ବାଣ କାରଖାନାରେ ବିସ୍ଫୋରଣ: ୯ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା

The Sakala Picture
Published On

ଚେନ୍ନାଇ : ତାମିଲନାଡୁର ଭିରୁଧୁନଗର ଜିଲାର ଶିବକାଶୀ ନିକଟରେ ଥିବା ଏକ ବାଣ କାରଖାନାରେ ବିସ୍ଫୋରଣ ଘଟିଛି। ବିସ୍ଫୋରଣରେ ୯ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ନିୟନ୍ତ୍ରଣ କରିବା ସହ ଉଦ୍ଧାର କାର୍ଯ୍ୟ କରୁଛନ୍ତି। ଅଗ୍ନିଶମବିଭାଗର ସୂଚନା ଅନୁଯାୟୀ, ବିରୁଧୁନଗର ଜିଲ୍ଲାର ଶିବକାଶୀ ନିକଟରେ ଥିବା ଏକ ବାଣ ତିଆରି କାରଖାନାରେ ପ୍ରଥମ ବିସ୍ଫୋରଣ ହୋଇଥିଲା। ତେବେ ଏଠାରେ କେହି ମୃତାହତ ହୋଇନଥିଲେ । ଏହାର କିଛି ସମୟ […]

ଚେନ୍ନାଇ : ତାମିଲନାଡୁର ଭିରୁଧୁନଗର ଜିଲାର ଶିବକାଶୀ ନିକଟରେ ଥିବା ଏକ ବାଣ କାରଖାନାରେ ବିସ୍ଫୋରଣ ଘଟିଛି। ବିସ୍ଫୋରଣରେ ୯ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ନିୟନ୍ତ୍ରଣ କରିବା ସହ ଉଦ୍ଧାର କାର୍ଯ୍ୟ କରୁଛନ୍ତି।

ଆହୁରି ପଢ଼ନ୍ତୁ: ନେପାଳ ବନ୍ୟା ବିଭୀଷିକା: ସୁଡ଼ଙ୍ଗରେ ଫସିଛନ୍ତି ଶତାଧିକ ଶ୍ରମିକ, ଜୀବନ ବଞ୍ଚାଇବାକୁ ଚାଲିଛି ଆପ୍ରାଣ ଚେଷ୍ଟା

ଅଗ୍ନିଶମବିଭାଗର ସୂଚନା ଅନୁଯାୟୀ, ବିରୁଧୁନଗର ଜିଲ୍ଲାର ଶିବକାଶୀ ନିକଟରେ ଥିବା ଏକ ବାଣ ତିଆରି କାରଖାନାରେ ପ୍ରଥମ ବିସ୍ଫୋରଣ ହୋଇଥିଲା। ତେବେ ଏଠାରେ କେହି ମୃତାହତ ହୋଇନଥିଲେ । ଏହାର କିଛି ସମୟ ପରେ ବିରୁଧୁନଗର ଜିଲ୍ଲାର କାମ୍ମାପଟ୍ଟି ଗ୍ରାମରେ ଥିବା ବାଣ କାରଖାନାରେ ଆଉ ଏକ ବିସ୍ଫୋରଣ ଘଟିଥିଲା, ଯେଉଁଥିରେ ୯ ଜଣଙ୍କର ମୃତ୍ୟୁ ଘଟିଥିଲା।

ଆହୁରି ପଢ଼ନ୍ତୁ: ଦିଶା ସାଲିଆନଙ୍କ ମୃତ୍ୟୁ ମାମଲା: ସିବିଆଇକୁ FIR ରୁଜୁ କରିବାକୁ ବମ୍ବେ ହାଇକୋର୍ଟଙ୍କ ନିର୍ଦ୍ଦେଶ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର