କେରଳ ସୀମା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ
କେରଳ ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । କେରଳର ଦକ୍ଷିଣ ପଶ୍ଚିମ ଅଂଚଳକୁ ମୌସୁମୀ ଛୁଇଁଥିବା ନେଇ ଭାରତୀୟ ପାଣିପାଗ ବିଭାଗର ସୂଚନା । ଖୁବ ଶୀଘ୍ର ସମଗ୍ର ଅଞ୍ଚଳକୁ ଛୁଇଁବ । ଏହାର ପ୍ରଭାବରେ କେରଳରେ ବର୍ଷା ଜାରି ରହିଛି । SOUTHWEST MONSOON HAS SET IN OVER SOUTHERN PARTS OF KERALA TODAY, THE 03RD JUNE, 2021. DETAILS IN THE PRESS RELEASE TO BE ISSUED […]
କେରଳ ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । କେରଳର ଦକ୍ଷିଣ ପଶ୍ଚିମ ଅଂଚଳକୁ ମୌସୁମୀ ଛୁଇଁଥିବା ନେଇ ଭାରତୀୟ ପାଣିପାଗ ବିଭାଗର ସୂଚନା । ଖୁବ ଶୀଘ୍ର ସମଗ୍ର ଅଞ୍ଚଳକୁ ଛୁଇଁବ । ଏହାର ପ୍ରଭାବରେ କେରଳରେ ବର୍ଷା ଜାରି ରହିଛି ।
ଆହୁରି ପଢ଼ନ୍ତୁ: ମହାକାଶରେ ଅସ୍ତ୍ରଶସ୍ତ୍ର ମୁତୟନ ନେଇ ଆମେରିକାର ସ୍ୱୀକାରୋକ୍ତି: ପ୍ରଥମ ଥର ପାଇଁ ଖୋଲାଖୋଲି ଘୋଷଣା କଲା ୟୁଏସ୍ ସ୍ପେସ୍ ଫୋର୍ସ
SOUTHWEST MONSOON HAS SET IN OVER SOUTHERN PARTS OF KERALA TODAY, THE 03RD JUNE, 2021. DETAILS IN THE PRESS RELEASE TO BE ISSUED SOON@rajeevan61
ଆହୁରି ପଢ଼ନ୍ତୁ: ବିହାର ପୋଲିସ ଦାରୋଗା ନିଯୁକ୍ତି ଓ BPSC ପରୀକ୍ଷାରେ ଜାଲିଆତି ଅଭିଯୋଗ: ପାଟନାରେ ଛାତ୍ରଙ୍କ ବିକ୍ଷୋଭ, ପୋଲିସ ସହ ଧସ୍ତାଧସ୍ତି— India Meteorological Department (@Indiametdept) June 3, 2021
ଖୁବଶୀଘ୍ର ଓଡ଼ିଶାରେ ବି ପହଞ୍ଚିବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଓଡ଼ିଶା ପହଞ୍ଚିବାକୁ ପ୍ରାୟ ସପ୍ତାହେ ଲାଗିପାରେ । ଅର୍ଥାତ ଆସନ୍ତା ୧୦ ତାରିଖ ପରେ ଓଡ଼ିଶାରେ ପହଞ୍ଚିବ ମୌସୁମୀ । ଏବର୍ଷ ଦେଶରେ ମୌସୁମୀ ବର୍ଷା ସ୍ୱାଭାବକ ରହିବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ରଜ ଆଡକୁ ରାଜ୍ୟରେ ମୌସୁମୀ ବର୍ଷା ଆରମ୍ଭ ହୋଇପାରେ । ଏବେ ରାଜ୍ୟରେ ପ୍ରାକ୍-ମୌସୁମୀ ବର୍ଷା ଆରମ୍ଭ ହୋଇଛି ।






