ଟ୍ରକକୁ ଧକ୍କା ଦେଲା କାର୍‌, ୬ମୃତ

The Sakala Picture
Published On

ଲକ୍ଷ୍ନୌ: ଉତ୍ତର ପ୍ରଦେଶରେ ଭୟଙ୍କର ସଡ଼କ ଦୁର୍ଘଟଣା। ଆଜି ସକାଳେ ୫୮ ନଂ ଜାତୀୟ ରାଜପଥ ମୁଜାଫରନଗରରେ ଟ୍ରକ- କାର ଧକ୍କା ହୋଇଛି। ଟ୍ରକକୁ ଧକ୍କା ଦେବା ଫଳରେ କାରରେ ଯାଉଥିବା ୬ ଜଣ ଯାତ୍ରୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଖବର ଅନୁଯାୟୀ, ଏକ କାର୍ ଯୋଗେ ୬ ଜଣ ଯାତ୍ରୀ ଦିଲ୍ଲୀରୁ ହରିଦ୍ୱାର ଯାଉଥିଲେ। ଏହି ସମୟରେ ଏକ ଟ୍ରକକୁ ଧକ୍କା ଦେଇଥିଲା କାର୍। ଫଳରେ ସମସ୍ତ ୬ ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଛି। ଦୁର୍ଘଟଣାରେ […]

ଲକ୍ଷ୍ନୌ: ଉତ୍ତର ପ୍ରଦେଶରେ ଭୟଙ୍କର ସଡ଼କ ଦୁର୍ଘଟଣା। ଆଜି ସକାଳେ ୫୮ ନଂ ଜାତୀୟ ରାଜପଥ ମୁଜାଫରନଗରରେ ଟ୍ରକ- କାର ଧକ୍କା ହୋଇଛି। ଟ୍ରକକୁ ଧକ୍କା ଦେବା ଫଳରେ କାରରେ ଯାଉଥିବା ୬ ଜଣ ଯାତ୍ରୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି।

ଆହୁରି ପଢ଼ନ୍ତୁ: ଜରୁରୀକାଳୀନ ଅବତରଣ ବେଳେ ରନୱେରେ ବିସ୍ଫୋରଣ: ଆମେରିକୀୟ ବ୍ୟବସାୟିକ ଜେଟ୍ ଦୁର୍ଘଟଣାରେ ୨ ମୃତ

ଖବର ଅନୁଯାୟୀ, ଏକ କାର୍ ଯୋଗେ ୬ ଜଣ ଯାତ୍ରୀ ଦିଲ୍ଲୀରୁ ହରିଦ୍ୱାର ଯାଉଥିଲେ। ଏହି ସମୟରେ ଏକ ଟ୍ରକକୁ ଧକ୍କା ଦେଇଥିଲା କାର୍। ଫଳରେ ସମସ୍ତ ୬ ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଛି। ଦୁର୍ଘଟଣାରେ କାରଟି ସମ୍ପୂର୍ଣ୍ଣ ଭାଙ୍ଗି ଚୂରମାର୍ ହୋଇଯାଇଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

ଆହୁରି ପଢ଼ନ୍ତୁ: ଭାରତରୁ ଆମ୍ବ ଆମଦାନୀ ଉପରେ କଟକଣା ଲଗାଇଲା ନେପାଳ, କୀଟନାଶକ ପ୍ରୟୋଗକୁ ନେଇ ଆଶଙ୍କା

14 Nov 2023 By The Sakala

ଟ୍ରକକୁ ଧକ୍କା ଦେଲା କାର୍‌, ୬ମୃତ

ଲକ୍ଷ୍ନୌ: ଉତ୍ତର ପ୍ରଦେଶରେ ଭୟଙ୍କର ସଡ଼କ ଦୁର୍ଘଟଣା। ଆଜି ସକାଳେ ୫୮ ନଂ ଜାତୀୟ ରାଜପଥ ମୁଜାଫରନଗରରେ ଟ୍ରକ- କାର ଧକ୍କା ହୋଇଛି। ଟ୍ରକକୁ ଧକ୍କା ଦେବା ଫଳରେ କାରରେ ଯାଉଥିବା ୬ ଜଣ ଯାତ୍ରୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି।

ଖବର ଅନୁଯାୟୀ, ଏକ କାର୍ ଯୋଗେ ୬ ଜଣ ଯାତ୍ରୀ ଦିଲ୍ଲୀରୁ ହରିଦ୍ୱାର ଯାଉଥିଲେ। ଏହି ସମୟରେ ଏକ ଟ୍ରକକୁ ଧକ୍କା ଦେଇଥିଲା କାର୍। ଫଳରେ ସମସ୍ତ ୬ ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଛି। ଦୁର୍ଘଟଣାରେ କାରଟି ସମ୍ପୂର୍ଣ୍ଣ ଭାଙ୍ଗି ଚୂରମାର୍ ହୋଇଯାଇଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର