ଆଫଗାନିସ୍ତାନ ଭୂମିକମ୍ପରେ ମୃତ୍ୟୁ ସଂଖ୍ୟା ୨୦୦୦ ଟପିଲା, ଧ୍ୱଂସସ୍ତୁପ ପାଲଟିଲା ଶହଶହ କୋଠା

The Sakala Picture
Published On

କାବୁଲ: ଆଫଗାନିସ୍ତାନରେ ହୋଇଥିବା ଶକ୍ତିଶାଳୀ ଭୂମିକମ୍ପରେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ବଡ ଧରଣର ଭୂମିକମ୍ପରେ ଏଯାଏଁ ମୃତ୍ୟୁ ସଂଖ୍ୟା ୨୦୦୦ ଟପିଲାଣି ବୋଲି ତାଲିବାନର ଜଣେ ପ୍ରବକ୍ତା ସୂଚନା ଦେଇଛନ୍ତି । ଗତକାଲି ତିନୋଟି ଭୂକମ୍ପରେ ଥରି ଉଠିଥିଲା ଆଫଗାନିସ୍ତାନ, ଯାହାର ତୀବ୍ରତା ଯଥାକ୍ରମେ ୬.୩, ୫.୯ ଓ ୫.୫ ଥିଲା । ପଶ୍ଚିମ ଆଫଗାନିସ୍ତାନ ଓ ଇରାନର ସୀମାରେ ସୃଷ୍ଟି ହୋଇଥିବା ଏହି ଶକ୍ତିଶାଳୀ ଭୂମିକମ୍ପରେ ହଜାର ହଜାର ଲୋକ ପ୍ରାଣ ହରାଇଥିବାବେଳେ […]

କାବୁଲ: ଆଫଗାନିସ୍ତାନରେ ହୋଇଥିବା ଶକ୍ତିଶାଳୀ ଭୂମିକମ୍ପରେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ବଡ ଧରଣର ଭୂମିକମ୍ପରେ ଏଯାଏଁ ମୃତ୍ୟୁ ସଂଖ୍ୟା ୨୦୦୦ ଟପିଲାଣି ବୋଲି ତାଲିବାନର ଜଣେ ପ୍ରବକ୍ତା ସୂଚନା ଦେଇଛନ୍ତି । ଗତକାଲି ତିନୋଟି ଭୂକମ୍ପରେ ଥରି ଉଠିଥିଲା ଆଫଗାନିସ୍ତାନ, ଯାହାର ତୀବ୍ରତା ଯଥାକ୍ରମେ ୬.୩, ୫.୯ ଓ ୫.୫ ଥିଲା । ପଶ୍ଚିମ ଆଫଗାନିସ୍ତାନ ଓ ଇରାନର ସୀମାରେ ସୃଷ୍ଟି ହୋଇଥିବା ଏହି ଶକ୍ତିଶାଳୀ ଭୂମିକମ୍ପରେ ହଜାର ହଜାର ଲୋକ ପ୍ରାଣ ହରାଇଥିବାବେଳେ ଅନେକ ଗୁରୁତର ଆହତ ହୋଇଛନ୍ତି ।ଏହାସହ ହଜାର ହଜାର ସଂଖ୍ୟାରେ ଲୋକ ବାସହୀନ ହୋଇପଡିଛନ୍ତି ।

ଆହୁରି ପଢ଼ନ୍ତୁ: ସେନାକୁ ତ୍ରୁଟିପୂର୍ଣ୍ଣ ଗୋଳାବାରୁଦ ଯୋଗାଣ ଯୋଗୁଁ ୬୨.୧୦ କୋଟି କ୍ଷତି, 'ଧନୁଷ' ପ୍ରକଳ୍ପ ବିଳମ୍ବ ନେଇ PAC ର ଉଦ୍‌ବେଗ

ଶକ୍ତିଶାଳୀ ଭୂମିକମ୍ପରେ ହେରାତ ସହରର ପାଖାପାଖି ୪୦ କିଲୋମିଟର ଦୂରତା ଭିତରେ ଥିବା ୬ଟି ଗାଁଁ ଧ୍ୱଂସ ହୋଇଛି । ଶହଶହ କୋଠା ମାଟିରେ ମିଶିଛି । ଭୁଶୁଡ଼ି ପଡ଼ିଥିବା କୋଠା ତଳେ ଅନେକ ଲୋକ ଫସି ରହିପାରନ୍ତି ବୋଲି ଆଶଙ୍କା କରିଛି ଜାତିସଂଘ । ଜାତିସଂଘ ଭୂବିଜ୍ଞାନ ସର୍ଭେ ମୁତାବକ ଭୂକମ୍ପର କେନ୍ଦ୍ରସ୍ଥଳ ହେରାତ ସହରରୁ ୪୦ କିଲୋମିଟର ଉତ୍ତର-ପଶ୍ଚିମ ଥିଲା।

ଆହୁରି ପଢ଼ନ୍ତୁ: ସିଜେପି ପ୍ରଦର୍ଶନକାରୀଙ୍କ ଉପରେ ପୁଲିସ କାର୍ଯ୍ୟାନୁଷ୍ଠାନ ମାମଲା: ଭୁଲ ଖବର ପ୍ରସାରଣକୁ ନେଇ କ୍ଷୁବ୍ଧ ହେଲେ ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତ

08 Oct 2023 By The Sakala

ଆଫଗାନିସ୍ତାନ ଭୂମିକମ୍ପରେ ମୃତ୍ୟୁ ସଂଖ୍ୟା ୨୦୦୦ ଟପିଲା, ଧ୍ୱଂସସ୍ତୁପ ପାଲଟିଲା ଶହଶହ କୋଠା

କାବୁଲ: ଆଫଗାନିସ୍ତାନରେ ହୋଇଥିବା ଶକ୍ତିଶାଳୀ ଭୂମିକମ୍ପରେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ବଡ ଧରଣର ଭୂମିକମ୍ପରେ ଏଯାଏଁ ମୃତ୍ୟୁ ସଂଖ୍ୟା ୨୦୦୦ ଟପିଲାଣି ବୋଲି ତାଲିବାନର ଜଣେ ପ୍ରବକ୍ତା ସୂଚନା ଦେଇଛନ୍ତି । ଗତକାଲି ତିନୋଟି ଭୂକମ୍ପରେ ଥରି ଉଠିଥିଲା ଆଫଗାନିସ୍ତାନ, ଯାହାର ତୀବ୍ରତା ଯଥାକ୍ରମେ ୬.୩, ୫.୯ ଓ ୫.୫ ଥିଲା । ପଶ୍ଚିମ ଆଫଗାନିସ୍ତାନ ଓ ଇରାନର ସୀମାରେ ସୃଷ୍ଟି ହୋଇଥିବା ଏହି ଶକ୍ତିଶାଳୀ ଭୂମିକମ୍ପରେ ହଜାର ହଜାର ଲୋକ ପ୍ରାଣ ହରାଇଥିବାବେଳେ ଅନେକ ଗୁରୁତର ଆହତ ହୋଇଛନ୍ତି ।ଏହାସହ ହଜାର ହଜାର ସଂଖ୍ୟାରେ ଲୋକ ବାସହୀନ ହୋଇପଡିଛନ୍ତି ।

ଶକ୍ତିଶାଳୀ ଭୂମିକମ୍ପରେ ହେରାତ ସହରର ପାଖାପାଖି ୪୦ କିଲୋମିଟର ଦୂରତା ଭିତରେ ଥିବା ୬ଟି ଗାଁଁ ଧ୍ୱଂସ ହୋଇଛି । ଶହଶହ କୋଠା ମାଟିରେ ମିଶିଛି । ଭୁଶୁଡ଼ି ପଡ଼ିଥିବା କୋଠା ତଳେ ଅନେକ ଲୋକ ଫସି ରହିପାରନ୍ତି ବୋଲି ଆଶଙ୍କା କରିଛି ଜାତିସଂଘ । ଜାତିସଂଘ ଭୂବିଜ୍ଞାନ ସର୍ଭେ ମୁତାବକ ଭୂକମ୍ପର କେନ୍ଦ୍ରସ୍ଥଳ ହେରାତ ସହରରୁ ୪୦ କିଲୋମିଟର ଉତ୍ତର-ପଶ୍ଚିମ ଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର