ପୁଣେ: କେମିକାଲ ଫ୍ଯାକଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ୧୨ରୁ ଅଧିକ ମୃତ
ପୁଣେ: ପୁଣେର ଏକ କେମିକାଲ ଫ୍ଯାକଟ୍ରିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୧୨ ଜଣରୁ ଅଧିକ ଲୋକଙ୍କ ଜୀବନ ଯାଇଥିବା ଜଣାପଡ଼ିଛି। ଖବର ପାଇ ଘଟଣା ସ୍ଥଳରେ ନିଆଁ ଲିଭା କାର୍ଯ୍ଯରେ ୫ ଦମକଳ ବାହିନୀ ନିୟୋଜିତ ଅଛନ୍ତି। ଅଗ୍ନିକାଣ୍ଡର ପ୍ରକୃତ କାରଣ ଏ ପର୍ଯ୍ଯନ୍ତ ଜଣାପଡ଼ି ନାହିଁ। ବର୍ତ୍ତମାନ ସୁଦ୍ଧା ୨୦ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ୫ ଜଣଙ୍କ ପତ୍ତା ମିଳିପାରି ନାହିଁ। #UPDATE | Total 12 bodies recovered with […]
ପୁଣେ: ପୁଣେର ଏକ କେମିକାଲ ଫ୍ଯାକଟ୍ରିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୧୨ ଜଣରୁ ଅଧିକ ଲୋକଙ୍କ ଜୀବନ ଯାଇଥିବା ଜଣାପଡ଼ିଛି। ଖବର ପାଇ ଘଟଣା ସ୍ଥଳରେ ନିଆଁ ଲିଭା କାର୍ଯ୍ଯରେ ୫ ଦମକଳ ବାହିନୀ ନିୟୋଜିତ ଅଛନ୍ତି। ଅଗ୍ନିକାଣ୍ଡର ପ୍ରକୃତ କାରଣ ଏ ପର୍ଯ୍ଯନ୍ତ ଜଣାପଡ଼ି ନାହିଁ। ବର୍ତ୍ତମାନ ସୁଦ୍ଧା ୨୦ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ୫ ଜଣଙ୍କ ପତ୍ତା ମିଳିପାରି ନାହିଁ।
ଆହୁରି ପଢ଼ନ୍ତୁ: ମଧ୍ୟପ୍ରାଚ୍ୟରେ ଘନଉଛି ଯୁଦ୍ଧ ଆଶଙ୍କା: ଆମେରିକାର ଅତ୍ୟାଧୁନିକ ଏମକ୍ୟୁ-୯ ରିପର୍ ଡ୍ରୋନ୍କୁ ଖସାଇଲା ଇରାନ
#UPDATE | Total 12 bodies recovered with 5 more people missing: Fire Department
ଆହୁରି ପଢ଼ନ୍ତୁ: କେନ୍ଦ୍ର ସରକାରଙ୍କ କଡ଼ା ନିର୍ଦ୍ଦେଶ: ଟିଭି ବିତର୍କରେ ଅଶାଳୀନ ମନ୍ତବ୍ୟ ଦେଲେ ତୁରନ୍ତ କାଟନ୍ତୁ ଲାଇଭ୍ ଫିଡ୍— ANI (@ANI) June 7, 2021






