‘ଅପରେସନ୍ ଅଜୟ’ରେ ଇସ୍ରାଏଲରୁ ଫେରିଲେ ୨୧୨ ଭାରତୀୟ

The Sakala Picture
Published On

ନୂଆଦିଲ୍ଲୀ: ‘ଅପରେସନ୍ ଅଜୟ’ରେ ଇସ୍ରାଏଲରୁ ଫେରିଲେ ୨୧୨ ଭାରତୀୟ । ପ୍ରଥମ ବ୍ୟାଚରେ ଆଜି ସକାଳୁ ୨୧୨ ଭାରତୀୟ ଦିଲ୍ଲୀ ବିମାନବନ୍ଦରରେ ପହଞ୍ଚିଛନ୍ତି। ବିମାନ ବନ୍ଦରରେ ଉପସ୍ଥିତ ରହି କେନ୍ଦ୍ରମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖର ଇସ୍ରାଏଲ୍‌ରୁ ଆସିଥିବା ଭାରତୀୟମାନଙ୍କୁ ସ୍ବାଗତ ଜଣାଇଥିଲେ। ଗୁରୁବାର ସନ୍ଧ୍ୟା ବେଳେ ତେଲ୍‌ ଆଭିଭ୍‌ସ୍ଥିତ ବେନ୍‌ ଗୁରିଅନ୍‌ ବିମାନ ବନ୍ଦରରୁ ଉଡ଼ାଣ ଆରମ୍ଭ କରିଥିବା ଏହି ବିମାନରେ ୨୧୧ଜଣ ପ୍ରାପ୍ତ ବୟସ୍କ ଭାରତୀୟ ଓ ଗୋଟିଏ କଅଁଳାପିଲା ଥିଲେ। ଇସ୍ରାଏଲ୍‌ରୁ ପ୍ରତ୍ୟାବର୍ତ୍ତନ କରିଥିବା ଭାରତୀୟ […]

ନୂଆଦିଲ୍ଲୀ: ‘ଅପରେସନ୍ ଅଜୟ’ରେ ଇସ୍ରାଏଲରୁ ଫେରିଲେ ୨୧୨ ଭାରତୀୟ । ପ୍ରଥମ ବ୍ୟାଚରେ ଆଜି ସକାଳୁ ୨୧୨ ଭାରତୀୟ ଦିଲ୍ଲୀ ବିମାନବନ୍ଦରରେ ପହଞ୍ଚିଛନ୍ତି। ବିମାନ ବନ୍ଦରରେ ଉପସ୍ଥିତ ରହି କେନ୍ଦ୍ରମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖର ଇସ୍ରାଏଲ୍‌ରୁ ଆସିଥିବା ଭାରତୀୟମାନଙ୍କୁ ସ୍ବାଗତ ଜଣାଇଥିଲେ।

ଆହୁରି ପଢ଼ନ୍ତୁ: ୨୦ ଲକ୍ଷ ଯୌତୁକ ପାଇଁ ଜୀବନ ହାରିଲେ ମହିଳା: ଉତ୍ତରପ୍ରଦେଶ ବଲିଆରେ ସ୍ୱାମୀ ଓ ଶାଶୁଘର ଲୋକଙ୍କ ନାମରେ ମାମଲା ରୁଜୁ

ଗୁରୁବାର ସନ୍ଧ୍ୟା ବେଳେ ତେଲ୍‌ ଆଭିଭ୍‌ସ୍ଥିତ ବେନ୍‌ ଗୁରିଅନ୍‌ ବିମାନ ବନ୍ଦରରୁ ଉଡ଼ାଣ ଆରମ୍ଭ କରିଥିବା ଏହି ବିମାନରେ ୨୧୧ଜଣ ପ୍ରାପ୍ତ ବୟସ୍କ ଭାରତୀୟ ଓ ଗୋଟିଏ କଅଁଳାପିଲା ଥିଲେ। ଇସ୍ରାଏଲ୍‌ରୁ ପ୍ରତ୍ୟାବର୍ତ୍ତନ କରିଥିବା ଭାରତୀୟ ନାଗରିକମାନଙ୍କ ମଧ୍ୟରୁ ଜଣେ ଏଥିପାଇଁ ଭାରତ ସରକାରଙ୍କୁ କୃତଜ୍ଞତା ଜ୍ଞାପନ କରି କହିଛନ୍ତି, ପ୍ରଥମ ଥର ପାଇଁ ଆମେ ସେଠାରେ ଏଭଳି ଅବସ୍ଥାରେ ପଡ଼ିଲୁ। ଆମକୁ ଫେରାଇ ଆଣିଥିବାରୁ ଆମେ ଭାରତ ସରକାରଙ୍କୁ କୃତଜ୍ଞତା ଜଣାଇଥିେ। ଯଥାଶୀଘ୍ର ସେଠାକାର ପରିସ୍ଥିତି ଶାନ୍ତ ହେଲେ ଆମେ ପୁଣି ଯାଇ କାମରେ ଯୋଗ ଦେବୁ ବୋଲି ଆଶା କରୁଛୁ।

ଆହୁରି ପଢ଼ନ୍ତୁ: କାନାଡାରେ ପଞ୍ଜାବୀ ମୂଳର ସୋସିଆଲ ମିଡିଆ ଇନଫ୍ଲୁଏନ୍ସର ନାନ୍ସି ଗ୍ରେୱାଲଙ୍କ ହତ୍ୟା, ଘରେ ପଶି ଛୁରୀ ଭୁସିଲା ଦୁର୍ବୃତ୍ତ

13 Oct 2023 By The Sakala

‘ଅପରେସନ୍ ଅଜୟ’ରେ ଇସ୍ରାଏଲରୁ ଫେରିଲେ ୨୧୨ ଭାରତୀୟ

ନୂଆଦିଲ୍ଲୀ: ‘ଅପରେସନ୍ ଅଜୟ’ରେ ଇସ୍ରାଏଲରୁ ଫେରିଲେ ୨୧୨ ଭାରତୀୟ । ପ୍ରଥମ ବ୍ୟାଚରେ ଆଜି ସକାଳୁ ୨୧୨ ଭାରତୀୟ ଦିଲ୍ଲୀ ବିମାନବନ୍ଦରରେ ପହଞ୍ଚିଛନ୍ତି। ବିମାନ ବନ୍ଦରରେ ଉପସ୍ଥିତ ରହି କେନ୍ଦ୍ରମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖର ଇସ୍ରାଏଲ୍‌ରୁ ଆସିଥିବା ଭାରତୀୟମାନଙ୍କୁ ସ୍ବାଗତ ଜଣାଇଥିଲେ।

ଗୁରୁବାର ସନ୍ଧ୍ୟା ବେଳେ ତେଲ୍‌ ଆଭିଭ୍‌ସ୍ଥିତ ବେନ୍‌ ଗୁରିଅନ୍‌ ବିମାନ ବନ୍ଦରରୁ ଉଡ଼ାଣ ଆରମ୍ଭ କରିଥିବା ଏହି ବିମାନରେ ୨୧୧ଜଣ ପ୍ରାପ୍ତ ବୟସ୍କ ଭାରତୀୟ ଓ ଗୋଟିଏ କଅଁଳାପିଲା ଥିଲେ। ଇସ୍ରାଏଲ୍‌ରୁ ପ୍ରତ୍ୟାବର୍ତ୍ତନ କରିଥିବା ଭାରତୀୟ ନାଗରିକମାନଙ୍କ ମଧ୍ୟରୁ ଜଣେ ଏଥିପାଇଁ ଭାରତ ସରକାରଙ୍କୁ କୃତଜ୍ଞତା ଜ୍ଞାପନ କରି କହିଛନ୍ତି, ପ୍ରଥମ ଥର ପାଇଁ ଆମେ ସେଠାରେ ଏଭଳି ଅବସ୍ଥାରେ ପଡ଼ିଲୁ। ଆମକୁ ଫେରାଇ ଆଣିଥିବାରୁ ଆମେ ଭାରତ ସରକାରଙ୍କୁ କୃତଜ୍ଞତା ଜଣାଇଥିେ। ଯଥାଶୀଘ୍ର ସେଠାକାର ପରିସ୍ଥିତି ଶାନ୍ତ ହେଲେ ଆମେ ପୁଣି ଯାଇ କାମରେ ଯୋଗ ଦେବୁ ବୋଲି ଆଶା କରୁଛୁ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର