କାନାଡାର ବ୍ରିଟିଶ କଲମ୍ବିଆରେ ବିମାନ ଦୁର୍ଘଟଣା; ୨ ଭାରତୀୟ ଟ୍ରେନି ପାଇଲଟଙ୍କ ସମେତ ୩ ମୃତ

The Sakala Picture
Published On

ଅଟୱା: କାନାଡାର ବ୍ରିଟିଶ କଲମ୍ବିଆରେ ବିମାନ ଦୁର୍ଘଟଣା । ଦୁର୍ଘଟଣାରେ ୩ ଜଣ ମୃତ୍ୟୁବରଣ କରିଥିବାବେଳେ ସେମାନଙ୍କ ମଧ୍ୟରେ ୨ ଜଣ ଭାରତୀୟ ଟ୍ରେନି ପାଇଲଟ ଥିବା ଜଣାପଡିଛି । ଦୁଇ ଟ୍ରେନି ପାଇଲଟ ମୁମ୍ବାଇର ଅଭୟ ଗଡରୁ ଏବଂ ୟଶ ବିଜୟ ରାମୁଗଡେ ବୋଲି ସୂଚନା ମିଳିଛି । କାନାଡା ପୋଲିସ ଅଧିକାରୀ ଏହି ଘଟଣା ବିଷୟରେ ସୂଚନା ଦେଇଛନ୍ତି । ବନ୍ଦର ନିକଟରେ ଏହି ବିମାନଟି ଦୁର୍ଘଟଣାଗ୍ରସ୍ତ ଗାଇଛି । ଭାଙ୍କୋଭରଠାରୁ ୧୦୦ କିଲୋମିଟର […]

ଅଟୱା: କାନାଡାର ବ୍ରିଟିଶ କଲମ୍ବିଆରେ ବିମାନ ଦୁର୍ଘଟଣା । ଦୁର୍ଘଟଣାରେ ୩ ଜଣ ମୃତ୍ୟୁବରଣ କରିଥିବାବେଳେ ସେମାନଙ୍କ ମଧ୍ୟରେ ୨ ଜଣ ଭାରତୀୟ ଟ୍ରେନି ପାଇଲଟ ଥିବା ଜଣାପଡିଛି । ଦୁଇ ଟ୍ରେନି ପାଇଲଟ ମୁମ୍ବାଇର ଅଭୟ ଗଡରୁ ଏବଂ ୟଶ ବିଜୟ ରାମୁଗଡେ ବୋଲି ସୂଚନା ମିଳିଛି । କାନାଡା ପୋଲିସ ଅଧିକାରୀ ଏହି ଘଟଣା ବିଷୟରେ ସୂଚନା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ସ୍ୱାମୀଙ୍କୁ ଭେଟିବା ପାଇଁ ମୋବାଇଲ୍ ଟାୱାରରେ ଚଢ଼ିଲେ ସ୍ତ୍ରୀ: ବିହାରର ବଗହାରେ ହାଇଭୋଲଟେଜ୍ ଡ୍ରାମା

ବନ୍ଦର ନିକଟରେ ଏହି ବିମାନଟି ଦୁର୍ଘଟଣାଗ୍ରସ୍ତ ଗାଇଛି । ଭାଙ୍କୋଭରଠାରୁ ୧୦୦ କିଲୋମିଟର ଦୂର ଚିଲିଓ୍ବାକରେ ଏହି ଦୁର୍ଘଟଣା ଘଟିଥିଲା । ସୂଚନା ଅନୁସାରେ, ଦୁଇଟି ଇଂଜିନି ଥିବା ହାଲୁକା ବିମାନ ପାଇପର ପିଏ-୩୪ ସେନେକା ଚିଲିବ୍ୟାକ୍‌ ସହର ନିକଟରେ ଉଡୁଥିବାବେଳେ ଏକ ଗଛ ସହିତ ଧକ୍କା ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା ଏବଂ ତଳେ ଜନବସତି ଅଞ୍ଚଳରେ ପଡ଼ିଥିଲା । ଭାରତୀୟ ପାଇଲଟ୍‌ଙ୍କ ସହିତ ଆଉ ଜଣେ ପାଇଲଟ୍‌ ବି ଏହି ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି । ବିମାନଟି ଦୁର୍ଘଟଣାଗ୍ରସ୍ତ ହେବାର କାରଣ ଏପର୍ଯ୍ୟନ୍ତ ଜଣାପଡ଼ିନାହିଁ । କାନାଡା ଅଧିକାରୀ ଏହାର ତଦନ୍ତ ଆରମ୍ଭ କରିଥିବା ଜଣାଯାଇଛି।

ଆହୁରି ପଢ଼ନ୍ତୁ: ଇରାନ ବିରୋଧରେ ଯୁଦ୍ଧ ମଇଦାନକୁ ଓହ୍ଲାଇଲା ଇସ୍ରାଏଲର ନୌସେନା, ଭୂମଧ୍ୟସାଗରରୁ ମାଡ଼ ହେଉଛି ମିସାଇଲ

07 Oct 2023 By The Sakala

କାନାଡାର ବ୍ରିଟିଶ କଲମ୍ବିଆରେ ବିମାନ ଦୁର୍ଘଟଣା; ୨ ଭାରତୀୟ ଟ୍ରେନି ପାଇଲଟଙ୍କ ସମେତ ୩ ମୃତ

ଅଟୱା: କାନାଡାର ବ୍ରିଟିଶ କଲମ୍ବିଆରେ ବିମାନ ଦୁର୍ଘଟଣା । ଦୁର୍ଘଟଣାରେ ୩ ଜଣ ମୃତ୍ୟୁବରଣ କରିଥିବାବେଳେ ସେମାନଙ୍କ ମଧ୍ୟରେ ୨ ଜଣ ଭାରତୀୟ ଟ୍ରେନି ପାଇଲଟ ଥିବା ଜଣାପଡିଛି । ଦୁଇ ଟ୍ରେନି ପାଇଲଟ ମୁମ୍ବାଇର ଅଭୟ ଗଡରୁ ଏବଂ ୟଶ ବିଜୟ ରାମୁଗଡେ ବୋଲି ସୂଚନା ମିଳିଛି । କାନାଡା ପୋଲିସ ଅଧିକାରୀ ଏହି ଘଟଣା ବିଷୟରେ ସୂଚନା ଦେଇଛନ୍ତି ।

ବନ୍ଦର ନିକଟରେ ଏହି ବିମାନଟି ଦୁର୍ଘଟଣାଗ୍ରସ୍ତ ଗାଇଛି । ଭାଙ୍କୋଭରଠାରୁ ୧୦୦ କିଲୋମିଟର ଦୂର ଚିଲିଓ୍ବାକରେ ଏହି ଦୁର୍ଘଟଣା ଘଟିଥିଲା । ସୂଚନା ଅନୁସାରେ, ଦୁଇଟି ଇଂଜିନି ଥିବା ହାଲୁକା ବିମାନ ପାଇପର ପିଏ-୩୪ ସେନେକା ଚିଲିବ୍ୟାକ୍‌ ସହର ନିକଟରେ ଉଡୁଥିବାବେଳେ ଏକ ଗଛ ସହିତ ଧକ୍କା ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା ଏବଂ ତଳେ ଜନବସତି ଅଞ୍ଚଳରେ ପଡ଼ିଥିଲା । ଭାରତୀୟ ପାଇଲଟ୍‌ଙ୍କ ସହିତ ଆଉ ଜଣେ ପାଇଲଟ୍‌ ବି ଏହି ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି । ବିମାନଟି ଦୁର୍ଘଟଣାଗ୍ରସ୍ତ ହେବାର କାରଣ ଏପର୍ଯ୍ୟନ୍ତ ଜଣାପଡ଼ିନାହିଁ । କାନାଡା ଅଧିକାରୀ ଏହାର ତଦନ୍ତ ଆରମ୍ଭ କରିଥିବା ଜଣାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର