ମୁମ୍ବାଇ ଆଶିଆନା ଟାୱାରରେ ଭୟାବହ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ

The Sakala Picture
Published On

ମୁମ୍ବାଇ : ମୁମ୍ବାଇ ଓସିୱାରା ଅଞ୍ଚଳରେ ଥିବା ଆଶିଆନା ଟାୱାରରେ ଆଜି ସକାଳ ୮ଟାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଅନେକ ଅଗ୍ନିଶମ ଗାଡି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବା ପାଇଁ ଲାଗିଛନ୍ତି । ଅଗ୍ନିକାଣ୍ଡରେ କେହି ଆହତ ହୋଇନାହାଁନ୍ତି ବୋଲି ସୂଚନାରୁ ଜଣାପଡିଛି । ତେବେ ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ଜଣାପଡିନାହିଁ । ଦମକଳର ଆଠଟି ଗାଡ଼ି ଏବଂ ଅନେକ ୱାଟର ଟ୍ୟାଙ୍କର୍ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା ଆରମ୍ଭ କରିଥିଲେ। ନିଆଁ […]

ମୁମ୍ବାଇ : ମୁମ୍ବାଇ ଓସିୱାରା ଅଞ୍ଚଳରେ ଥିବା ଆଶିଆନା ଟାୱାରରେ ଆଜି ସକାଳ ୮ଟାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଅନେକ ଅଗ୍ନିଶମ ଗାଡି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବା ପାଇଁ ଲାଗିଛନ୍ତି । ଅଗ୍ନିକାଣ୍ଡରେ କେହି ଆହତ ହୋଇନାହାଁନ୍ତି ବୋଲି ସୂଚନାରୁ ଜଣାପଡିଛି । ତେବେ ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ଜଣାପଡିନାହିଁ । ଦମକଳର ଆଠଟି ଗାଡ଼ି ଏବଂ ଅନେକ ୱାଟର ଟ୍ୟାଙ୍କର୍ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା ଆରମ୍ଭ କରିଥିଲେ। ନିଆଁ ଲିଭାଇବା କାମ ଏବେବି ଜାରି ରହିଛି।

ଆହୁରି ପଢ଼ନ୍ତୁ: ଲୋକସଭାରେ କାଟ୍ ଖାଇଲା ସମ୍ବିଧାନ ସଂଶୋଧନ ବିଲ୍; ମିଳିଲାନି ଆବଶ୍ୟକ ସମର୍ଥନ, କମ୍‌ ପଡ଼ିଲା ୫୪ ଭୋଟ୍‌

04 Jun 2021 By The Sakala

ମୁମ୍ବାଇ ଆଶିଆନା ଟାୱାରରେ ଭୟାବହ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ

ମୁମ୍ବାଇ : ମୁମ୍ବାଇ ଓସିୱାରା ଅଞ୍ଚଳରେ ଥିବା ଆଶିଆନା ଟାୱାରରେ ଆଜି ସକାଳ ୮ଟାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଅନେକ ଅଗ୍ନିଶମ ଗାଡି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବା ପାଇଁ ଲାଗିଛନ୍ତି । ଅଗ୍ନିକାଣ୍ଡରେ କେହି ଆହତ ହୋଇନାହାଁନ୍ତି ବୋଲି ସୂଚନାରୁ ଜଣାପଡିଛି । ତେବେ ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ଜଣାପଡିନାହିଁ । ଦମକଳର ଆଠଟି ଗାଡ଼ି ଏବଂ ଅନେକ ୱାଟର ଟ୍ୟାଙ୍କର୍ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା ଆରମ୍ଭ କରିଥିଲେ। ନିଆଁ ଲିଭାଇବା କାମ ଏବେବି ଜାରି ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର