ଇଣ୍ଡୋନେସିଆରେ ଭୂକମ୍ପ ଝଟ୍‌କା, ରିକ୍ଟର ସ୍କେଲରେ ୬.୯ ତୀବ୍ରତା ରେକର୍ଡ

The Sakala Picture
Published On

ନୂଆଦିଲ୍ଲୀ: ଇଣ୍ଡୋନେସିଆରେ ଭୂକମ୍ପ ଝଟ୍‌କା । ରିକ୍ଟର ସ୍କେଲରେ ୬.୯ ତୀବ୍ରତା ରେକର୍ଡ । ବର୍ତ୍ତମାନ ଯାଏଁ କୌଣସି କ୍ଷୟକ୍ଷତିରେ ସୂଚନା ନାହିଁ । ନ୍ୟାସନାଲ ସେଣ୍ଟର ଫର ସିସ୍ମୋଲୋଜି ମୁତାବକ, ଇଣ୍ଡୋନେସିଆରେ ୬.୯ ତୀବ୍ରତାର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ସକାଳ ୧୦.୨୩ ସମୟରେ ବାନ୍ଦା ସାଗରେ ଏହି ଝଟ୍‌କା ଅନୁଭୂତ ହୋଇଥିଲା ।ଏପିିରିକି ଲୋକେ ଘର ବାହାରକୁ ଚାଲିଆସିଥିଲେ । କିନ୍ତୁ ଏବେ ସୁଦ୍ଧା କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ । ସେପଟେ ପୁରା […]

ନୂଆଦିଲ୍ଲୀ: ଇଣ୍ଡୋନେସିଆରେ ଭୂକମ୍ପ ଝଟ୍‌କା । ରିକ୍ଟର ସ୍କେଲରେ ୬.୯ ତୀବ୍ରତା ରେକର୍ଡ । ବର୍ତ୍ତମାନ ଯାଏଁ କୌଣସି କ୍ଷୟକ୍ଷତିରେ ସୂଚନା ନାହିଁ ।

ଆହୁରି ପଢ଼ନ୍ତୁ: ଇରାନ ସହ ଯୁଦ୍ଧ ପ୍ରସ୍ତୁତି: ୨୦୨୭ ଯାଏଁ ମଧ୍ୟପ୍ରାଚ୍ୟରେ ମୁତୟନ ରହିବେ ଆମେରିକୀୟ ସେନା

ନ୍ୟାସନାଲ ସେଣ୍ଟର ଫର ସିସ୍ମୋଲୋଜି ମୁତାବକ, ଇଣ୍ଡୋନେସିଆରେ ୬.୯ ତୀବ୍ରତାର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ସକାଳ ୧୦.୨୩ ସମୟରେ ବାନ୍ଦା ସାଗରେ ଏହି ଝଟ୍‌କା ଅନୁଭୂତ ହୋଇଥିଲା ।ଏପିିରିକି ଲୋକେ ଘର ବାହାରକୁ ଚାଲିଆସିଥିଲେ । କିନ୍ତୁ ଏବେ ସୁଦ୍ଧା କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ । ସେପଟେ ପୁରା ଇଣ୍ଡୋନେସିଆରେ ସୁନାମୀ ନେଇ ସତର୍କ ସୂଚନା ଜାରି କରାଯାଇଛି ।

ଆହୁରି ପଢ଼ନ୍ତୁ: ନେପାଳକୁ ପ୍ରତି ବିପଦର ଆଗୁଆ ସୂଚନା ଦେବ ଚୀନ୍!

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର