ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ପାଇଁ ହାଫ୍ ଡେ’ ଛୁଟି ଘୋଷଣା କଲେ କେନ୍ଦ୍ର ସରକାର

The Sakala Picture
Published On

ନୂଆଦିଲ୍ଲୀ: ଜାନୁଆରୀ ୨୨କୁ ହାଫ୍ ଡେ’ ଛୁଟି ଘୋଷଣା କଲେ କେନ୍ଦ୍ର ସରକାର । ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ପାଇଁ ହାଫ୍ ଡେ ଛୁଟି ଘୋଷଣା କରିଛନ୍ତି କେନ୍ଦ୍ର ସରକାର । ସାରା ଦେଶରେ ଥିବା କେନ୍ଦ୍ର ସରକାରଙ୍କ ସମସ୍ତ କାର୍ଯ୍ୟାଳୟ, ଶିକ୍ଷାନୁଷ୍ଠାନ ଓ ଶିଳ୍ପାନୁଷ୍ଠାନ ପାଇଁ ଏହି ନିର୍ଦ୍ଦେଶ ଜାରି ହୋଇଛି। ସେହିଦିନ ଅପରାହ୍ନ ୨ଟା ୩୦ ପର୍ଯ୍ୟନ୍ତ ଏଗୁଡ଼ିକ ଛୁଟି ରହିବ। ପୂର୍ବରୁ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ତାଙ୍କ ରାଜ୍ୟରେ ସେହିଦିନ ସମସ୍ତ […]

ନୂଆଦିଲ୍ଲୀ: ଜାନୁଆରୀ ୨୨କୁ ହାଫ୍ ଡେ’ ଛୁଟି ଘୋଷଣା କଲେ କେନ୍ଦ୍ର ସରକାର । ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ପାଇଁ ହାଫ୍ ଡେ ଛୁଟି ଘୋଷଣା କରିଛନ୍ତି କେନ୍ଦ୍ର ସରକାର । ସାରା ଦେଶରେ ଥିବା କେନ୍ଦ୍ର ସରକାରଙ୍କ ସମସ୍ତ କାର୍ଯ୍ୟାଳୟ, ଶିକ୍ଷାନୁଷ୍ଠାନ ଓ ଶିଳ୍ପାନୁଷ୍ଠାନ ପାଇଁ ଏହି ନିର୍ଦ୍ଦେଶ ଜାରି ହୋଇଛି। ସେହିଦିନ ଅପରାହ୍ନ ୨ଟା ୩୦ ପର୍ଯ୍ୟନ୍ତ ଏଗୁଡ଼ିକ ଛୁଟି ରହିବ। ପୂର୍ବରୁ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ତାଙ୍କ ରାଜ୍ୟରେ ସେହିଦିନ ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଥିଲେ। ଏପରିକି ସେହିଦିନ ଅଯୋଧ୍ୟାର ସମସ୍ତ ମଦ ଦୋକାନ ବନ୍ଦ ରଖିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ରୁଷ-ୟୁକ୍ରେନ ଯୁଦ୍ଧ ଶେଷ କରିବାରେ ସାହାଯ୍ୟ କରିବାକୁ ଭାରତ ପ୍ରସ୍ତୁତ: କିଭ୍ ଗସ୍ତରେ କହିଲେ ଏସ୍ ଜୟଶଙ୍କର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର