ଇଡିର ‌ଷଷ୍ଠ ସମନକୁ ବି ଏଡ଼ାଇଗଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ

The Sakala Picture
Published On

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ଷଷ୍ଠ ସମନକୁ ଏଡାଇ ଯାଇଛନ୍ତି । ଇଡିର ସମନ ବେଆଇନ ଏବଂ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦୀତ, ମାମଲା ବର୍ତ୍ତମାନ କୋର୍ଟରେ ଅଛି ବୋଲି ଆପ୍ କହିଛି। ଆଜି ଦଳ ଏକ ବିବୃତ୍ତିରେ କହିଛି ଯେ, ଇଡି ଏହି ମାମଲା ଉପରେ ନିଜେ କୋର୍ଟରେ ପହଞ୍ଚିଛି। ତେଣୁ ମୁଖ୍ୟମନ୍ତ୍ରୀ କେଜ୍ରିୱାଲ ଇଡି କାର୍ଯ୍ୟଳୟରେ ପହଞ୍ଚିବାର କୌଣସି ଆବଶ୍ୟକତା ନାହିଁ। ମାମଲା ବର୍ତ୍ତମାନ କୋର୍ଟରେ ଅଛି ଆଉ କୋର୍ଟରେ […]

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ଷଷ୍ଠ ସମନକୁ ଏଡାଇ ଯାଇଛନ୍ତି । ଇଡିର ସମନ ବେଆଇନ ଏବଂ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦୀତ, ମାମଲା ବର୍ତ୍ତମାନ କୋର୍ଟରେ ଅଛି ବୋଲି ଆପ୍ କହିଛି।

ଆହୁରି ପଢ଼ନ୍ତୁ: କେନ୍ଦ୍ର ସରକାରଙ୍କ କଡ଼ା ନିର୍ଦ୍ଦେଶ: ଟିଭି ବିତର୍କରେ ଅଶାଳୀନ ମନ୍ତବ୍ୟ ଦେଲେ ତୁରନ୍ତ କାଟନ୍ତୁ ଲାଇଭ୍ ଫିଡ୍

ଆଜି ଦଳ ଏକ ବିବୃତ୍ତିରେ କହିଛି ଯେ, ଇଡି ଏହି ମାମଲା ଉପରେ ନିଜେ କୋର୍ଟରେ ପହଞ୍ଚିଛି। ତେଣୁ ମୁଖ୍ୟମନ୍ତ୍ରୀ କେଜ୍ରିୱାଲ ଇଡି କାର୍ଯ୍ୟଳୟରେ ପହଞ୍ଚିବାର କୌଣସି ଆବଶ୍ୟକତା ନାହିଁ। ମାମଲା ବର୍ତ୍ତମାନ କୋର୍ଟରେ ଅଛି ଆଉ କୋର୍ଟରେ ହିଁ ବିଚାର ହେବ।  ଇଡି ବାରମ୍ବାର ସମନ ଜାରି କରିବା ପରିବର୍ତ୍ତେ ମାମଲା ଉପରେ କୋର୍ଟଙ୍କ ନିଷ୍ପତ୍ତିକୁ ଅପେକ୍ଷା କରିବା ଉଚିତ।

ଆହୁରି ପଢ଼ନ୍ତୁ: ଭାରତର ମୋଷ୍ଟ ୱାଣ୍ଟେଡ୍ ଗ୍ୟାଙ୍ଗଷ୍ଟର ହିମାଂଶୁ ଭାଉ ଆମେରିକାରେ ଗିରଫ, ରହିଛି ଅନେକ ହତ୍ୟା ଏବଂ ଅପରାଧ ମାମଲା

 

ଆହୁରି ପଢ଼ନ୍ତୁ: ଦିଲ୍ଲୀ ସ୍କୁଲରେ ଚାଞ୍ଚଲ୍ୟ: ସ୍କୁଲ ପରିସରରୁ ଦ୍ୱାଦଶ ଶ୍ରେଣୀ ଛାତ୍ରୀଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର