ଚୀନରେ ଶକ୍ତିଶାଳୀ ଭୂମିକମ୍ପ: ରିକ୍ଟର ସ୍କେଲରେ ତୀବ୍ରତା ୭.୨, ଦିଲ୍ଲୀ-ଏନସିଆର ପର୍ଯ୍ୟନ୍ତ ଅନୁଭୂତ

The Sakala Picture
Published On

ନୂଆଦିଲ୍ଲୀ: ଚୀନରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି । ସୋମବାର ବିଲମ୍ବିତ ରାତିରେ ଏହି ଝଟକା ଲାଗିଛି । ରିକ୍ଟର ସ୍କେଲରେ ଭୂମିକମ୍ପର ୭.୨ ରେକର୍ଡ କରାଯାଇଛି । ଏହି ଭକମ୍ପ ଝଟକା ରାଜଧାନୀ ଦିଲ୍ଲୀ-ଏନସିଆର ପର୍ଯ୍ୟନ୍ତ ଅନୁଭୂତ ହୋଇଛି । ଏହାର କେନ୍ଦ୍ରସ୍ଥଳି ନେପାଳ-ଚୀନ ସୀମାନ୍ତ ଅଞ୍ଚଳ ବୋଲି କୁହାଯାଇଛି । ଭୂମିକମ୍ପରେ ଏତେ ଭୀଷଣ ଝଟକା ଲାଗିଥିଲା ଭୟରେ ଲୋକେ ଘରୁ ବାହାରି ଆସିଥିଲେ। ନ୍ୟାସନାଲ ସେଣ୍ଟର ଫର୍ ସିସ୍ମୋଲୋଜି ଅନୁଯାୟୀ, ଚୀନର ଦକ୍ଷିଣୀ […]

ନୂଆଦିଲ୍ଲୀ: ଚୀନରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି । ସୋମବାର ବିଲମ୍ବିତ ରାତିରେ ଏହି ଝଟକା ଲାଗିଛି । ରିକ୍ଟର ସ୍କେଲରେ ଭୂମିକମ୍ପର ୭.୨ ରେକର୍ଡ କରାଯାଇଛି । ଏହି ଭକମ୍ପ ଝଟକା ରାଜଧାନୀ ଦିଲ୍ଲୀ-ଏନସିଆର ପର୍ଯ୍ୟନ୍ତ ଅନୁଭୂତ ହୋଇଛି । ଏହାର କେନ୍ଦ୍ରସ୍ଥଳି ନେପାଳ-ଚୀନ ସୀମାନ୍ତ ଅଞ୍ଚଳ ବୋଲି କୁହାଯାଇଛି । ଭୂମିକମ୍ପରେ ଏତେ ଭୀଷଣ ଝଟକା ଲାଗିଥିଲା ଭୟରେ ଲୋକେ ଘରୁ ବାହାରି ଆସିଥିଲେ।

ଆହୁରି ପଢ଼ନ୍ତୁ: ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଇଣ୍ଟରନେଟ୍ ବ୍ୟବହାର କରିବା ପିଲାମାନଙ୍କ ସମେତ ପ୍ରତ୍ୟେକ ବ୍ୟକ୍ତିଙ୍କ ମୌଳିକ ଅଧିକାର

ନ୍ୟାସନାଲ ସେଣ୍ଟର ଫର୍ ସିସ୍ମୋଲୋଜି ଅନୁଯାୟୀ, ଚୀନର ଦକ୍ଷିଣୀ ଝଞ୍ଜିୟାଙ୍ଗ ସହର ଭୂମିକମ୍ପ ଝଟକା ଲିଗଛି । ଏହାର କେନ୍ଦ୍ରସ୍ଥଳି ଭୂପୃଷ୍ଠରୁ ୮୦ କିଲୋମିଟର ଗଭୀରତାରେ ରହିଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୨ ରେକର୍ଡ କରାଯାଇଛି ।

ଆହୁରି ପଢ଼ନ୍ତୁ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଚେତାବନୀ: ଇରାନ ବିରୋଧରେ ପୁଣି ହୋଇପାରେ ସାମରିକ କାର୍ଯ୍ୟାନୁଷ୍ଠାନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର