ତାଇୱାନରେ ଶକ୍ତିଶାଳୀ ଭୂକମ୍ପ: ରିକ୍ଟର ସ୍କେଲରେ ତ୍ରୀବ୍ରତା ୭.୪

The Sakala Picture
Published On

ନୂଆଦିଲ୍ଳୀ: ବୁଧବାର ଦିନ ତାଇୱାନରେ ରିକ୍ଟର ସ୍କେଲରେ ୭.୪ ତୀବ୍ରତା ବିଶିଷ୍ଟ ଏକ ଭୂକମ୍ପ ହୋଇ ଜାପାନର ୟୋନାଗୁନି ଦ୍ୱୀପରେ ସୁନାମି ସୃଷ୍ଟି ହୋଇଛି। ତାଇୱାନରେ ଆଜି ସକାଳେ ଅନୁଭୂତ ହୋଇଥିବା ଏହି ଶକ୍ତିଶାଳୀ ଭୂକମ୍ପରେ ସମଗ୍ର ଦ୍ୱୀପକୁ ଦୋହଲି ଯାଇଛି। ଜାପାନ ଦକ୍ଷିଣ ଦ୍ୱୀପ ଗୋଷ୍ଠୀ ଓକିନାୱା ପାଇଁ ସୁନାମି ସତର୍କ ସୂଚନା ଜାରି କରିଛି । ଏଠାରେ ବିମାନ ଉଡ଼ାଣ ବାତିଲ କରାଯାଇଛି । ଫିଲିପାଇନ୍ସ ମଧ୍ୟ ସୁନାମି ନେଇ ସତର୍କ କରାଇବା ସହ […]

ନୂଆଦିଲ୍ଳୀ: ବୁଧବାର ଦିନ ତାଇୱାନରେ ରିକ୍ଟର ସ୍କେଲରେ ୭.୪ ତୀବ୍ରତା ବିଶିଷ୍ଟ ଏକ ଭୂକମ୍ପ ହୋଇ ଜାପାନର ୟୋନାଗୁନି ଦ୍ୱୀପରେ ସୁନାମି ସୃଷ୍ଟି ହୋଇଛି। ତାଇୱାନରେ ଆଜି ସକାଳେ ଅନୁଭୂତ ହୋଇଥିବା ଏହି ଶକ୍ତିଶାଳୀ ଭୂକମ୍ପରେ ସମଗ୍ର ଦ୍ୱୀପକୁ ଦୋହଲି ଯାଇଛି। ଜାପାନ ଦକ୍ଷିଣ ଦ୍ୱୀପ ଗୋଷ୍ଠୀ ଓକିନାୱା ପାଇଁ ସୁନାମି ସତର୍କ ସୂଚନା ଜାରି କରିଛି । ଏଠାରେ ବିମାନ ଉଡ଼ାଣ ବାତିଲ କରାଯାଇଛି । ଫିଲିପାଇନ୍ସ ମଧ୍ୟ ସୁନାମି ନେଇ ସତର୍କ କରାଇବା ସହ ଉପକୂଳବର୍ତ୍ତୀ ଅଞ୍ଚଳକୁ ଖାଲି କରିବାକୁ ନିର୍ଦ୍ଦେଶ ଦେଇଛି । ଜାପାନ ପାଣିପାଗ ଏଜେନ୍ସି ପୂର୍ବାନୁମାନ କରିଛି ଯେ ଭୂମିକମ୍ପ ପରେ ୯.୮ ଫୁଟ ପର୍ଯ୍ୟନ୍ତ ସୁନାମି ଆସିବ । ପ୍ରାୟ ଅଧଘଣ୍ଟା ପରେ କୁହାଯାଇଛି ଯେ ସୁନାମିର ପ୍ରଥମ ଲହର ମିଆକୋ ଏବଂ ୟେୟାମା ଦ୍ୱୀପପୁଞ୍ଜ ଉପକୂଳ ଛୁଇଁସାରିଛି ।

ଆହୁରି ପଢ଼ନ୍ତୁ: ସିଗାରେଟ୍ ଚେଙ୍କ, ମୁଣ୍ଡରେ ଗଭୀର ଆଘାତ: କେରଳରେ ମାଆ ଓ ପ୍ରେମିକଙ୍କ ନିର୍ମମ ଅତ୍ୟାଚାରରେ ଶିଶୁପୁତ୍ରର ମୃତ୍ୟୁ

୧୯୯୯ ମସିହାରେ ହୋଇଥିବା ୭.୨ ତୀବ୍ରତା ବିଶିଷ୍ଟ ଭୂକମ୍ପଠାରୁ ବି ଏହା ଅଧିକ ଶକ୍ତିଶାଳୀ। ୨୫ ବର୍ଷ ଭିତରେ ତାଇୱାନ ଅନୁଭୂତ ହୋଇଥିବା ସବୁଠାରୁ ଅଧିକ ଶକ୍ତିଶାଳୀ ଭୂକମ୍ପ। ଏହି ଭୂକମ୍ପରେ ଘର, ଅଫିସ ଆଦି ଭୁୁଶୁଡ଼ି ପଡ଼ିବା ସହ ବହୁ କ୍ଷୟକ୍ଷତି ହୋଇଛି। ସେପଟେ ତାଇୱାନର ପୂର୍ବ ସହର ହୁଆଲିନରେ ଥିବା କୋଠାଗୁଡ଼ିକର ଭିତ୍ତିପ୍ରସ୍ତର ଭୂମିକମ୍ପରେ ଦୋହଲି ଯାଇଛି। ରାଜଧାନୀ ତାଇପେରେ ଏହି ଭୂମିକମ୍ପ ଅନୁଭୂତ ହୋଇଥିଲା।

ଆହୁରି ପଢ଼ନ୍ତୁ: ଶାଶୁଙ୍କୁ ପ୍ରେମ କରିବସିଲେ ଜ୍ୱାଇଁ: ସବୁ ସମ୍ପର୍କ ଭୁଲି ଘରୁ ଫେରାର୍ ହୋଇଗଲେ, କଲେ କୋର୍ଟ ମ୍ୟାରେଜ

03 Apr 2024 By The Sakala

ତାଇୱାନରେ ଶକ୍ତିଶାଳୀ ଭୂକମ୍ପ: ରିକ୍ଟର ସ୍କେଲରେ ତ୍ରୀବ୍ରତା ୭.୪

ନୂଆଦିଲ୍ଳୀ: ବୁଧବାର ଦିନ ତାଇୱାନରେ ରିକ୍ଟର ସ୍କେଲରେ ୭.୪ ତୀବ୍ରତା ବିଶିଷ୍ଟ ଏକ ଭୂକମ୍ପ ହୋଇ ଜାପାନର ୟୋନାଗୁନି ଦ୍ୱୀପରେ ସୁନାମି ସୃଷ୍ଟି ହୋଇଛି। ତାଇୱାନରେ ଆଜି ସକାଳେ ଅନୁଭୂତ ହୋଇଥିବା ଏହି ଶକ୍ତିଶାଳୀ ଭୂକମ୍ପରେ ସମଗ୍ର ଦ୍ୱୀପକୁ ଦୋହଲି ଯାଇଛି। ଜାପାନ ଦକ୍ଷିଣ ଦ୍ୱୀପ ଗୋଷ୍ଠୀ ଓକିନାୱା ପାଇଁ ସୁନାମି ସତର୍କ ସୂଚନା ଜାରି କରିଛି । ଏଠାରେ ବିମାନ ଉଡ଼ାଣ ବାତିଲ କରାଯାଇଛି । ଫିଲିପାଇନ୍ସ ମଧ୍ୟ ସୁନାମି ନେଇ ସତର୍କ କରାଇବା ସହ ଉପକୂଳବର୍ତ୍ତୀ ଅଞ୍ଚଳକୁ ଖାଲି କରିବାକୁ ନିର୍ଦ୍ଦେଶ ଦେଇଛି । ଜାପାନ ପାଣିପାଗ ଏଜେନ୍ସି ପୂର୍ବାନୁମାନ କରିଛି ଯେ ଭୂମିକମ୍ପ ପରେ ୯.୮ ଫୁଟ ପର୍ଯ୍ୟନ୍ତ ସୁନାମି ଆସିବ । ପ୍ରାୟ ଅଧଘଣ୍ଟା ପରେ କୁହାଯାଇଛି ଯେ ସୁନାମିର ପ୍ରଥମ ଲହର ମିଆକୋ ଏବଂ ୟେୟାମା ଦ୍ୱୀପପୁଞ୍ଜ ଉପକୂଳ ଛୁଇଁସାରିଛି ।

୧୯୯୯ ମସିହାରେ ହୋଇଥିବା ୭.୨ ତୀବ୍ରତା ବିଶିଷ୍ଟ ଭୂକମ୍ପଠାରୁ ବି ଏହା ଅଧିକ ଶକ୍ତିଶାଳୀ। ୨୫ ବର୍ଷ ଭିତରେ ତାଇୱାନ ଅନୁଭୂତ ହୋଇଥିବା ସବୁଠାରୁ ଅଧିକ ଶକ୍ତିଶାଳୀ ଭୂକମ୍ପ। ଏହି ଭୂକମ୍ପରେ ଘର, ଅଫିସ ଆଦି ଭୁୁଶୁଡ଼ି ପଡ଼ିବା ସହ ବହୁ କ୍ଷୟକ୍ଷତି ହୋଇଛି। ସେପଟେ ତାଇୱାନର ପୂର୍ବ ସହର ହୁଆଲିନରେ ଥିବା କୋଠାଗୁଡ଼ିକର ଭିତ୍ତିପ୍ରସ୍ତର ଭୂମିକମ୍ପରେ ଦୋହଲି ଯାଇଛି। ରାଜଧାନୀ ତାଇପେରେ ଏହି ଭୂମିକମ୍ପ ଅନୁଭୂତ ହୋଇଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର