ଆଫଗାନିସ୍ତାନ, ପାକିସ୍ତାନ ଓ ଦିଲ୍ଲୀ-ଏନସିଆର ସମେତ ଉତ୍ତର ଭାରତରେ ଭୂକମ୍ପ ଝଟକା ଅନୁଭୂତ

The Sakala Picture
Published On

ନୂଆଦିଲ୍ଲୀ: ଦିଲ୍ଲୀ-ଏନସିଆରରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଦିଲ୍ଲୀ-ଏନସିଆର ସମେତ ଉତ୍ତର ଭାରତରେ ବି ଭୂକମ୍ପ ଝଟାକ ଅନୁଭବ ହୋଇଛି । ଭୂକମ୍ପର କେନ୍ଦ୍ର ଆଫଗାନିସ୍ତାନର ଫୈଜାବାଦରେ ଥିବା ଜଣାପଡିଛି । ଏହାର ତୀବ୍ରତା ୬.୨ ରହିଛି । ଆଫଗାନିସ୍ତାନ ଏବଂ ପାକିସ୍ତାନରେ ଭୂକମ୍ପ ଯୋଗୁଁ ଅଧିକ କ୍ଷତି ନେଇ ଆଶଂକା କରାଯାଉଛି। ଆଫଗାନିସ୍ତାନର ହିନ୍ଦୁକୁଶ କ୍ଷେତ୍ରରେ ହୋଇଥିବା ଭୂକମ୍ପ କାରଣରୁ ଦିଲ୍ଲୀ-ଏନସିଆରରେ ତୀବ୍ର ଝଟକା ଅନୁଭବ ହୋଇଛି । ଦିଲ୍ଲୀ ସମେତ ହରିୟାଣା, ପଞ୍ଜାବ, […]

ନୂଆଦିଲ୍ଲୀ: ଦିଲ୍ଲୀ-ଏନସିଆରରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଦିଲ୍ଲୀ-ଏନସିଆର ସମେତ ଉତ୍ତର ଭାରତରେ ବି ଭୂକମ୍ପ ଝଟାକ ଅନୁଭବ ହୋଇଛି । ଭୂକମ୍ପର କେନ୍ଦ୍ର ଆଫଗାନିସ୍ତାନର ଫୈଜାବାଦରେ ଥିବା ଜଣାପଡିଛି । ଏହାର ତୀବ୍ରତା ୬.୨ ରହିଛି । ଆଫଗାନିସ୍ତାନ ଏବଂ ପାକିସ୍ତାନରେ ଭୂକମ୍ପ ଯୋଗୁଁ ଅଧିକ କ୍ଷତି ନେଇ ଆଶଂକା କରାଯାଉଛି। ଆଫଗାନିସ୍ତାନର ହିନ୍ଦୁକୁଶ କ୍ଷେତ୍ରରେ ହୋଇଥିବା ଭୂକମ୍ପ କାରଣରୁ ଦିଲ୍ଲୀ-ଏନସିଆରରେ ତୀବ୍ର ଝଟକା ଅନୁଭବ ହୋଇଛି । ଦିଲ୍ଲୀ ସମେତ ହରିୟାଣା, ପଞ୍ଜାବ, ଜାମ୍ମୁ କାଶ୍ମୀର, ହିମାଚଳ ପ୍ରଦେଶ ପରି ରାଜ୍ୟରେ ଭୂକମ୍ପ ଅନୁଭୂତ ହୋଇଛି । ତେବେ ଏଥିଯୋଗୁଁ ଭାରତରେ କୌଣସି କ୍ଷୟକ୍ଷତିର ସୂଚନା ନାହିଁ ।

ଆହୁରି ପଢ଼ନ୍ତୁ: ଛତିଶଗଡ଼ରେ ପଞ୍ଚାୟତର ତୋଗଲକି ଫରମାନ: ଦୁଷ୍କର୍ମ ପୀଡ଼ିତାଙ୍କ ପରିବାରକୁ ୧୨ ବର୍ଷ ପାଇଁ ଏକଘରକିଆ ନିର୍ଦ୍ଦେଶ

11 Jan 2024 By The Sakala

ଆଫଗାନିସ୍ତାନ, ପାକିସ୍ତାନ ଓ ଦିଲ୍ଲୀ-ଏନସିଆର ସମେତ ଉତ୍ତର ଭାରତରେ ଭୂକମ୍ପ ଝଟକା ଅନୁଭୂତ

ନୂଆଦିଲ୍ଲୀ: ଦିଲ୍ଲୀ-ଏନସିଆରରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଦିଲ୍ଲୀ-ଏନସିଆର ସମେତ ଉତ୍ତର ଭାରତରେ ବି ଭୂକମ୍ପ ଝଟାକ ଅନୁଭବ ହୋଇଛି । ଭୂକମ୍ପର କେନ୍ଦ୍ର ଆଫଗାନିସ୍ତାନର ଫୈଜାବାଦରେ ଥିବା ଜଣାପଡିଛି । ଏହାର ତୀବ୍ରତା ୬.୨ ରହିଛି । ଆଫଗାନିସ୍ତାନ ଏବଂ ପାକିସ୍ତାନରେ ଭୂକମ୍ପ ଯୋଗୁଁ ଅଧିକ କ୍ଷତି ନେଇ ଆଶଂକା କରାଯାଉଛି। ଆଫଗାନିସ୍ତାନର ହିନ୍ଦୁକୁଶ କ୍ଷେତ୍ରରେ ହୋଇଥିବା ଭୂକମ୍ପ କାରଣରୁ ଦିଲ୍ଲୀ-ଏନସିଆରରେ ତୀବ୍ର ଝଟକା ଅନୁଭବ ହୋଇଛି । ଦିଲ୍ଲୀ ସମେତ ହରିୟାଣା, ପଞ୍ଜାବ, ଜାମ୍ମୁ କାଶ୍ମୀର, ହିମାଚଳ ପ୍ରଦେଶ ପରି ରାଜ୍ୟରେ ଭୂକମ୍ପ ଅନୁଭୂତ ହୋଇଛି । ତେବେ ଏଥିଯୋଗୁଁ ଭାରତରେ କୌଣସି କ୍ଷୟକ୍ଷତିର ସୂଚନା ନାହିଁ ।

https://www.thesakala.in/national-international/earthquake-tremors-felt-in-delhi-ncr-epicentre-in-afghanistan/article-29043
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର