ମୃତ୍ୟୁଦଣ୍ଡରୁ ବର୍ତ୍ତିଲେ ୮ ପୂର୍ବତନ ଭାରତୀୟ ନୌସେନା ଅଧିକାରୀ, କୋହଳ କଲେ କାତାର କୋର୍ଟ

The Sakala Picture
Published On

ଦୋହା: ଭାରତର ୮ ପୂର୍ବତନ ନୌସେନା କର୍ମଚାରୀଙ୍କୁ କାତାରର ଏକ କୋର୍ଟ ଦେଇଥିବା ମୃତ୍ୟୁ ଦଣ୍ଡାଦେଶକୁ ନେଇ ବଡ଼ ଆଶ୍ୱସ୍ତିକର ଖବର ଆସିଛ। ଭାରତ ସରକାରଙ୍କ ଆବେଦନ କ୍ରମେ ସମସ୍ତ ୮ ଜଣଙ୍କ ଫାଶୀ ଦଣ୍ଡାଦେଶ ଉପରେ ରୋକ ଲଗାଯାଇଛି। ବୈଦେଶିକ ମନ୍ତ୍ରଣାଳୟ କହିଛି ଯେ, ଏହି ମାମଲାରେ କତରର ସର୍ବୋଚ୍ଚ ଅଦାଲତରେ ଅପିଲ କରାଯାଇଥିଲା । ଶୁଣାଣି ସମୟରେ କୋର୍ଟ ଦଣ୍ଡାଦେଶକୁ କୋହଳ କରିଥିଲେ। ଏହି ମାମଲାରେ ଆଇନଗତ ଲଢେଇ ଜାରି ରହିଛି । ଭାରତ ସରକାର […]

ଦୋହା: ଭାରତର ୮ ପୂର୍ବତନ ନୌସେନା କର୍ମଚାରୀଙ୍କୁ କାତାରର ଏକ କୋର୍ଟ ଦେଇଥିବା ମୃତ୍ୟୁ ଦଣ୍ଡାଦେଶକୁ ନେଇ ବଡ଼ ଆଶ୍ୱସ୍ତିକର ଖବର ଆସିଛ। ଭାରତ ସରକାରଙ୍କ ଆବେଦନ କ୍ରମେ ସମସ୍ତ ୮ ଜଣଙ୍କ ଫାଶୀ ଦଣ୍ଡାଦେଶ ଉପରେ ରୋକ ଲଗାଯାଇଛି।

ଆହୁରି ପଢ଼ନ୍ତୁ: ମିଶନ୍ ସୁଦର୍ଶନ ଚକ୍ରକୁ ମିଳିଲା ବେଗ: କୁଶା ଇଣ୍ଟରସେପ୍ଟରର ପରୀକ୍ଷଣ କରିବ ଭାରତ

ବୈଦେଶିକ ମନ୍ତ୍ରଣାଳୟ କହିଛି ଯେ, ଏହି ମାମଲାରେ କତରର ସର୍ବୋଚ୍ଚ ଅଦାଲତରେ ଅପିଲ କରାଯାଇଥିଲା । ଶୁଣାଣି ସମୟରେ କୋର୍ଟ ଦଣ୍ଡାଦେଶକୁ କୋହଳ କରିଥିଲେ। ଏହି ମାମଲାରେ ଆଇନଗତ ଲଢେଇ ଜାରି ରହିଛି । ଭାରତ ସରକାର ୮ ନୌସୈନିକଙ୍କ ପରିବାର ଲୋକଙ୍କ ସମ୍ପର୍କରେ ଅଛନ୍ତି ।ଭାରତ ସରକାର ମୂଳରୁ ହିଁ ସେମାନଙ୍କ ପଛରେ ଛିଡ଼ା ହୋଇଛନ୍ତି । କାତାରର କୋର୍ଟ ଅଫ ଅପିଲରେ ଏହି ମାମଲାର ଶୁଣାଣି ବେଳେ କାତାରରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତ ମଧ୍ୟ ଉପସ୍ଥିତ ଥିଲେ ।

ଆହୁରି ପଢ଼ନ୍ତୁ: ସିଜେପି ପ୍ରଦର୍ଶନକାରୀଙ୍କ ଉପରେ ପୁଲିସ କାର୍ଯ୍ୟାନୁଷ୍ଠାନ ମାମଲା: ଭୁଲ ଖବର ପ୍ରସାରଣକୁ ନେଇ କ୍ଷୁବ୍ଧ ହେଲେ ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତ

ଖବର ଅନୁଯାୟୀ, କତାର ଇଣ୍ଟେଲିଜେନ୍ସି ଏଜେନ୍ସି ଷ୍ଟେଟ୍ ସିକ୍ୟୁରିଟି ବ୍ୟୁରୋ ଭାରତୀୟ ନୌସେନାର ୮ ପୂର୍ବତନ ଅଧିକାରୀଙ୍କୁ ୨୦୨୨ ଅଗଷ୍ଟ ୩୦ରେ ଗିରଫ କରିଥିଲା

ଆହୁରି ପଢ଼ନ୍ତୁ: ଲୋକସଭାରେ ଛାତ୍ରଙ୍କୁ ପ୍ରଶଂସା କରି କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା କଲେ ଅଖିଳେଶ ଯାଦବ

28 Dec 2023 By The Sakala

ମୃତ୍ୟୁଦଣ୍ଡରୁ ବର୍ତ୍ତିଲେ ୮ ପୂର୍ବତନ ଭାରତୀୟ ନୌସେନା ଅଧିକାରୀ, କୋହଳ କଲେ କାତାର କୋର୍ଟ

ଦୋହା: ଭାରତର ୮ ପୂର୍ବତନ ନୌସେନା କର୍ମଚାରୀଙ୍କୁ କାତାରର ଏକ କୋର୍ଟ ଦେଇଥିବା ମୃତ୍ୟୁ ଦଣ୍ଡାଦେଶକୁ ନେଇ ବଡ଼ ଆଶ୍ୱସ୍ତିକର ଖବର ଆସିଛ। ଭାରତ ସରକାରଙ୍କ ଆବେଦନ କ୍ରମେ ସମସ୍ତ ୮ ଜଣଙ୍କ ଫାଶୀ ଦଣ୍ଡାଦେଶ ଉପରେ ରୋକ ଲଗାଯାଇଛି।

ବୈଦେଶିକ ମନ୍ତ୍ରଣାଳୟ କହିଛି ଯେ, ଏହି ମାମଲାରେ କତରର ସର୍ବୋଚ୍ଚ ଅଦାଲତରେ ଅପିଲ କରାଯାଇଥିଲା । ଶୁଣାଣି ସମୟରେ କୋର୍ଟ ଦଣ୍ଡାଦେଶକୁ କୋହଳ କରିଥିଲେ। ଏହି ମାମଲାରେ ଆଇନଗତ ଲଢେଇ ଜାରି ରହିଛି । ଭାରତ ସରକାର ୮ ନୌସୈନିକଙ୍କ ପରିବାର ଲୋକଙ୍କ ସମ୍ପର୍କରେ ଅଛନ୍ତି ।ଭାରତ ସରକାର ମୂଳରୁ ହିଁ ସେମାନଙ୍କ ପଛରେ ଛିଡ଼ା ହୋଇଛନ୍ତି । କାତାରର କୋର୍ଟ ଅଫ ଅପିଲରେ ଏହି ମାମଲାର ଶୁଣାଣି ବେଳେ କାତାରରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତ ମଧ୍ୟ ଉପସ୍ଥିତ ଥିଲେ ।

ଖବର ଅନୁଯାୟୀ, କତାର ଇଣ୍ଟେଲିଜେନ୍ସି ଏଜେନ୍ସି ଷ୍ଟେଟ୍ ସିକ୍ୟୁରିଟି ବ୍ୟୁରୋ ଭାରତୀୟ ନୌସେନାର ୮ ପୂର୍ବତନ ଅଧିକାରୀଙ୍କୁ ୨୦୨୨ ଅଗଷ୍ଟ ୩୦ରେ ଗିରଫ କରିଥିଲା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର