ଉଜ୍ଜଳା ହିତାଧିକାରୀଙ୍କ ପାଇଁ ଖୁସି ଖବର, ଏଲପିଜି ସିଲିଣ୍ଡର ପିଛା ମିଳିବ ୩୦୦ ଟଙ୍କାର ସବସିଡି

The Sakala Picture
Published On

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଉଜ୍ଜ୍ଵଳା ଯୋଜନା ହିତାଧିକାରୀଙ୍କ ପାଇଁ ସିଲିଣ୍ଡର ପିଛା ଏଲପିଜି ସବସିଡି ଶହେ ଟଙ୍କା ବୃଦ୍ଧି କରିଛନ୍ତି। ଏଣିକି ସେମାନଙ୍କୁ ଲପିଜି ସିଲିଣ୍ଡର ପିଛା ୨୦୦ ବଦଳରେ ୩୦୦ ଟଙ୍କାର ସବସିଡି ମିଳିବ । ଏ ନେଇ  ଆଜି ନୂଆଦିଲ୍ଲୀରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ସିଂ ଠାକୁର । କେନ୍ଦ୍ର କ୍ୟାବିନେଟ ରକ୍ଷାବନ୍ଧନ ଏବଂ ଓନମ ଅବସରରେ ଏଲପିଜିରେ ୨୦୦ ଟଙ୍କା ହ୍ରାସ ଘୋଷଣା କରିଥିଲେ। […]

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଉଜ୍ଜ୍ଵଳା ଯୋଜନା ହିତାଧିକାରୀଙ୍କ ପାଇଁ ସିଲିଣ୍ଡର ପିଛା ଏଲପିଜି ସବସିଡି ଶହେ ଟଙ୍କା ବୃଦ୍ଧି କରିଛନ୍ତି। ଏଣିକି ସେମାନଙ୍କୁ ଲପିଜି ସିଲିଣ୍ଡର ପିଛା ୨୦୦ ବଦଳରେ ୩୦୦ ଟଙ୍କାର ସବସିଡି ମିଳିବ । ଏ ନେଇ  ଆଜି ନୂଆଦିଲ୍ଲୀରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ସିଂ ଠାକୁର ।

ଆହୁରି ପଢ଼ନ୍ତୁ: ସିକ୍କିମ ଟନେଲ ଦୁର୍ଘଟଣା: ୨୨ ଜଣଙ୍କ ମୃତଦେହ ଉଦ୍ଧାର, ୩ ନିଖୋଜ ଶ୍ରମିକଙ୍କ ପାଇଁ ଖୋଜାଖୋଜି ଜାରି

କେନ୍ଦ୍ର କ୍ୟାବିନେଟ ରକ୍ଷାବନ୍ଧନ ଏବଂ ଓନମ ଅବସରରେ ଏଲପିଜିରେ ୨୦୦ ଟଙ୍କା ହ୍ରାସ ଘୋଷଣା କରିଥିଲେ। ଆଜି ଉଜ୍ଜଳାର ହିତାଧିକାରୀଙ୍କୁ ୨୦୦ଟଙ୍କାରୁ ୩୦୦ ଟଙ୍କାକୁ ବୃଦ୍ଧି କରାଯାଇଛି।

ଆହୁରି ପଢ଼ନ୍ତୁ: ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି: ସୋସିଆଲ୍ ମିଡିଆରେ କୋର୍ଟ ପ୍ରୋସିଡିଙ୍ଗସ୍ ଭିଡିଓର ବ୍ୟବହାର ଓ ମୋନେଟାଇଜେସନ୍ ଉପରେ ରୋକ୍

04 Oct 2023 By The Sakala

ଉଜ୍ଜଳା ହିତାଧିକାରୀଙ୍କ ପାଇଁ ଖୁସି ଖବର, ଏଲପିଜି ସିଲିଣ୍ଡର ପିଛା ମିଳିବ ୩୦୦ ଟଙ୍କାର ସବସିଡି

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଉଜ୍ଜ୍ଵଳା ଯୋଜନା ହିତାଧିକାରୀଙ୍କ ପାଇଁ ସିଲିଣ୍ଡର ପିଛା ଏଲପିଜି ସବସିଡି ଶହେ ଟଙ୍କା ବୃଦ୍ଧି କରିଛନ୍ତି। ଏଣିକି ସେମାନଙ୍କୁ ଲପିଜି ସିଲିଣ୍ଡର ପିଛା ୨୦୦ ବଦଳରେ ୩୦୦ ଟଙ୍କାର ସବସିଡି ମିଳିବ । ଏ ନେଇ  ଆଜି ନୂଆଦିଲ୍ଲୀରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ସିଂ ଠାକୁର ।

କେନ୍ଦ୍ର କ୍ୟାବିନେଟ ରକ୍ଷାବନ୍ଧନ ଏବଂ ଓନମ ଅବସରରେ ଏଲପିଜିରେ ୨୦୦ ଟଙ୍କା ହ୍ରାସ ଘୋଷଣା କରିଥିଲେ। ଆଜି ଉଜ୍ଜଳାର ହିତାଧିକାରୀଙ୍କୁ ୨୦୦ଟଙ୍କାରୁ ୩୦୦ ଟଙ୍କାକୁ ବୃଦ୍ଧି କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର