ମନୋରଞ୍ଜନ

ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା
୬୬ ବର୍ଷ ବୟସରେ ସର୍ଟସ୍ ପିନ୍ଧି ଟ୍ରୋଲ୍ ହେଲେ ନୀନା ଗୁପ୍ତା, ହେଟର୍ସଙ୍କୁ ଦେଲେ କଡ଼ା ଜବାବ; ଜାଣନ୍ତୁ କେବେ ଆସିବ 'ପଞ୍ଚାୟତ ୫'?

ଡିସେମ୍ବର ୪ରୁ ଆରମ୍ଭ ହେବ ସଂସଦର ଶୀତକାଳୀନ ଅଧିବେଶନ, ୨୨ ପର୍ଯ୍ୟନ୍ତ ଚାଲିବ

The Sakala Picture
Published On

ନୂଆଦିଲ୍ଲୀ: ସଂସଦର ଶୀତାକଳୀନ ଅଧିବେଶନ ଡିସେମ୍ବର ୪ ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହା ଡିସେମ୍ବର ୨୨ ତାରିଖ ପର୍ଯ୍ୟନ୍ତ ଚାଲିବ । କେନ୍ଦ୍ର ସଂସଦୀୟ କାର୍ଯ୍ୟ ମନ୍ତ୍ରୀ ପ୍ରହ୍ଲାଦ ଜୋଶୀ ଏନେଇ ସୂଚନା ଦେଇଛନ୍ତି । ପ୍ରହ୍ଲାଦ ଯୋଶୀ କହିଛନ୍ତି, ଶୀତ ଅଧିବେଶନରେ ୧୫ ଟି ବୈଠକ ହେବ ଯାହା ଡିସେମ୍ବର ୪ରୁ ଡିସେମ୍ବର ୨୨ ପର୍ଯ୍ୟନ୍ତ ଚାଲିବ। ଶୀତ ଅଧିବେଶନ ପ୍ରାୟତଃ ନଭେମ୍ବରର ତୃତୀୟ ସପ୍ତାହରୁ ଆରମ୍ଭ ହୋଇଯାଏ କିନ୍ତୁ ୫ ରାଜ୍ୟର […]

ନୂଆଦିଲ୍ଲୀ: ସଂସଦର ଶୀତାକଳୀନ ଅଧିବେଶନ ଡିସେମ୍ବର ୪ ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହା ଡିସେମ୍ବର ୨୨ ତାରିଖ ପର୍ଯ୍ୟନ୍ତ ଚାଲିବ । କେନ୍ଦ୍ର ସଂସଦୀୟ କାର୍ଯ୍ୟ ମନ୍ତ୍ରୀ ପ୍ରହ୍ଲାଦ ଜୋଶୀ ଏନେଇ ସୂଚନା ଦେଇଛନ୍ତି । ପ୍ରହ୍ଲାଦ ଯୋଶୀ କହିଛନ୍ତି, ଶୀତ ଅଧିବେଶନରେ ୧୫ ଟି ବୈଠକ ହେବ ଯାହା ଡିସେମ୍ବର ୪ରୁ ଡିସେମ୍ବର ୨୨ ପର୍ଯ୍ୟନ୍ତ ଚାଲିବ। ଶୀତ ଅଧିବେଶନ ପ୍ରାୟତଃ ନଭେମ୍ବରର ତୃତୀୟ ସପ୍ତାହରୁ ଆରମ୍ଭ ହୋଇଯାଏ କିନ୍ତୁ ୫ ରାଜ୍ୟର ବିଧାନସଭା ନିର୍ବାଚନ କାରଣରୁ ଏହା ବିଳମ୍ବ ହୋଇଛି।

ଆହୁରି ପଢ଼ନ୍ତୁ: ଟିସିଏସ ସିଇଓ କେ କୃତିବାସନଙ୍କୁ ଆର୍ଥିକ ବର୍ଷ ୨୦୨୬ରେ ମିଳିଲା ୨୮ କୋଟି ଟଙ୍କାର ଦରମା: ସାଧାରଣ କର୍ମଚାରୀଙ୍କ ଠାରୁ ୩୩୩ ଗୁଣା ଅଧିକ

ସଂସଦର ଶୀତାକଳୀନ ଅଧିବେଶନରେ ମୁଖ୍ୟ ନିର୍ବାଚନ ଆୟୋଗ ନିଯୁକ୍ତି ନେଇ ବିଧେୟକ ଉପରେ ଚର୍ଚ୍ଚା ହୋଇପାରେ । ଏହି ବିଧେୟକ ମୁତାବକ ମୁଖ୍ୟ ନିର୍ବାଚନ ଆୟୋଗ ଓ ନିର୍ବାଚନ ଆୟୋଗ କ୍ୟାବିନେଟ ସଚିବ ପାହ୍ୟାର ସମକକ୍ଷ କରାଯିବା ନେଇ ସରକାର ପ୍ରସ୍ତାବ ରଖିବେ । ଏବେ ଏମାନଙ୍କୁ ସୁପ୍ରିମକୋର୍ଟ ବିଚାରପତି ପାହ୍ୟା ମିଳୁଛି । ଏହାକୁ ବରୋଧ କରି ବିରୋଧୀଦଳମାନେ କହିଛନ୍ତି କି, ସରକାର ସରକାରୀ ସଂସ୍ଥାକୁ ଦଖଲ କରିବାକୁ ଚେଷ୍ଟା କରୁଛନ୍ତି ।

ଆହୁରି ପଢ଼ନ୍ତୁ: ମାତ୍ର ୯୦ ଦିନରେ ୩୭୦୦ ଷ୍ଟକ୍ ଟ୍ରେଡ୍ କଲେ ଡୋନାଲ୍ଡ ଟ୍ରମ୍ପ: ଆଶ୍ଚର୍ଯ୍ୟରେ ୱାଲ୍ ଷ୍ଟ୍ରିଟ୍

09 Nov 2023 By The Sakala

ଡିସେମ୍ବର ୪ରୁ ଆରମ୍ଭ ହେବ ସଂସଦର ଶୀତକାଳୀନ ଅଧିବେଶନ, ୨୨ ପର୍ଯ୍ୟନ୍ତ ଚାଲିବ

ନୂଆଦିଲ୍ଲୀ: ସଂସଦର ଶୀତାକଳୀନ ଅଧିବେଶନ ଡିସେମ୍ବର ୪ ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହା ଡିସେମ୍ବର ୨୨ ତାରିଖ ପର୍ଯ୍ୟନ୍ତ ଚାଲିବ । କେନ୍ଦ୍ର ସଂସଦୀୟ କାର୍ଯ୍ୟ ମନ୍ତ୍ରୀ ପ୍ରହ୍ଲାଦ ଜୋଶୀ ଏନେଇ ସୂଚନା ଦେଇଛନ୍ତି । ପ୍ରହ୍ଲାଦ ଯୋଶୀ କହିଛନ୍ତି, ଶୀତ ଅଧିବେଶନରେ ୧୫ ଟି ବୈଠକ ହେବ ଯାହା ଡିସେମ୍ବର ୪ରୁ ଡିସେମ୍ବର ୨୨ ପର୍ଯ୍ୟନ୍ତ ଚାଲିବ। ଶୀତ ଅଧିବେଶନ ପ୍ରାୟତଃ ନଭେମ୍ବରର ତୃତୀୟ ସପ୍ତାହରୁ ଆରମ୍ଭ ହୋଇଯାଏ କିନ୍ତୁ ୫ ରାଜ୍ୟର ବିଧାନସଭା ନିର୍ବାଚନ କାରଣରୁ ଏହା ବିଳମ୍ବ ହୋଇଛି।

ସଂସଦର ଶୀତାକଳୀନ ଅଧିବେଶନରେ ମୁଖ୍ୟ ନିର୍ବାଚନ ଆୟୋଗ ନିଯୁକ୍ତି ନେଇ ବିଧେୟକ ଉପରେ ଚର୍ଚ୍ଚା ହୋଇପାରେ । ଏହି ବିଧେୟକ ମୁତାବକ ମୁଖ୍ୟ ନିର୍ବାଚନ ଆୟୋଗ ଓ ନିର୍ବାଚନ ଆୟୋଗ କ୍ୟାବିନେଟ ସଚିବ ପାହ୍ୟାର ସମକକ୍ଷ କରାଯିବା ନେଇ ସରକାର ପ୍ରସ୍ତାବ ରଖିବେ । ଏବେ ଏମାନଙ୍କୁ ସୁପ୍ରିମକୋର୍ଟ ବିଚାରପତି ପାହ୍ୟା ମିଳୁଛି । ଏହାକୁ ବରୋଧ କରି ବିରୋଧୀଦଳମାନେ କହିଛନ୍ତି କି, ସରକାର ସରକାରୀ ସଂସ୍ଥାକୁ ଦଖଲ କରିବାକୁ ଚେଷ୍ଟା କରୁଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର