ଆସ୍ଥାଭୋଟରେ ଜିତିଲେ ନୀତୀଶ କୁମାର, କକ୍ଷତ୍ୟାଗ କଲେ ବିରୋଧୀ

The Sakala Picture
Published On

ପଟନା: ବିହାର ବିଧାନସଭାରେ ଅନୁଷ୍ଠିତ ଆସ୍ଥାଭୋଟରେ ବିଜୟୀ ହୋଇଛନ୍ତି ନୀତୀଶ କୁମାର । ସପକ୍ଷରେ ୧୨୯ଟି ଭୋଟ ପଡ଼ିଥିବାବେଳେ ବିରୋଧୀ ଦଳ ଆସ୍ଥାଭୋଟ ପୂର୍ବରୁ କକ୍ଷତ୍ୟାଗ କରିଥିଲେ । ଆସ୍ଥାଭୋଟ ପୂର୍ବରୁ ନୀତୀଶ କୁମାର ଗୃହରେ ଆରଜେଡିକୁ ଟାର୍ଗେଟ କରି କହିଥିଲେ ଯେ, ଆମେ ସେମାନଙ୍କୁ ସମ୍ମାନ ଦେଇଥିଲୁ ଏବଂ ଆମେ ଜାଣିବାକୁ ପାଇଲୁ ଯେ ଏହି ଲୋକମାନେ ଦୁର୍ନୀତି କରୁଥିଲେ। ବିଜେପି କେବେ ବି ଏପରି କରେନାହିଁ। ଆମେ ରାଜ୍ୟର ସ୍ୱାର୍ଥ ପାଇଁ କାମ କରିବୁ। […]

ପଟନା: ବିହାର ବିଧାନସଭାରେ ଅନୁଷ୍ଠିତ ଆସ୍ଥାଭୋଟରେ ବିଜୟୀ ହୋଇଛନ୍ତି ନୀତୀଶ କୁମାର । ସପକ୍ଷରେ ୧୨୯ଟି ଭୋଟ ପଡ଼ିଥିବାବେଳେ ବିରୋଧୀ ଦଳ ଆସ୍ଥାଭୋଟ ପୂର୍ବରୁ କକ୍ଷତ୍ୟାଗ କରିଥିଲେ ।

ଆହୁରି ପଢ଼ନ୍ତୁ: ଗ୍ରେଟର ନୋଏଡାରେ ଅଭାବନୀୟ ଘଟଣା: ସନ୍ଦେହଜନକ ଅବସ୍ଥାରେ ଗୋଟିଏ ପରିବାରର ୫ ମୃତ, ଶେଷଥର ଖାଇଥିଲେ ନୁଡୁଲ୍ସ

ଆସ୍ଥାଭୋଟ ପୂର୍ବରୁ ନୀତୀଶ କୁମାର ଗୃହରେ ଆରଜେଡିକୁ ଟାର୍ଗେଟ କରି କହିଥିଲେ ଯେ, ଆମେ ସେମାନଙ୍କୁ ସମ୍ମାନ ଦେଇଥିଲୁ ଏବଂ ଆମେ ଜାଣିବାକୁ ପାଇଲୁ ଯେ ଏହି ଲୋକମାନେ ଦୁର୍ନୀତି କରୁଥିଲେ। ବିଜେପି କେବେ ବି ଏପରି କରେନାହିଁ। ଆମେ ରାଜ୍ୟର ସ୍ୱାର୍ଥ ପାଇଁ କାମ କରିବୁ।

ଆହୁରି ପଢ଼ନ୍ତୁ: ନିର୍ବାଚନ ଆୟୋଗରେ ବଡ଼ ବିବାଦ: RTI ରିପୋର୍ଟରୁ ଖୁଲାସା ହେଲା ବରିଷ୍ଠ ଅଧିକାରୀଙ୍କ ଏକପାଖିଆ ନିଷ୍ପତ୍ତି

ପୂର୍ବରୁ ଗୃହରେ ଆରଜେଡି ନେତା ତେଜସ୍ୱୀ ଯାଦବ କହିଥିଲେ ଯେ- ଆମେ ଲାଲୁଜୀଙ୍କ ପୁଅ, ଆମେ ଏସବୁକୁ ଭୟ କରୁନାହୁଁ, ଆମେ ଲଢ଼େଇ କରିଥାଉ। ଗତ ୧୭ ମାସ ମଧ୍ୟରେ ହୋଇଥିବା କାମର ଶ୍ରେୟ ଆମେ କାହିଁକି ନ ନେବୁ ? ସମୟ ଆସିଲେ ତେଜସ୍ୱୀ ଫେରିବ ।

ଆହୁରି ପଢ଼ନ୍ତୁ: 'ଏହି ସଙ୍କଟ ପାଇଁ ଆପଣମାନେ ଦାୟୀ': କାର୍ବନ ନିର୍ଗମନ ଓ ଜଳବାୟୁ ପାଣ୍ଠିକୁ ନେଇ ପାଶ୍ଚାତ୍ୟ ଦେଶଗୁଡ଼ିକୁ ସମାଲୋଚନା କଲେ ପୀୟୂଷ ଗୋୟଲ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର