ଏସୀୟ କ୍ରୀଡ଼ା ୨୦୨୩: ୧୦ ମିଟର ଏୟାର ପିସ୍ତଲ ଟିମ୍‌ ଇଭେଣ୍ଟରେ ଭାରତକୁ ସ୍ବର୍ଣ୍ଣ

The Sakala Picture
Published On

ନୂଆଦିଲ୍ଲୀ: ଚୀନର ପୂର୍ବପ୍ରାନ୍ତରେ ଥିବା ହାଙ୍ଗଝୋଉ ସହରରେ ଚାଲିଥିବା ଏସୀୟ କ୍ରୀଡ଼ା ୨୦୨୩ରେ ଭାରତକୁ ଆଉ ଏକ ସ୍ୱର୍ଣ୍ଣ ପଦକ ମିଳିଛି।  ସୁଟିଂରେ ପୁଣି ଭାରତକୁ ଏକ ସ୍ୱର୍ଣ୍ଣ ପଦକ ମିଳିଛି। ପୁରୁଷ ୧୦ ମିଟର ଏୟାର ପିସ୍ତଲ ଟିମ୍‌ ଇଭେଣ୍ଟରେ ଏହି ସ୍ୱର୍ଣ୍ଣ ପାଦକ ହାସଲ କରିଛି ଭାରତ। ଅଜୁର୍ନ ଚିମା, ସରବଜୋତ ସିଂ, ଶିବ ନରୱାଲଙ୍କ ଟିମ ସ୍ୱର୍ଣ୍ଣ ପଦକ ଜିତିଛି।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ସ୍ୱାମୀ ଗିରଫ: ହୋଲି ପୂର୍ବରୁ ଅଘଟଣ

28 Sep 2023 By The Sakala

ଏସୀୟ କ୍ରୀଡ଼ା ୨୦୨୩: ୧୦ ମିଟର ଏୟାର ପିସ୍ତଲ ଟିମ୍‌ ଇଭେଣ୍ଟରେ ଭାରତକୁ ସ୍ବର୍ଣ୍ଣ

ନୂଆଦିଲ୍ଲୀ: ଚୀନର ପୂର୍ବପ୍ରାନ୍ତରେ ଥିବା ହାଙ୍ଗଝୋଉ ସହରରେ ଚାଲିଥିବା ଏସୀୟ କ୍ରୀଡ଼ା ୨୦୨୩ରେ ଭାରତକୁ ଆଉ ଏକ ସ୍ୱର୍ଣ୍ଣ ପଦକ ମିଳିଛି।  ସୁଟିଂରେ ପୁଣି ଭାରତକୁ ଏକ ସ୍ୱର୍ଣ୍ଣ ପଦକ ମିଳିଛି। ପୁରୁଷ ୧୦ ମିଟର ଏୟାର ପିସ୍ତଲ ଟିମ୍‌ ଇଭେଣ୍ଟରେ ଏହି ସ୍ୱର୍ଣ୍ଣ ପାଦକ ହାସଲ କରିଛି ଭାରତ। ଅଜୁର୍ନ ଚିମା, ସରବଜୋତ ସିଂ, ଶିବ ନରୱାଲଙ୍କ ଟିମ ସ୍ୱର୍ଣ୍ଣ ପଦକ ଜିତିଛି।

https://www.thesakala.in/national-international/hangzhou-asian-games-india-win-gold-in-10-metre-air-pistol-mens-team-event/article-25841
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର