ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା, ୩ ଆତଙ୍କବାଦୀ ନିହତ

The Sakala Picture
Published On

ଶ୍ରୀନଗର: ଜାମ୍ମୁ-କାଶ୍ମୀରର କୁଲଗାମ ଜିଲାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଛି। ଗୁଳିବିନିମୟରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି। ଗୁଳିବିନିୟମରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ମୃତ ୩ ଆତଙ୍କବାଦୀ ଲସ୍କର-ଏ-ତୈୟବା ସହ ଜଡିତ ବୋଲି ଜଣାପଡିଛି। ଅନ୍ୟ ଆତଙ୍କବାଦୀ ଏହି ଅଞ୍ଚଳରେ ଲୁଚି ରହିଥିବା ଆଶଙ୍କା କରାଯାଇଥିବା ସହ ତଲାସି ଅଭିଯାନ ଜାରି ରହିଛି।

ଆହୁରି ପଢ଼ନ୍ତୁ: ଦିଲ୍ଲୀ ହୌଜ ରାନୀ ହୋଟେଲ୍ ଅଗ୍ନିକାଣ୍ଡ: ୨୧ ମୃତ, ନିୟମ ଉଲ୍ଲଂଘନ ଅଭିଯୋଗରେ ମାଲିକ ଗିରଫ ଏବଂ B&B ନୀତି ପ୍ରତ୍ୟାହାର ଘୋଷଣା

17 Nov 2023 By The Sakala

ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା, ୩ ଆତଙ୍କବାଦୀ ନିହତ

ଶ୍ରୀନଗର: ଜାମ୍ମୁ-କାଶ୍ମୀରର କୁଲଗାମ ଜିଲାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଛି। ଗୁଳିବିନିମୟରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି। ଗୁଳିବିନିୟମରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ମୃତ ୩ ଆତଙ୍କବାଦୀ ଲସ୍କର-ଏ-ତୈୟବା ସହ ଜଡିତ ବୋଲି ଜଣାପଡିଛି। ଅନ୍ୟ ଆତଙ୍କବାଦୀ ଏହି ଅଞ୍ଚଳରେ ଲୁଚି ରହିଥିବା ଆଶଙ୍କା କରାଯାଇଥିବା ସହ ତଲାସି ଅଭିଯାନ ଜାରି ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର