ପ୍ରବଳ ବର୍ଷାରେ ବେହାଲ ନାଗପୁର, ସାରା ସହରରେ ଜଳପ୍ରବାହ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ

The Sakala Picture
Published On

ମହାରାଷ୍ଟ୍ର: ଲଗାଣ ବର୍ଷାରେ ବେହାଲ ମହାରାଷ୍ଟ୍ରର ନାଗପୁର ସହର । ସାରା ସହରରେ ଜଳପ୍ରବାହ ଯୋଗୁ ଜନଜୀବନ ବିପର୍ଯ୍ୟସ୍ତ ହୋଇଯାଇଛି । ଅନେକ ଜାଗାରେ ଜଳବନ୍ଦୀ ହୋଇ ରହିଛନ୍ତି ଲୋକେ । ସ୍ଥିତି ଦେଖି ଏନଡିଆରଏଫ ଟିମ୍‌ ନିୟୋଜିତ ହୋଇଛନ୍ତି । ହଜାର ହଜାର ଲୋକ ସ୍ଥାନାନ୍ତରିତ ହେଉଥିବା ଦେଖାଯାଉଛି । ଆଣ୍ଠୁଏ ପାଣିରେ ରାସ୍ତାରେ ଯାଉଛନ୍ତି ଲୋକେ । ରାସ୍ତା ପାର ହେବା ପାଇଁ ଦଉଡି ସାଜିଛି ଭରସା । ସ୍ଥିତି ଉପରେ ନଜର ରଖିଛନ୍ତି […]

ମହାରାଷ୍ଟ୍ର: ଲଗାଣ ବର୍ଷାରେ ବେହାଲ ମହାରାଷ୍ଟ୍ରର ନାଗପୁର ସହର । ସାରା ସହରରେ ଜଳପ୍ରବାହ ଯୋଗୁ ଜନଜୀବନ ବିପର୍ଯ୍ୟସ୍ତ ହୋଇଯାଇଛି । ଅନେକ ଜାଗାରେ ଜଳବନ୍ଦୀ ହୋଇ ରହିଛନ୍ତି ଲୋକେ । ସ୍ଥିତି ଦେଖି ଏନଡିଆରଏଫ ଟିମ୍‌ ନିୟୋଜିତ ହୋଇଛନ୍ତି । ହଜାର ହଜାର ଲୋକ ସ୍ଥାନାନ୍ତରିତ ହେଉଥିବା ଦେଖାଯାଉଛି । ଆଣ୍ଠୁଏ ପାଣିରେ ରାସ୍ତାରେ ଯାଉଛନ୍ତି ଲୋକେ । ରାସ୍ତା ପାର ହେବା ପାଇଁ ଦଉଡି ସାଜିଛି ଭରସା । ସ୍ଥିତି ଉପରେ ନଜର ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫିଡନବିସ । ପ୍ରବଳ ବର୍ଷା ଯୋଗୁଁ ନାଗପୁର ଜିଲ୍ଲା ଏବଂ ମହାନଗରର ସ୍କୁଲ ସବୁ ଛୁଟି ଘୋଷଣା କରାଯାଇଛି ।

ଆହୁରି ପଢ଼ନ୍ତୁ: ଲଣ୍ଡନରେ ସିଜେଆଇ ସୂର୍ଯ୍ୟକାନ୍ତଙ୍କ କାର୍ଯ୍ୟକ୍ରମରେ ବିଶୃଙ୍ଖଳା: 'ଅଶୋଭନୀୟ ଆଚରଣ' କହି ନିନ୍ଦା କଲା ଭାରତୀୟ ହାଇକମିଶନ

ଅମ୍ବାଝରି ହ୍ରଦରୁ ପାଣି ଉଛୁଳି ସହର ସାରା ଜଳମଗ୍ନ ହୋଇଯାଇଛି। ପ୍ରବଳ ବର୍ଷା ଯୋଗୁଁ ଲୋକଙ୍କ ଘରେ ପାଣି ପଶିଯାଇଛି । ଫଳରେ ଲୋକେ ନାହିଁ ନଥିବା ଅସୁବିଧା ଭୋଗୁଛନ୍ତି । ପ୍ରବଳ ବର୍ଷା ଯୋଗୁ ଟ୍ରାଫିକ୍ ସମସ୍ୟା ସୃଷ୍ଟି ହୋଇଛି । ରାସ୍ତାରେ ବସ୍ ଚଳାଚଳ କରିପାରୁନାହିଁ । ନଦୀ କୂଳିଆ ଲୋକେ ବର୍ଷା ଯୋଗୁଁ ଅଧିକ ପ୍ରଭାବିତ ହେଉଛନ୍ତି। ତଳିଆ ଅଞ୍ଚଳରେ ଫସିଥିବା ଲୋକଙ୍କୁ ଉଦ୍ଧାର ପାଇଁ କୁହାଯାଇଛି । ଉଦ୍ଧାର କାର୍ଯ୍ୟ ପାଇଁ ଏସଡିଆରଏଫ ଟିମ୍‌ ଏବଂ ଏନଡିଆରଏଫ ଟିମ୍‌ ନିୟୋଜିତ ରହିଛି ।

ଆହୁରି ପଢ଼ନ୍ତୁ: ଜାତିସଂଘରେ ପାକିସ୍ତାନକୁ ଭାରତର କଡ଼ା ଜବାବ: 'ଫିତନା ଅଲ-ହିନ୍ଦୁସ୍ତାନ' ନାମକରଣକୁ କହିଲା 'ସଂଗଠିତ ଘୃଣାର କାରଖାନା'

23 Sep 2023 By The Sakala

ପ୍ରବଳ ବର୍ଷାରେ ବେହାଲ ନାଗପୁର, ସାରା ସହରରେ ଜଳପ୍ରବାହ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ

ମହାରାଷ୍ଟ୍ର: ଲଗାଣ ବର୍ଷାରେ ବେହାଲ ମହାରାଷ୍ଟ୍ରର ନାଗପୁର ସହର । ସାରା ସହରରେ ଜଳପ୍ରବାହ ଯୋଗୁ ଜନଜୀବନ ବିପର୍ଯ୍ୟସ୍ତ ହୋଇଯାଇଛି । ଅନେକ ଜାଗାରେ ଜଳବନ୍ଦୀ ହୋଇ ରହିଛନ୍ତି ଲୋକେ । ସ୍ଥିତି ଦେଖି ଏନଡିଆରଏଫ ଟିମ୍‌ ନିୟୋଜିତ ହୋଇଛନ୍ତି । ହଜାର ହଜାର ଲୋକ ସ୍ଥାନାନ୍ତରିତ ହେଉଥିବା ଦେଖାଯାଉଛି । ଆଣ୍ଠୁଏ ପାଣିରେ ରାସ୍ତାରେ ଯାଉଛନ୍ତି ଲୋକେ । ରାସ୍ତା ପାର ହେବା ପାଇଁ ଦଉଡି ସାଜିଛି ଭରସା । ସ୍ଥିତି ଉପରେ ନଜର ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫିଡନବିସ । ପ୍ରବଳ ବର୍ଷା ଯୋଗୁଁ ନାଗପୁର ଜିଲ୍ଲା ଏବଂ ମହାନଗରର ସ୍କୁଲ ସବୁ ଛୁଟି ଘୋଷଣା କରାଯାଇଛି ।

ଅମ୍ବାଝରି ହ୍ରଦରୁ ପାଣି ଉଛୁଳି ସହର ସାରା ଜଳମଗ୍ନ ହୋଇଯାଇଛି। ପ୍ରବଳ ବର୍ଷା ଯୋଗୁଁ ଲୋକଙ୍କ ଘରେ ପାଣି ପଶିଯାଇଛି । ଫଳରେ ଲୋକେ ନାହିଁ ନଥିବା ଅସୁବିଧା ଭୋଗୁଛନ୍ତି । ପ୍ରବଳ ବର୍ଷା ଯୋଗୁ ଟ୍ରାଫିକ୍ ସମସ୍ୟା ସୃଷ୍ଟି ହୋଇଛି । ରାସ୍ତାରେ ବସ୍ ଚଳାଚଳ କରିପାରୁନାହିଁ । ନଦୀ କୂଳିଆ ଲୋକେ ବର୍ଷା ଯୋଗୁଁ ଅଧିକ ପ୍ରଭାବିତ ହେଉଛନ୍ତି। ତଳିଆ ଅଞ୍ଚଳରେ ଫସିଥିବା ଲୋକଙ୍କୁ ଉଦ୍ଧାର ପାଇଁ କୁହାଯାଇଛି । ଉଦ୍ଧାର କାର୍ଯ୍ୟ ପାଇଁ ଏସଡିଆରଏଫ ଟିମ୍‌ ଏବଂ ଏନଡିଆରଏଫ ଟିମ୍‌ ନିୟୋଜିତ ରହିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର