ଲଢୁଆ ବିମାନ ‘ତେଜସ’ରେ ଉଡିଲେ ପ୍ରଧାନମନ୍ତ୍ରୀ ମୋଦି; କହିଲେ, ବିଶ୍ୱରେ ଆମେ କାହାଠାରୁ କମ୍‌ ନୁହେଁ

The Sakala Picture
Published On

ବେଙ୍ଗାଲୁରୁ: ଫାଇଟର୍‌ ପ୍ଲେନ୍‌ ‘ତେଜସ’ରେ ଉଡ଼ିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବେଙ୍ଗାଲୁରୁ ହାଲ୍ ଏୟାରବେସରୁ ତେଜସରେ ଉଡ଼ାଣ ଭରିଲେ ମୋଦି । ଉଡ଼ାଣ ପରେ ହାଲ୍, DRDO ଏବଂ ବାୟୁସେନାକୁ ଭୁରୀ ଭୁରୀ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ । ବେଙ୍ଗାଲୁରୁସ୍ଥିତ ହିନ୍ଦୁସ୍ତାନ ଏରୋନଟିକ୍ସ୍ ଲିମିଟେଡ୍’ର ଉତ୍ପାଦନ କାରଖାନାରେ ଚାଲିଥିବା କାର୍ଯ୍ୟ ସମୀକ୍ଷା କରିବା ଲାଗି ଆଜି ପ୍ରଧାନମନ୍ତ୍ରୀ ମୋଦି ବେଙ୍ଗାଲୁରୁ ଯାଇଥିଲେ। ବେଙ୍ଗାଲୁରୁସ୍ଥିତ ହିନ୍ଦୁସ୍ତାନ ଏରୋନେଟିକସ ଲିମିଟେଡ ପରିଦର୍ଶନ କରିବା ଅବସରରେ ତେଜସରେ ଉଡାଣ ଭରିଛନ୍ତି […]

ବେଙ୍ଗାଲୁରୁ: ଫାଇଟର୍‌ ପ୍ଲେନ୍‌ ‘ତେଜସ’ରେ ଉଡ଼ିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବେଙ୍ଗାଲୁରୁ ହାଲ୍ ଏୟାରବେସରୁ ତେଜସରେ ଉଡ଼ାଣ ଭରିଲେ ମୋଦି । ଉଡ଼ାଣ ପରେ ହାଲ୍, DRDO ଏବଂ ବାୟୁସେନାକୁ ଭୁରୀ ଭୁରୀ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ । ବେଙ୍ଗାଲୁରୁସ୍ଥିତ ହିନ୍ଦୁସ୍ତାନ ଏରୋନଟିକ୍ସ୍ ଲିମିଟେଡ୍’ର ଉତ୍ପାଦନ କାରଖାନାରେ ଚାଲିଥିବା କାର୍ଯ୍ୟ ସମୀକ୍ଷା କରିବା ଲାଗି ଆଜି ପ୍ରଧାନମନ୍ତ୍ରୀ ମୋଦି ବେଙ୍ଗାଲୁରୁ ଯାଇଥିଲେ। ବେଙ୍ଗାଲୁରୁସ୍ଥିତ ହିନ୍ଦୁସ୍ତାନ ଏରୋନେଟିକସ ଲିମିଟେଡ ପରିଦର୍ଶନ କରିବା ଅବସରରେ ତେଜସରେ ଉଡାଣ ଭରିଛନ୍ତି ପିଏମ ମୋଦି।

ଆହୁରି ପଢ଼ନ୍ତୁ: ଖାଦ୍ୟ ପଦାର୍ଥରେ ଆଉ ବ୍ୟବହାର ହେବନି ଅଶ୍ୱଗନ୍ଧା ପତ୍ର, କେବଳ ଚେର ବ୍ୟବହାର ପାଇଁ ଅନୁମତି

ଉଡ଼ାଣ ପରେ ମୋଦି କହିଛନ୍ତି- ସ୍ବଦେଶୀ ଜ୍ଞାନ କୌଶଳ ଓ ସାମର୍ଥ୍ୟ ଉପରେ ତାଙ୍କର ପୂର୍ଣ୍ଣ ଆସ୍ଥା ରହିଛି। ଟୁ-ସିଟର ତେଜସ ଟ୍ରେନର ଭାରିଆଣ୍ଟରେ ସେ ଉଡାଣ ଭରିଥିଲେ। ବାୟୁସେନା ଓ ନୌସେନା ଦ୍ବାରା ତେଜସ ପରିଚାଳିତ ହୋଇଥାଏ। ୪ ପଏଣ୍ଟ ୪ ଜେନେରେସନର ମଲ୍ଟିରୋଲ ଫାଇଟର ଏୟାରକ୍ରାଫ୍ଟ ତେଜସକୁ ଗ୍ରାଉଣ୍ଡ ଅପରେସନରେ ବ୍ୟବହାର କରାଯାଇଥାଏ।

ଆହୁରି ପଢ଼ନ୍ତୁ: "ଏଠାରୁ ଟ୍ରାଫିକ୍ ହଟାଅ": ରାଲି ଯୋଗୁଁ ରାସ୍ତା ଜାମ୍ ହେବାରୁ ମନ୍ତ୍ରୀ ଗିରୀଶ ମହାଜନଙ୍କ ଉପରେ ବର୍ଷିଲେ ମୁମ୍ବାଇର ମହିଳା

ଚଳିତ ବର୍ଷ ପ୍ରାରମ୍ଭରେ ଆସାମର ତେଜପୁର ଏୟାରଫୋର୍ସ ଷ୍ଟେସନରୁ ସୁଖୋଇ ବିମାନରେ ଉଡାଣ ଭରିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

ଆହୁରି ପଢ଼ନ୍ତୁ: ଇରାନରେ ଏହି ୮ ମହିଳାଙ୍କ ଫାଶୀ ଦଣ୍ଡାଦେଶକୁ ରୋକିବାକୁ ଟ୍ରମ୍ପଙ୍କ ଅପିଲ: ଜାଣନ୍ତୁ କିଏ ଏହି ମହିଳା...

25 Nov 2023 By The Sakala

ଲଢୁଆ ବିମାନ ‘ତେଜସ’ରେ ଉଡିଲେ ପ୍ରଧାନମନ୍ତ୍ରୀ ମୋଦି; କହିଲେ, ବିଶ୍ୱରେ ଆମେ କାହାଠାରୁ କମ୍‌ ନୁହେଁ

ବେଙ୍ଗାଲୁରୁ: ଫାଇଟର୍‌ ପ୍ଲେନ୍‌ ‘ତେଜସ’ରେ ଉଡ଼ିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବେଙ୍ଗାଲୁରୁ ହାଲ୍ ଏୟାରବେସରୁ ତେଜସରେ ଉଡ଼ାଣ ଭରିଲେ ମୋଦି । ଉଡ଼ାଣ ପରେ ହାଲ୍, DRDO ଏବଂ ବାୟୁସେନାକୁ ଭୁରୀ ଭୁରୀ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ । ବେଙ୍ଗାଲୁରୁସ୍ଥିତ ହିନ୍ଦୁସ୍ତାନ ଏରୋନଟିକ୍ସ୍ ଲିମିଟେଡ୍’ର ଉତ୍ପାଦନ କାରଖାନାରେ ଚାଲିଥିବା କାର୍ଯ୍ୟ ସମୀକ୍ଷା କରିବା ଲାଗି ଆଜି ପ୍ରଧାନମନ୍ତ୍ରୀ ମୋଦି ବେଙ୍ଗାଲୁରୁ ଯାଇଥିଲେ। ବେଙ୍ଗାଲୁରୁସ୍ଥିତ ହିନ୍ଦୁସ୍ତାନ ଏରୋନେଟିକସ ଲିମିଟେଡ ପରିଦର୍ଶନ କରିବା ଅବସରରେ ତେଜସରେ ଉଡାଣ ଭରିଛନ୍ତି ପିଏମ ମୋଦି।

ଉଡ଼ାଣ ପରେ ମୋଦି କହିଛନ୍ତି- ସ୍ବଦେଶୀ ଜ୍ଞାନ କୌଶଳ ଓ ସାମର୍ଥ୍ୟ ଉପରେ ତାଙ୍କର ପୂର୍ଣ୍ଣ ଆସ୍ଥା ରହିଛି। ଟୁ-ସିଟର ତେଜସ ଟ୍ରେନର ଭାରିଆଣ୍ଟରେ ସେ ଉଡାଣ ଭରିଥିଲେ। ବାୟୁସେନା ଓ ନୌସେନା ଦ୍ବାରା ତେଜସ ପରିଚାଳିତ ହୋଇଥାଏ। ୪ ପଏଣ୍ଟ ୪ ଜେନେରେସନର ମଲ୍ଟିରୋଲ ଫାଇଟର ଏୟାରକ୍ରାଫ୍ଟ ତେଜସକୁ ଗ୍ରାଉଣ୍ଡ ଅପରେସନରେ ବ୍ୟବହାର କରାଯାଇଥାଏ।

ଚଳିତ ବର୍ଷ ପ୍ରାରମ୍ଭରେ ଆସାମର ତେଜପୁର ଏୟାରଫୋର୍ସ ଷ୍ଟେସନରୁ ସୁଖୋଇ ବିମାନରେ ଉଡାଣ ଭରିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର