ଭାରତୀୟ ବାୟୁ ସେନା ଏୟାରକ୍ରାଫ୍ଟ ଦୁର୍ଘଟଣାଗ୍ରସ୍ତ, ପାଇଲଟ୍ ସୁରକ୍ଷିତ

The Sakala Picture
Published On

ଜୟପୁର: ରାଜସ୍ଥାନର ଜୈସଲମେରରେ ଭାରତୀୟ ସେନାର ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଜୈସେଲମେରର ଜବାହାର ନଗରରେ ଏଭଳି ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ପାଇଲଟ୍ ସୁରକ୍ଷିତ ଥିବା ସୂଚନା ରହିଛି । ସୂଚନା ଅନୁଯାୟୀ, ଦୁର୍ଘଟଣାଗ୍ରସ୍ତ ହୋଇଥିବା ଭାରତୀୟ ସେନା ବିମାନଟି ହେଲା LCA ଯଥା ଲାଇଟ କମ୍ବାଟ୍ ଏୟାରକ୍ରାଫ୍ଟ ତେଜସ୍। ଦୁର୍ଘଟଣା ସମୟରେ ବିମାନଟି ଅପରେସନାଲ ଟ୍ରେନିଂରେ ଥିଲା । ସଠିକ୍ ସମୟରେ ପାଇଲଟ ଜଣକ ପ୍ଲେନରୁ ଡେଇଁ ପଡିବା କାରଣରୁ ତାଙ୍କ ଜୀବନ ବଞ୍ଚିଯାଇଛି । […]

ଜୟପୁର: ରାଜସ୍ଥାନର ଜୈସଲମେରରେ ଭାରତୀୟ ସେନାର ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଜୈସେଲମେରର ଜବାହାର ନଗରରେ ଏଭଳି ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ପାଇଲଟ୍ ସୁରକ୍ଷିତ ଥିବା ସୂଚନା ରହିଛି ।

ଆହୁରି ପଢ଼ନ୍ତୁ: ମାଡିଆସୁଛି 'ସୁପର ଏଲ୍ ନିନୋ': ଜଳବାୟୁ, ଖାଦ୍ୟ ଦର ଏବଂ ପର୍ଯ୍ୟଟନ ଉପରେ କ'ଣ ରହିବ ପ୍ରଭାବ?

ସୂଚନା ଅନୁଯାୟୀ, ଦୁର୍ଘଟଣାଗ୍ରସ୍ତ ହୋଇଥିବା ଭାରତୀୟ ସେନା ବିମାନଟି ହେଲା LCA ଯଥା ଲାଇଟ କମ୍ବାଟ୍ ଏୟାରକ୍ରାଫ୍ଟ ତେଜସ୍। ଦୁର୍ଘଟଣା ସମୟରେ ବିମାନଟି ଅପରେସନାଲ ଟ୍ରେନିଂରେ ଥିଲା । ସଠିକ୍ ସମୟରେ ପାଇଲଟ ଜଣକ ପ୍ଲେନରୁ ଡେଇଁ ପଡିବା କାରଣରୁ ତାଙ୍କ ଜୀବନ ବଞ୍ଚିଯାଇଛି । ଦୁର୍ଘଟଣା ପରେ ଏହି ମାମଲାରେ କୋର୍ଟ ଅଫ୍ ଇନକ୍ୱାରୀ କରିବାକୁ ସେନା ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ସ୍ୱାମୀଙ୍କୁ ଭେଟିବା ପାଇଁ ମୋବାଇଲ୍ ଟାୱାରରେ ଚଢ଼ିଲେ ସ୍ତ୍ରୀ: ବିହାରର ବଗହାରେ ହାଇଭୋଲଟେଜ୍ ଡ୍ରାମା

12 Mar 2024 By The Sakala

ଭାରତୀୟ ବାୟୁ ସେନା ଏୟାରକ୍ରାଫ୍ଟ ଦୁର୍ଘଟଣାଗ୍ରସ୍ତ, ପାଇଲଟ୍ ସୁରକ୍ଷିତ

ଜୟପୁର: ରାଜସ୍ଥାନର ଜୈସଲମେରରେ ଭାରତୀୟ ସେନାର ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଜୈସେଲମେରର ଜବାହାର ନଗରରେ ଏଭଳି ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ପାଇଲଟ୍ ସୁରକ୍ଷିତ ଥିବା ସୂଚନା ରହିଛି ।

ସୂଚନା ଅନୁଯାୟୀ, ଦୁର୍ଘଟଣାଗ୍ରସ୍ତ ହୋଇଥିବା ଭାରତୀୟ ସେନା ବିମାନଟି ହେଲା LCA ଯଥା ଲାଇଟ କମ୍ବାଟ୍ ଏୟାରକ୍ରାଫ୍ଟ ତେଜସ୍। ଦୁର୍ଘଟଣା ସମୟରେ ବିମାନଟି ଅପରେସନାଲ ଟ୍ରେନିଂରେ ଥିଲା । ସଠିକ୍ ସମୟରେ ପାଇଲଟ ଜଣକ ପ୍ଲେନରୁ ଡେଇଁ ପଡିବା କାରଣରୁ ତାଙ୍କ ଜୀବନ ବଞ୍ଚିଯାଇଛି । ଦୁର୍ଘଟଣା ପରେ ଏହି ମାମଲାରେ କୋର୍ଟ ଅଫ୍ ଇନକ୍ୱାରୀ କରିବାକୁ ସେନା ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର