ରାଜସ୍ଥାନର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଭଜନଲାଲ୍ ଶର୍ମା
ଜୟପୁର: ରାଜସ୍ଥାନର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଭଜନଲାଲ୍ ଶର୍ମା । ମୁଖ୍ୟମନ୍ତ୍ରୀଙ୍କ ସହିତ ଦୀୟା କୁମାରୀ ଓ ପ୍ରେମଚନ୍ଦ ବୈରଓ୍ବା ଉପ-ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ଜୟପୁରର ଆଲବର୍ଟ ହଲ୍ ପରିସରରେ ରାଜ୍ୟପାଳ କାଲରାଜ୍ ମିଶ୍ରା ପଦ ଓ ଗୋପନୀୟତାର ଶପଥ ପାଠ କରାଯାଇଛନ୍ତି । ଏହି ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଗୃହମନ୍ତ୍ରୀ ଅମିତ୍ ଶାହ ସମେଚ ବହୁ ବରିଷ୍ଠ ନେତା ସାମିଲ ହୋଇଥିଲା ।

ଆହୁରି ପଢ଼ନ୍ତୁ: ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଇଣ୍ଟରନେଟ୍ ବ୍ୟବହାର କରିବା ପିଲାମାନଙ୍କ ସମେତ ପ୍ରତ୍ୟେକ ବ୍ୟକ୍ତିଙ୍କ ମୌଳିକ ଅଧିକାର