ଲାଲକୃଷ୍ଣ ଆଡଭାନୀଙ୍କୁ ମିଳିବ ଭାରତ ରତ୍ନ ସମ୍ମାନ

The Sakala Picture
Published On

ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ପ୍ରଦାନ କରାଯିବ ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତ ରତ୍ନ। ଏନେଇ ‘ଏକ୍ସ’ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୂଚନା ଦେଇଛନ୍ତି। ଆଡଭାନୀଙ୍କ ସହ କଥା ହୋଇ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଲାଲ କୃଷ୍ଣ ଆଡଭାନୀଙ୍କର ଜନ୍ମ ୧୯୨୭ ମସିହା ଆଠ ନଭେମ୍ବରରେ ହୋଇଥିଲା। ସେ ଦେଶର ଗୃହ ମନ୍ତ୍ରୀ ଓ ଉପ ପ୍ରଧାନମନ୍ତ୍ରୀ ମଧ୍ୟ ରହିସାରିଛନ୍ତି। ଅନେକ ଥର ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଧ୍ୟ ରହିଛନ୍ତି। ତିନି […]

ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ପ୍ରଦାନ କରାଯିବ ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତ ରତ୍ନ। ଏନେଇ ‘ଏକ୍ସ’ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୂଚନା ଦେଇଛନ୍ତି। ଆଡଭାନୀଙ୍କ ସହ କଥା ହୋଇ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଲାଲ କୃଷ୍ଣ ଆଡଭାନୀଙ୍କର ଜନ୍ମ ୧୯୨୭ ମସିହା ଆଠ ନଭେମ୍ବରରେ ହୋଇଥିଲା। ସେ ଦେଶର ଗୃହ ମନ୍ତ୍ରୀ ଓ ଉପ ପ୍ରଧାନମନ୍ତ୍ରୀ ମଧ୍ୟ ରହିସାରିଛନ୍ତି। ଅନେକ ଥର ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଧ୍ୟ ରହିଛନ୍ତି। ତିନି ଦଶନ୍ଦିରୁ ଅଧିକ ସମୟ ଧରି ସାଂସଦ ରହିଛନ୍ତି ଆଡଭାନୀ। ସେ ଲୋକସଭାକୁ ୭ଥର ନିର୍ବାଚିତ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ ଓ ସୁଜିତ କୁମାର, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ‘ଏକ୍ସ’ରେ ସୂଚନା ଦେଇ କହିଛନ୍ତି ଯେ, ଆମ ସମୟର ସବୁଠୁ ସମ୍ମାନନୀୟ ରାଷ୍ଟ୍ରନେତା ହେଉଛନ୍ତି ଆଡଭାନୀ। ଭାରତର ପ୍ରଗତି ପାଇଁ ତାଙ୍କର ଯୋଗଦାନ ସ୍ମରଣୀୟ। ତୃଣମୂଳ ସ୍ତରରୁ ଯାତ୍ରା ଆରମ୍ଭ କରି ଉପପ୍ରଧାନମନ୍ତ୍ରୀ ହୋଇଥିଲେ। ସ୍ୱରାଷ୍ଟ୍ର, ସୂଚନା ଓ ପ୍ରସାରଣ ମନ୍ତ୍ରୀ ଭାବେ ସେ କାର୍ଯ୍ୟ କରିଛନ୍ତି। ସଂସଦୀୟ ଅଭିଜ୍ଞତା ସବୁବେଳେ ଉଦାହରଣ ହୋଇ ରହିବ।

03 Feb 2024 By The Sakala

ଲାଲକୃଷ୍ଣ ଆଡଭାନୀଙ୍କୁ ମିଳିବ ଭାରତ ରତ୍ନ ସମ୍ମାନ

ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ପ୍ରଦାନ କରାଯିବ ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତ ରତ୍ନ। ଏନେଇ ‘ଏକ୍ସ’ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୂଚନା ଦେଇଛନ୍ତି। ଆଡଭାନୀଙ୍କ ସହ କଥା ହୋଇ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଲାଲ କୃଷ୍ଣ ଆଡଭାନୀଙ୍କର ଜନ୍ମ ୧୯୨୭ ମସିହା ଆଠ ନଭେମ୍ବରରେ ହୋଇଥିଲା। ସେ ଦେଶର ଗୃହ ମନ୍ତ୍ରୀ ଓ ଉପ ପ୍ରଧାନମନ୍ତ୍ରୀ ମଧ୍ୟ ରହିସାରିଛନ୍ତି। ଅନେକ ଥର ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଧ୍ୟ ରହିଛନ୍ତି। ତିନି ଦଶନ୍ଦିରୁ ଅଧିକ ସମୟ ଧରି ସାଂସଦ ରହିଛନ୍ତି ଆଡଭାନୀ। ସେ ଲୋକସଭାକୁ ୭ଥର ନିର୍ବାଚିତ ହୋଇଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ‘ଏକ୍ସ’ରେ ସୂଚନା ଦେଇ କହିଛନ୍ତି ଯେ, ଆମ ସମୟର ସବୁଠୁ ସମ୍ମାନନୀୟ ରାଷ୍ଟ୍ରନେତା ହେଉଛନ୍ତି ଆଡଭାନୀ। ଭାରତର ପ୍ରଗତି ପାଇଁ ତାଙ୍କର ଯୋଗଦାନ ସ୍ମରଣୀୟ। ତୃଣମୂଳ ସ୍ତରରୁ ଯାତ୍ରା ଆରମ୍ଭ କରି ଉପପ୍ରଧାନମନ୍ତ୍ରୀ ହୋଇଥିଲେ। ସ୍ୱରାଷ୍ଟ୍ର, ସୂଚନା ଓ ପ୍ରସାରଣ ମନ୍ତ୍ରୀ ଭାବେ ସେ କାର୍ଯ୍ୟ କରିଛନ୍ତି। ସଂସଦୀୟ ଅଭିଜ୍ଞତା ସବୁବେଳେ ଉଦାହରଣ ହୋଇ ରହିବ।

https://www.thesakala.in/national-international/pm-modi-announces-bharat-ratna-for-lal-krishna-advani/article-29626
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର