ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁତର ଆହତ

The Sakala Picture
Published On

କୋଲକାତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁତର ଆହତ ହୋଇଛନ୍ତି। ନିଜ ବାସଭବନରେ ଖସିପଡ଼ିବାରୁ ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା କୁହାଯାଉଛି। ଏନେଇ ଅଖିଳ ଭାରତୀୟ ତୃଣମୂଳ କଂଗ୍ରେସ ‘ଏକ୍ସ’ରେ ସୂଚନା ଦେଇଛି। ‘ଏକ୍ସ’ରେ କୁହାଯାଇଛି ଯେ, ସେ ଗୁରୁତର ଆହତ ହୋଇଛନ୍ତି । ତାଙ୍କ ପାଇଁ ସମସ୍ତେ ପ୍ରାର୍ଥନା କରନ୍ତୁ । ଏସଏସକେଏମ ହସ୍ପିଟାଲର ଜଣେ ଅଧିକାରୀଙ୍କ କହିବା ଅନୁଯାୟୀ, ଦକ୍ଷିଣ କୋଲକାତାର ବାଲିଗଞ୍ଜ ଜିଲ୍ଲାରେ ଏକ କାର୍ଯ୍ୟକ୍ରମରୁ ନିଜ ବାସଭବନକୁ ଫେରିବାର କିଛି […]

କୋଲକାତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁତର ଆହତ ହୋଇଛନ୍ତି। ନିଜ ବାସଭବନରେ ଖସିପଡ଼ିବାରୁ ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା କୁହାଯାଉଛି। ଏନେଇ ଅଖିଳ ଭାରତୀୟ ତୃଣମୂଳ କଂଗ୍ରେସ ‘ଏକ୍ସ’ରେ ସୂଚନା ଦେଇଛି। ‘ଏକ୍ସ’ରେ କୁହାଯାଇଛି ଯେ, ସେ ଗୁରୁତର ଆହତ ହୋଇଛନ୍ତି । ତାଙ୍କ ପାଇଁ ସମସ୍ତେ ପ୍ରାର୍ଥନା କରନ୍ତୁ ।

ଆହୁରି ପଢ଼ନ୍ତୁ: ଇରାନରେ ଏହି ୮ ମହିଳାଙ୍କ ଫାଶୀ ଦଣ୍ଡାଦେଶକୁ ରୋକିବାକୁ ଟ୍ରମ୍ପଙ୍କ ଅପିଲ: ଜାଣନ୍ତୁ କିଏ ଏହି ମହିଳା...

ଏସଏସକେଏମ ହସ୍ପିଟାଲର ଜଣେ ଅଧିକାରୀଙ୍କ କହିବା ଅନୁଯାୟୀ, ଦକ୍ଷିଣ କୋଲକାତାର ବାଲିଗଞ୍ଜ ଜିଲ୍ଲାରେ ଏକ କାର୍ଯ୍ୟକ୍ରମରୁ ନିଜ ବାସଭବନକୁ ଫେରିବାର କିଛି ସମୟ ପରେ ଏହି ଦୁର୍ଘଟଣା ହୋଇଥିଲା । ସେ ନିଜ ବାସଭବନରେ କୌଣସି କାରଣରୁ ଖସିପଡ଼ିଥିଲେ ଓ ତାଙ୍କ ମୁଣ୍ଡରେ ଆଘାତ ଲାଗିଥିଲା । ଏହା ପରେ ତାଙ୍କୁ ତୁରନ୍ତ ହସପିଟାଲରେ ଭର୍ତ୍ତି କରାଯାଇଥିଲା । ଟିଏମସି ନେତା ଅଭିଷେକ ବାନାର୍ଜୀ ତାଙ୍କୁ ଏସଏସକେଏମ ହସ୍ପିଟାଲରେ ଭର୍ତ୍ତି କରିଥିଲେ ।

ଆହୁରି ପଢ଼ନ୍ତୁ: ହର୍ମୁଜ ପ୍ରଣାଳୀରେ ଭାରତ ଆସୁଥିବା ଜାହାଜ ଉପରକୁ ଗୁଳିମାଡ଼ ସହ ଜାହାଜକୁ ନିଜ କବ୍‌ଜାକୁ ନେଲା IRGC

ଆହୁରି ପଢ଼ନ୍ତୁ: ପଶ୍ଚିମବଙ୍ଗ ଓ ତାମିଲନାଡୁରେ ମତଦାନ ଜାରି, ହିଂସା ଓ ଇଭିଏମ୍ ତ୍ରୁଟି ଯୋଗୁଁ କିଛି ସ୍ଥାନରେ ଭୋଟିଂ ବାଧାପ୍ରାପ୍ତ

14 Mar 2024 By The Sakala

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁତର ଆହତ

କୋଲକାତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁତର ଆହତ ହୋଇଛନ୍ତି। ନିଜ ବାସଭବନରେ ଖସିପଡ଼ିବାରୁ ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା କୁହାଯାଉଛି। ଏନେଇ ଅଖିଳ ଭାରତୀୟ ତୃଣମୂଳ କଂଗ୍ରେସ ‘ଏକ୍ସ’ରେ ସୂଚନା ଦେଇଛି। ‘ଏକ୍ସ’ରେ କୁହାଯାଇଛି ଯେ, ସେ ଗୁରୁତର ଆହତ ହୋଇଛନ୍ତି । ତାଙ୍କ ପାଇଁ ସମସ୍ତେ ପ୍ରାର୍ଥନା କରନ୍ତୁ ।

ଏସଏସକେଏମ ହସ୍ପିଟାଲର ଜଣେ ଅଧିକାରୀଙ୍କ କହିବା ଅନୁଯାୟୀ, ଦକ୍ଷିଣ କୋଲକାତାର ବାଲିଗଞ୍ଜ ଜିଲ୍ଲାରେ ଏକ କାର୍ଯ୍ୟକ୍ରମରୁ ନିଜ ବାସଭବନକୁ ଫେରିବାର କିଛି ସମୟ ପରେ ଏହି ଦୁର୍ଘଟଣା ହୋଇଥିଲା । ସେ ନିଜ ବାସଭବନରେ କୌଣସି କାରଣରୁ ଖସିପଡ଼ିଥିଲେ ଓ ତାଙ୍କ ମୁଣ୍ଡରେ ଆଘାତ ଲାଗିଥିଲା । ଏହା ପରେ ତାଙ୍କୁ ତୁରନ୍ତ ହସପିଟାଲରେ ଭର୍ତ୍ତି କରାଯାଇଥିଲା । ଟିଏମସି ନେତା ଅଭିଷେକ ବାନାର୍ଜୀ ତାଙ୍କୁ ଏସଏସକେଏମ ହସ୍ପିଟାଲରେ ଭର୍ତ୍ତି କରିଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର