ଜଳାଶୟକୁ ଖସିଲା ଟ୍ରାକ୍ଟର୍‌-ଟ୍ରଲି: ମହିଳା ଓ ପିଲାଙ୍କ ସମେତ ୧୫ ମୃତ

The Sakala Picture
Published On

ଉତ୍ତରପ୍ରଦେଶ: ଉତ୍ତରପ୍ରଦେଶର କାସଗଞ୍ଜ ଜିଲ୍ଲାରେ ଗଙ୍ଗାସ୍ନାନ ପାଇଁ ଗ୍ରାମବାସୀଙ୍କୁ ନେଇ ଯାଉଥିବା ଗୋଟାଏ ଟ୍ରାକ୍ଟର୍‌-ଟ୍ରଲି ଆଜି ସଡ଼କ ଦୁର୍ଘଟଣା ଯୋଗୁଁ ଜଳାଶୟରେ ଖସିପଡ଼ିବାରୁ ଅୂନ୍ୟନ ୧୫ଜଣଙ୍କର ମୃତ୍ୟୁ ଘଟିଛି। ପୂର୍ଣ୍ଣିମା ଅବସରରେ ଗଙ୍ଗାନଦୀରେ ପବିତ୍ର ବୁଡ଼ ପକାଇବା ପାଇଁ ଗ୍ରାମର ଅଧିକାଂଶ ମହିଳା ଓ ପିଲା ସେ ଟ୍ରାକ୍ଟର୍‌-ଟ୍ରଲିରେ ଯାଉଥିଲେ। ସେମାନଙ୍କ ମଧ୍ୟରୁ ୮ଜଣ ମହିଳା ଓ ୭ଜଣ ପିଲାଙ୍କର ମୃତ୍ୟୁ ଘଟିଥିବା କଥା ପୁଲିସ କହିଛି। ଖବର ଅନୁଯାୟୀ, ଆଜି ସକାଳ ପ୍ରାୟ ୧୦ଟା ବେଳେ […]

ଉତ୍ତରପ୍ରଦେଶ: ଉତ୍ତରପ୍ରଦେଶର କାସଗଞ୍ଜ ଜିଲ୍ଲାରେ ଗଙ୍ଗାସ୍ନାନ ପାଇଁ ଗ୍ରାମବାସୀଙ୍କୁ ନେଇ ଯାଉଥିବା ଗୋଟାଏ ଟ୍ରାକ୍ଟର୍‌-ଟ୍ରଲି ଆଜି ସଡ଼କ ଦୁର୍ଘଟଣା ଯୋଗୁଁ ଜଳାଶୟରେ ଖସିପଡ଼ିବାରୁ ଅୂନ୍ୟନ ୧୫ଜଣଙ୍କର ମୃତ୍ୟୁ ଘଟିଛି। ପୂର୍ଣ୍ଣିମା ଅବସରରେ ଗଙ୍ଗାନଦୀରେ ପବିତ୍ର ବୁଡ଼ ପକାଇବା ପାଇଁ ଗ୍ରାମର ଅଧିକାଂଶ ମହିଳା ଓ ପିଲା ସେ ଟ୍ରାକ୍ଟର୍‌-ଟ୍ରଲିରେ ଯାଉଥିଲେ। ସେମାନଙ୍କ ମଧ୍ୟରୁ ୮ଜଣ ମହିଳା ଓ ୭ଜଣ ପିଲାଙ୍କର ମୃତ୍ୟୁ ଘଟିଥିବା କଥା ପୁଲିସ କହିଛି।

ଆହୁରି ପଢ଼ନ୍ତୁ: ରଣକ୍ଷେତ୍ର ପାଲଟିଲା ୟୁପିର ଶାହଜାହାନପୁର; ଦୁଇ ଗୋଷ୍ଠୀ ମଧ୍ୟରେ ପ୍ରବଳ ପଥରମାଡ଼ ପରେ ସ୍ଥିତି ଉତ୍ତେଜନାପୂର୍ଣ୍ଣ

ଖବର ଅନୁଯାୟୀ, ଆଜି ସକାଳ ପ୍ରାୟ ୧୦ଟା ବେଳେ କାସଗଞ୍ଜ ପଟିୟାଲୀ ଦରିୟାଓଗଞ୍ଜ ରାସ୍ତାରେ ଯାଉଥିବା ଉକ୍ତ ଟ୍ରାକ୍ଟର୍‌-ଟ୍ରଲି ଚାଳକଙ୍କ ନିୟନ୍ତ୍ରଣରୁ ବାହାରି ଯାଇ ଜଳାଶୟରେ ପଡ଼ିଯାଇଥିଲା। । ସ୍ଥାନୀୟ ଜନସାଧାରଣ ଓ ପୁଲିସ ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି ଚଳାଇଛନ୍ତି। ଜଳାଶୟରୁ ଉଦ୍ଧାର କରାଯାଇଥିବା ଶବଗୁଡ଼ିକୁ ପଟିୟାଲୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଇ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ ଓ ସୁଜିତ କୁମାର, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

24 Feb 2024 By The Sakala

ଜଳାଶୟକୁ ଖସିଲା ଟ୍ରାକ୍ଟର୍‌-ଟ୍ରଲି: ମହିଳା ଓ ପିଲାଙ୍କ ସମେତ ୧୫ ମୃତ

ଉତ୍ତରପ୍ରଦେଶ: ଉତ୍ତରପ୍ରଦେଶର କାସଗଞ୍ଜ ଜିଲ୍ଲାରେ ଗଙ୍ଗାସ୍ନାନ ପାଇଁ ଗ୍ରାମବାସୀଙ୍କୁ ନେଇ ଯାଉଥିବା ଗୋଟାଏ ଟ୍ରାକ୍ଟର୍‌-ଟ୍ରଲି ଆଜି ସଡ଼କ ଦୁର୍ଘଟଣା ଯୋଗୁଁ ଜଳାଶୟରେ ଖସିପଡ଼ିବାରୁ ଅୂନ୍ୟନ ୧୫ଜଣଙ୍କର ମୃତ୍ୟୁ ଘଟିଛି। ପୂର୍ଣ୍ଣିମା ଅବସରରେ ଗଙ୍ଗାନଦୀରେ ପବିତ୍ର ବୁଡ଼ ପକାଇବା ପାଇଁ ଗ୍ରାମର ଅଧିକାଂଶ ମହିଳା ଓ ପିଲା ସେ ଟ୍ରାକ୍ଟର୍‌-ଟ୍ରଲିରେ ଯାଉଥିଲେ। ସେମାନଙ୍କ ମଧ୍ୟରୁ ୮ଜଣ ମହିଳା ଓ ୭ଜଣ ପିଲାଙ୍କର ମୃତ୍ୟୁ ଘଟିଥିବା କଥା ପୁଲିସ କହିଛି।

ଖବର ଅନୁଯାୟୀ, ଆଜି ସକାଳ ପ୍ରାୟ ୧୦ଟା ବେଳେ କାସଗଞ୍ଜ ପଟିୟାଲୀ ଦରିୟାଓଗଞ୍ଜ ରାସ୍ତାରେ ଯାଉଥିବା ଉକ୍ତ ଟ୍ରାକ୍ଟର୍‌-ଟ୍ରଲି ଚାଳକଙ୍କ ନିୟନ୍ତ୍ରଣରୁ ବାହାରି ଯାଇ ଜଳାଶୟରେ ପଡ଼ିଯାଇଥିଲା। । ସ୍ଥାନୀୟ ଜନସାଧାରଣ ଓ ପୁଲିସ ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି ଚଳାଇଛନ୍ତି। ଜଳାଶୟରୁ ଉଦ୍ଧାର କରାଯାଇଥିବା ଶବଗୁଡ଼ିକୁ ପଟିୟାଲୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଇ ଦିଆଯାଇଛି।

https://www.thesakala.in/national-international/eight-children-among-15-killed-in-tractor-trolley-mishap-in-ups-kasganj/article-30170
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର