, ବୁଧବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଛୁରି ଏବଂ ମାରଣାସ୍ତ୍ର ଧରି ସେମାନଙ୍କ ଘରେ ପଶିଥିଲେ। ସେମାନେ ନିଜ ମୁହଁକୁ ରୁମାଲରେ ବାନ୍ଧି ଦେଇଥିବା ବେଳେ ଛୁରୀ ଦେଖାଇ ପରିବାରର ପୁରୁଷ ଲୋକଙ୍କୁ ବାନ୍ଧି ଦେଇଥିଲେ। ପରେ ମହିଳାମାନଙ୍କୁ ସେମାନେ ଗଣବଳାତ୍କାର କରିଥିଲେ। ଏପରିକି […]

ପାନିପଥ: ହରିଆଣାର ପାନିପଥରେ ଘଟିଯାଇଛି ଏକ ଲଜ୍ଜାଜନକ ଘଟଣା। ପରିବାର ଲୋକଙ୍କ ସମ୍ମୁଖରେ ୪ ଜଣ ଦୁର୍ବୃତ୍ତ ୩ ଜଣ ମହିଳାଙ୍କୁ ଗଣଦୁଷ୍କର୍ମ କରିଛନ୍ତି। ଘଟଣାଟି ବୁଧବାରର ବୋଲି ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ସ୍ମାରକୀ ନିର୍ମାଣ ପାଇଁ ମିଳିଲା ଅନୁମୋଦନ, ରଖାଗଲା ଏହି ସବୁ ସର୍ତ୍ତ

ସୂଚନା ଅନୁଯାୟୀ, ବୁଧବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଛୁରି ଏବଂ ମାରଣାସ୍ତ୍ର ଧରି ସେମାନଙ୍କ ଘରେ ପଶିଥିଲେ। ସେମାନେ ନିଜ ମୁହଁକୁ ରୁମାଲରେ ବାନ୍ଧି ଦେଇଥିବା ବେଳେ ଛୁରୀ ଦେଖାଇ ପରିବାରର ପୁରୁଷ ଲୋକଙ୍କୁ ବାନ୍ଧି ଦେଇଥିଲେ। ପରେ ମହିଳାମାନଙ୍କୁ ସେମାନେ ଗଣବଳାତ୍କାର କରିଥିଲେ। ଏପରିକି ପାଟି କଲେ ଜୀବନରୁ ମାରି ଦେବାକୁ ଧମକ ଦେଇଥିଲେ।

ଆହୁରି ପଢ଼ନ୍ତୁ: ସ୍ୱତନ୍ତ୍ର ଭରଦ୍ୱାଜଙ୍କ ସମର୍ଥନରେ ହିନ୍ଦୁ ରକ୍ଷା ଦଳ: ଦିଲ୍ଲୀର ପାର୍ଲିଆମେଣ୍ଟ ଷ୍ଟ୍ରିଟ୍ ଥାନା ଘେରାଉ, FIR ପ୍ରତ୍ୟାହାର ଦାବି

ଜାଣିବାକୁ ମିଳିଛି ଯେ, ଦୁଷ୍କର୍ମକାରୀମାନେ ଦୁଷ୍କର୍ମ କରିବା ପରେ ମହିଳାମାନେ ପିନ୍ଧିଥିବା ଅଳଙ୍କାର, ଘରୁ ଟଙ୍କା, ସୁନା ଲୁଟ୍‌ କରି ଫେରାର ହୋଇ ଯାଇଛନ୍ତି । ପୁଲିସ୍‌ ଏବେ ଏହାକୁ ନେଇ ତଦନ୍ତ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ: ସାଉଦି ଆରବ ଉପରେ ହୁଥି ବିଦ୍ରୋହୀଙ୍କ ଆକ୍ରମଣ: କଡ଼ା ନିନ୍ଦା କଲା ଭାରତ

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର