‘ଇଣ୍ଡିଆ’ ମେଣ୍ଟକୁ ଝଟ୍‌କା: ପଞ୍ଜାବରେ ହେବନି ଆସନ ବୁଝାମଣା,ଏକା ନିର୍ବାଚନ ଲଢ଼ିବ ଆମ୍‌ ଆଦମୀ ପାର୍ଟି

The Sakala Picture
Published On

ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ପରେ ପଞ୍ଜାବରେ ‘ଇଣ୍ଡିଆ’ ମେଣ୍ଟକୁ ଝଟ୍‌କା। ପଞ୍ଜାବରେ ଏକା ନିର୍ବାଚନ ଲଢ଼ିବ ଆମ୍‌ ଆଦମୀ ପାର୍ଟି। ପଞ୍ଜାବର ସମସ୍ତ ୧୩ଟି ଲୋକସଭା ଆସନରେ ଆପ୍‌ ଏକା ନିର୍ବାଚନ ଲଢ଼ିବ ବୋଲି ମୁଖ୍ୟମନ୍ତ୍ରୀ ଭଗଓ୍ୱନ୍ତ ମାନ ଘୋଷଣା କରିଛନ୍ତି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଏକା ଲଢ଼ିବାକୁ ଘୋଷଣା କରିବାର କିଛି ସମୟ ପରେ ପଞ୍ଜାବ ସରକାର ଏଭଳି ଘୋଷଣା କରିଛନ୍ତି। ଆଗକୁ ଲୋକସଭା ନିର୍ବାଚନ। ଏହି ନିର୍ବାଚନରେ କଂଗ୍ରେସ ସହ ଆପ୍‌ କୌଣସି ମେଣ୍ଟ […]

ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ପରେ ପଞ୍ଜାବରେ ‘ଇଣ୍ଡିଆ’ ମେଣ୍ଟକୁ ଝଟ୍‌କା। ପଞ୍ଜାବରେ ଏକା ନିର୍ବାଚନ ଲଢ଼ିବ ଆମ୍‌ ଆଦମୀ ପାର୍ଟି। ପଞ୍ଜାବର ସମସ୍ତ ୧୩ଟି ଲୋକସଭା ଆସନରେ ଆପ୍‌ ଏକା ନିର୍ବାଚନ ଲଢ଼ିବ ବୋଲି ମୁଖ୍ୟମନ୍ତ୍ରୀ ଭଗଓ୍ୱନ୍ତ ମାନ ଘୋଷଣା କରିଛନ୍ତି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଏକା ଲଢ଼ିବାକୁ ଘୋଷଣା କରିବାର କିଛି ସମୟ ପରେ ପଞ୍ଜାବ ସରକାର ଏଭଳି ଘୋଷଣା କରିଛନ୍ତି।

ଆହୁରି ପଢ଼ନ୍ତୁ: ଅନିଲ ଅମ୍ବାନୀଙ୍କ ରିଲାଏନ୍ସ ପାୱାର ଉପରେ ଇଡିର ଚଢ଼ଉ: ମୁମ୍ବାଇ ଓ ହାଇଦ୍ରାବାଦର ୧୨ଟି ସ୍ଥାନରେ ଚାଲିଛି ତଲାସି

ଆଗକୁ ଲୋକସଭା ନିର୍ବାଚନ। ଏହି ନିର୍ବାଚନରେ କଂଗ୍ରେସ ସହ ଆପ୍‌ କୌଣସି ମେଣ୍ଟ କରିବନି। ଆମ୍‌ ଆଦମୀ ନିର୍ବାଚନ ଏକା ଲଢ଼ିବ ବୋଲି ଆଜି ପଞ୍ଜାବ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ସେପଟେ ଆମ୍‌ ଆଦମୀ ପାର୍ଟି ସୁପ୍ରିମୋ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ ମଧ୍ୟ ପଞ୍ଜାବରେ ଏକା ନିର୍ବାଚନ ଲଢ଼ିବା ପ୍ରସ୍ତାବକୁ ସମର୍ଥନ ଜଣାଇଛନ୍ତି।ଏହାପୂର୍ବରୁ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବଓ୍ୱାନ୍ତ ମାନ ଅନେକ ଥର ସାଧାରଣ ସଭାରେ ଏକା ଲଢ଼ିବାକୁ କହିସାରିଛନ୍ତି।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ହୋଲି ବେଳେ ବଡ଼ ଅଘଟଣ: ଗାଧୋଇବା ବେଳେ ପାଣିରେ ବୁଡ଼ି ୯ ମୃତ, ଜଣେ ନିଖୋଜ

ଖବର ଅନୁଯାୟୀ, ତ୍ରୁଣମୂଳ କଂଗ୍ରେସ ଅଧ୍ୟକ୍ଷ ମମତା ବାନାର୍ଜୀ ପଶ୍ଚିମବଙ୍ଗରେ ଏକା ନିର୍ବାଚନ ଲଢ଼ିବାକୁ ଘୋଷଣା କରିଥିଲେ। ତାଙ୍କ ଦଳ ପଶ୍ଚିମବଙ୍ଗର ସମସ୍ତ ଆସନରେ ଏକା ଲଢ଼ିବ ବୋଲି ସେ କହିଥିଲେ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ

24 Jan 2024 By The Sakala

‘ଇଣ୍ଡିଆ’ ମେଣ୍ଟକୁ ଝଟ୍‌କା: ପଞ୍ଜାବରେ ହେବନି ଆସନ ବୁଝାମଣା,ଏକା ନିର୍ବାଚନ ଲଢ଼ିବ ଆମ୍‌ ଆଦମୀ ପାର୍ଟି

ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ପରେ ପଞ୍ଜାବରେ ‘ଇଣ୍ଡିଆ’ ମେଣ୍ଟକୁ ଝଟ୍‌କା। ପଞ୍ଜାବରେ ଏକା ନିର୍ବାଚନ ଲଢ଼ିବ ଆମ୍‌ ଆଦମୀ ପାର୍ଟି। ପଞ୍ଜାବର ସମସ୍ତ ୧୩ଟି ଲୋକସଭା ଆସନରେ ଆପ୍‌ ଏକା ନିର୍ବାଚନ ଲଢ଼ିବ ବୋଲି ମୁଖ୍ୟମନ୍ତ୍ରୀ ଭଗଓ୍ୱନ୍ତ ମାନ ଘୋଷଣା କରିଛନ୍ତି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଏକା ଲଢ଼ିବାକୁ ଘୋଷଣା କରିବାର କିଛି ସମୟ ପରେ ପଞ୍ଜାବ ସରକାର ଏଭଳି ଘୋଷଣା କରିଛନ୍ତି।

ଆଗକୁ ଲୋକସଭା ନିର୍ବାଚନ। ଏହି ନିର୍ବାଚନରେ କଂଗ୍ରେସ ସହ ଆପ୍‌ କୌଣସି ମେଣ୍ଟ କରିବନି। ଆମ୍‌ ଆଦମୀ ନିର୍ବାଚନ ଏକା ଲଢ଼ିବ ବୋଲି ଆଜି ପଞ୍ଜାବ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ସେପଟେ ଆମ୍‌ ଆଦମୀ ପାର୍ଟି ସୁପ୍ରିମୋ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ ମଧ୍ୟ ପଞ୍ଜାବରେ ଏକା ନିର୍ବାଚନ ଲଢ଼ିବା ପ୍ରସ୍ତାବକୁ ସମର୍ଥନ ଜଣାଇଛନ୍ତି।ଏହାପୂର୍ବରୁ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବଓ୍ୱାନ୍ତ ମାନ ଅନେକ ଥର ସାଧାରଣ ସଭାରେ ଏକା ଲଢ଼ିବାକୁ କହିସାରିଛନ୍ତି।

ଖବର ଅନୁଯାୟୀ, ତ୍ରୁଣମୂଳ କଂଗ୍ରେସ ଅଧ୍ୟକ୍ଷ ମମତା ବାନାର୍ଜୀ ପଶ୍ଚିମବଙ୍ଗରେ ଏକା ନିର୍ବାଚନ ଲଢ଼ିବାକୁ ଘୋଷଣା କରିଥିଲେ। ତାଙ୍କ ଦଳ ପଶ୍ଚିମବଙ୍ଗର ସମସ୍ତ ଆସନରେ ଏକା ଲଢ଼ିବ ବୋଲି ସେ କହିଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର