ନାଇଜେରିଆରେ ଡଙ୍ଗା ବୁଡି ୧୭ ଯାତ୍ରୀ ମୃତ, ୭୦ରୁ ଉର୍ଦ୍ଧ୍ବ ନିଖୋଜ

The Sakala Picture
Published On

ନାଇଜେରିଆ: ଉତ୍ତର ନାଇଜେରିଆରେ ଏକ ଡଙ୍ଗା ବୁଡ଼ିଯିବା ଫଳରେ ୭୦ରୁ ଉର୍ଦ୍ଧ୍ବ ଲୋକ ନିଖୋଜ ହୋଇଯାଇଥିବା ନେଇ ସୂଚନା ମିଳିଛି । ଡଙ୍ଗାଟି ଶନିବାର ବିଳମ୍ବିତ ରାତିରେ ତାରବା ରାଜ୍ୟର ଆର୍ଦୋ-କୋଲା ଜିଲ୍ଲାର ଏକ ମାଛ ବଜାରରୁ ଫେରୁଥିବା ବ୍ୟବସାୟୀଙ୍କୁ ନେଇ ଯାଉଥିବାବେଳେ, ନାଇଜେରିଆର ଅନ୍ୟତମ ବୃହତ୍ତମ ବେନୁ ନଦୀରେ ବୁଡ଼ି ଯାଇଥିଲା । ଡଙ୍ଗାରେ ପାଖାପାଖି ୧୦୦ ରୁ ଅଧିକ ଯାତ୍ରୀ ଥିଲେ ଏବଂ ସେମାନଙ୍କ ଭିତରୁ ୧୪ ଜଣଙ୍କୁ ଉଦ୍ଧାର କରାଯାଇଥିବାବେଳେ, ୧୭ଟି ମୃତଦେହ […]

ନାଇଜେରିଆ: ଉତ୍ତର ନାଇଜେରିଆରେ ଏକ ଡଙ୍ଗା ବୁଡ଼ିଯିବା ଫଳରେ ୭୦ରୁ ଉର୍ଦ୍ଧ୍ବ ଲୋକ ନିଖୋଜ ହୋଇଯାଇଥିବା ନେଇ ସୂଚନା ମିଳିଛି । ଡଙ୍ଗାଟି ଶନିବାର ବିଳମ୍ବିତ ରାତିରେ ତାରବା ରାଜ୍ୟର ଆର୍ଦୋ-କୋଲା ଜିଲ୍ଲାର ଏକ ମାଛ ବଜାରରୁ ଫେରୁଥିବା ବ୍ୟବସାୟୀଙ୍କୁ ନେଇ ଯାଉଥିବାବେଳେ, ନାଇଜେରିଆର ଅନ୍ୟତମ ବୃହତ୍ତମ ବେନୁ ନଦୀରେ ବୁଡ଼ି ଯାଇଥିଲା । ଡଙ୍ଗାରେ ପାଖାପାଖି ୧୦୦ ରୁ ଅଧିକ ଯାତ୍ରୀ ଥିଲେ ଏବଂ ସେମାନଙ୍କ ଭିତରୁ ୧୪ ଜଣଙ୍କୁ ଉଦ୍ଧାର କରାଯାଇଥିବାବେଳେ, ୧୭ଟି ମୃତଦେହ ଉଦ୍ଧାର କରାଯାଇଛି । ଏହା ସହିତ ବାକି ୭୩ ଜଣ ନିଖୋଜ ଅଛନ୍ତି ବୋଲି ନାଇଜେରିଆର ଜାତୀୟ ଜରୁରୀକାଳୀନ ପରିଚାଳନା ଏଜେନ୍ସିର ମୁଖ୍ୟ ଲଦନ ଆୟୁବା ଗଣମାଧ୍ୟମକୁ କହିଛନ୍ତି।

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଶେଷ ହେଉଛି ଆମେରିକା-ଇରାନ ଅସ୍ତ୍ରବିରତି ଅବଧି: ପୁଣି ଯୁଦ୍ଧ ଆରମ୍ଭ ହେବ ନା ଆଲୋଚନାକୁ ଆସିବ ଇରାନ?

ଅଧିକାରୀମାନେ ଏହି ଦୁର୍ଘଟଣାରର ପ୍ରକୃତ କାରଣ ଖୋଜୁଥିବା ତାରବା ପୋଲିସ ମୁଖପାତ୍ର ଉସମାନ ଅବଦୁଲ୍ଲା କହିଛନ୍ତି । ଉଦ୍ଧାରକାରୀସଂସ୍ଥାକୁ ସ୍ଥାନୀୟ ଓ ମତ୍ସ୍ୟଜୀବୀମାନେ ସାହାଯ୍ୟ କରୁଥିବା ଜଣାପଡିଛି ।

ଆହୁରି ପଢ଼ନ୍ତୁ: ଅନିଶ୍ଚିତତାରେ ଆମେରିକା-ଇରାନ ଶାନ୍ତି ଆଲୋଚନା: ଟ୍ରମ୍ପଙ୍କ ବୋମାମାଡ଼ ଚେତାବନୀ ଓ ଇରାନର 'ନୂଆ କାର୍ଡ' ଧମକ

31 Oct 2023 By The Sakala

ନାଇଜେରିଆରେ ଡଙ୍ଗା ବୁଡି ୧୭ ଯାତ୍ରୀ ମୃତ, ୭୦ରୁ ଉର୍ଦ୍ଧ୍ବ ନିଖୋଜ

ନାଇଜେରିଆ: ଉତ୍ତର ନାଇଜେରିଆରେ ଏକ ଡଙ୍ଗା ବୁଡ଼ିଯିବା ଫଳରେ ୭୦ରୁ ଉର୍ଦ୍ଧ୍ବ ଲୋକ ନିଖୋଜ ହୋଇଯାଇଥିବା ନେଇ ସୂଚନା ମିଳିଛି । ଡଙ୍ଗାଟି ଶନିବାର ବିଳମ୍ବିତ ରାତିରେ ତାରବା ରାଜ୍ୟର ଆର୍ଦୋ-କୋଲା ଜିଲ୍ଲାର ଏକ ମାଛ ବଜାରରୁ ଫେରୁଥିବା ବ୍ୟବସାୟୀଙ୍କୁ ନେଇ ଯାଉଥିବାବେଳେ, ନାଇଜେରିଆର ଅନ୍ୟତମ ବୃହତ୍ତମ ବେନୁ ନଦୀରେ ବୁଡ଼ି ଯାଇଥିଲା । ଡଙ୍ଗାରେ ପାଖାପାଖି ୧୦୦ ରୁ ଅଧିକ ଯାତ୍ରୀ ଥିଲେ ଏବଂ ସେମାନଙ୍କ ଭିତରୁ ୧୪ ଜଣଙ୍କୁ ଉଦ୍ଧାର କରାଯାଇଥିବାବେଳେ, ୧୭ଟି ମୃତଦେହ ଉଦ୍ଧାର କରାଯାଇଛି । ଏହା ସହିତ ବାକି ୭୩ ଜଣ ନିଖୋଜ ଅଛନ୍ତି ବୋଲି ନାଇଜେରିଆର ଜାତୀୟ ଜରୁରୀକାଳୀନ ପରିଚାଳନା ଏଜେନ୍ସିର ମୁଖ୍ୟ ଲଦନ ଆୟୁବା ଗଣମାଧ୍ୟମକୁ କହିଛନ୍ତି।

ଅଧିକାରୀମାନେ ଏହି ଦୁର୍ଘଟଣାରର ପ୍ରକୃତ କାରଣ ଖୋଜୁଥିବା ତାରବା ପୋଲିସ ମୁଖପାତ୍ର ଉସମାନ ଅବଦୁଲ୍ଲା କହିଛନ୍ତି । ଉଦ୍ଧାରକାରୀସଂସ୍ଥାକୁ ସ୍ଥାନୀୟ ଓ ମତ୍ସ୍ୟଜୀବୀମାନେ ସାହାଯ୍ୟ କରୁଥିବା ଜଣାପଡିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର