ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଚମ୍ପଇ ସୋରେନ

The Sakala Picture
Published On

ରାଞ୍ଚି: ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ( JMM)ର ବିଧାୟକ ଦଳ ନେତା ଚମ୍ପଇ ସୋରେନ ଝାଡଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଶୁକ୍ରବାର ରାଜଭବନରେ ରାଜ୍ୟପାଳ ସିପି ରାଧାକୃଷ୍ଣନ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ବିଧାୟକ ଦଳ ନେତା ହେଉଛନ୍ତି ୬୨ ବର୍ଷୀୟ ଚମ୍ପଇ ସୋରେନ।  ୨୦୦୫ ମସିହାରୁ କ୍ରମାଗତ ଭାବେ ଚମ୍ପଇ ସୋରେନ ୪ ଥର ବିଧାୟକ ଭାବେ ଜିତିଛନ୍ତି । ୩ ଥର ବିଭିନ୍ନ […]

ରାଞ୍ଚି: ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ( JMM)ର ବିଧାୟକ ଦଳ ନେତା ଚମ୍ପଇ ସୋରେନ ଝାଡଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଶୁକ୍ରବାର ରାଜଭବନରେ ରାଜ୍ୟପାଳ ସିପି ରାଧାକୃଷ୍ଣନ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।

ଆହୁରି ପଢ଼ନ୍ତୁ: ନିଟ୍‌ ପେପର ଲିକ୍ ଓ ପୋଲିସ କାର୍ଯ୍ୟାନୁଷ୍ଠାନକୁ ବିରୋଧ: ସଂସଦ ବାହାରେ କଳା ପୋଷାକରେ ବିରୋଧୀ ସାଂସଦଙ୍କ ପ୍ରତିବାଦ

ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ବିଧାୟକ ଦଳ ନେତା ହେଉଛନ୍ତି ୬୨ ବର୍ଷୀୟ ଚମ୍ପଇ ସୋରେନ।  ୨୦୦୫ ମସିହାରୁ କ୍ରମାଗତ ଭାବେ ଚମ୍ପଇ ସୋରେନ ୪ ଥର ବିଧାୟକ ଭାବେ ଜିତିଛନ୍ତି । ୩ ଥର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗର କ୍ୟାବିନେଟ ମନ୍ତ୍ରୀ ଭାବେ ସେ ଦାୟିତ୍ୱ ତୁଲାଇଛନ୍ତି । ମୁଖ୍ୟମନ୍ତ୍ରୀ ହେବା ପୂର୍ବରୁ ହେମନ୍ତ ସୋରେନଙ୍କ ମନ୍ତ୍ରୀମଣ୍ଡଳରେ ଚମ୍ପଇ ସୋରେନ ପରିବହନ, ପଛୁଆ, ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ବିଭାଗର କ୍ୟାବିନେଟ ମନ୍ତ୍ରୀ ଥିଲେ । ୨୦୦୫ ମସିହାରେ ପ୍ରଥମ ଥର ପାଇଁ ସରାୟକେଲା ଆସନରୁ ଚମ୍ପାଇ ସୋରେନ ସ୍ୱାଧୀନ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ।

ଆହୁରି ପଢ଼ନ୍ତୁ: ରାଜସ୍ଥାନର ବାଡମେରରେ ଚାଞ୍ଚଲ୍ୟ: ଡାକ୍ତରଙ୍କୁ ବ୍ଲାକମେଲ୍ କରି ୨ କୋଟି ଟଙ୍କା ଲୁଟିଲା ନର୍ସ

02 Feb 2024 By The Sakala

ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଚମ୍ପଇ ସୋରେନ

ରାଞ୍ଚି: ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ( JMM)ର ବିଧାୟକ ଦଳ ନେତା ଚମ୍ପଇ ସୋରେନ ଝାଡଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଶୁକ୍ରବାର ରାଜଭବନରେ ରାଜ୍ୟପାଳ ସିପି ରାଧାକୃଷ୍ଣନ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।

ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ବିଧାୟକ ଦଳ ନେତା ହେଉଛନ୍ତି ୬୨ ବର୍ଷୀୟ ଚମ୍ପଇ ସୋରେନ।  ୨୦୦୫ ମସିହାରୁ କ୍ରମାଗତ ଭାବେ ଚମ୍ପଇ ସୋରେନ ୪ ଥର ବିଧାୟକ ଭାବେ ଜିତିଛନ୍ତି । ୩ ଥର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗର କ୍ୟାବିନେଟ ମନ୍ତ୍ରୀ ଭାବେ ସେ ଦାୟିତ୍ୱ ତୁଲାଇଛନ୍ତି । ମୁଖ୍ୟମନ୍ତ୍ରୀ ହେବା ପୂର୍ବରୁ ହେମନ୍ତ ସୋରେନଙ୍କ ମନ୍ତ୍ରୀମଣ୍ଡଳରେ ଚମ୍ପଇ ସୋରେନ ପରିବହନ, ପଛୁଆ, ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ବିଭାଗର କ୍ୟାବିନେଟ ମନ୍ତ୍ରୀ ଥିଲେ । ୨୦୦୫ ମସିହାରେ ପ୍ରଥମ ଥର ପାଇଁ ସରାୟକେଲା ଆସନରୁ ଚମ୍ପାଇ ସୋରେନ ସ୍ୱାଧୀନ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର