ଇଲେକ୍ଟୋରାଲ ବଣ୍ଡ ସାର୍ବଜନୀନ କଲା ଭାରତୀୟ ନିର୍ବାଚନ ଆୟୋଗ

The Sakala Picture
Published On

ନୂଆଦିଲ୍ଲୀ: ଭାରତୀୟ ନିର୍ବାଚନ ଆୟୋଗ ଇଲେକ୍ଟୋରାଲ ବଣ୍ଡ ସମ୍ପର୍କିତ ସୂଚନା ସାର୍ବଜନୀନ କରିଛନ୍ତି। ଆୟୋଗ ପକ୍ଷରୁ ୱେବସାଇଟରେ ଇଲେକ୍ଟୋରାଲ ବଣ୍ଡ ଡାଟା ଅପଲୋଡ୍ କରାଯାଇଛି।  https://www.eci.gov.in/disclosure-of-electoral-bonds ୱେବସାଇଟକୁ ଯାଇ ଦେଖିପାରିବେ। ନିର୍ବାଚନ ଆୟୋଗ କହିଛନ୍ତି ଯେ, ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ୧୨ ମାର୍ଚ୍ଚ ୨୦୨୪ରେ ନିର୍ବାଚନ ଆୟୋଗଙ୍କୁ ଇଲେକ୍ଟୋରାଲ ବଣ୍ଡ ଡାଟା ଉପଲବ୍ଧ କରାଇଥିଲା। ଗୁରୁବାର ନିର୍ବାଚନ ଆୟୋଗ ଏହି ଡାଟାକୁ ଅପଲୋଡ୍ କରିଛନ୍ତି।

ନୂଆଦିଲ୍ଲୀ: ଭାରତୀୟ ନିର୍ବାଚନ ଆୟୋଗ ଇଲେକ୍ଟୋରାଲ ବଣ୍ଡ ସମ୍ପର୍କିତ ସୂଚନା ସାର୍ବଜନୀନ କରିଛନ୍ତି। ଆୟୋଗ ପକ୍ଷରୁ ୱେବସାଇଟରେ ଇଲେକ୍ଟୋରାଲ ବଣ୍ଡ ଡାଟା ଅପଲୋଡ୍ କରାଯାଇଛି।  https://www.eci.gov.in/disclosure-of-electoral-bonds ୱେବସାଇଟକୁ ଯାଇ ଦେଖିପାରିବେ।

ଆହୁରି ପଢ଼ନ୍ତୁ: ଦିଲ୍ଲୀ ସତ୍ୟ ନିକେତନ କୋଠା ଭୁଶୁଡ଼ିବା ଘଟଣା: ୪ ମହଲାରୁ ଅଧିକ ଥିବା ସମସ୍ତ ବେଆଇନ ନିର୍ମାଣ ସିଲ୍ କରିବାକୁ ଏମସିଡିର ନିର୍ଦ୍ଦେଶ, ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି

ନିର୍ବାଚନ ଆୟୋଗ କହିଛନ୍ତି ଯେ, ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ୧୨ ମାର୍ଚ୍ଚ ୨୦୨୪ରେ ନିର୍ବାଚନ ଆୟୋଗଙ୍କୁ ଇଲେକ୍ଟୋରାଲ ବଣ୍ଡ ଡାଟା ଉପଲବ୍ଧ କରାଇଥିଲା। ଗୁରୁବାର ନିର୍ବାଚନ ଆୟୋଗ ଏହି ଡାଟାକୁ ଅପଲୋଡ୍ କରିଛନ୍ତି।

ଆହୁରି ପଢ଼ନ୍ତୁ: ମିଆମି ଏୟାରପୋର୍ଟରେ ଆମାଜନ କାର୍ଗୋ ବିମାନ ଦୁର୍ଘଟଣାଗ୍ରସ୍ତ: ୫ ମୃତ, ୫ ଆହତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର