ଚନ୍ଦ୍ରବାବୁ ନାଇଡୁଙ୍କ ଚାଞ୍ଚଲ୍ୟକର ବୟାନ: କ୍ଷମତାକୁ ଆସିଲେ ଲୋକଙ୍କୁ କମ୍ ଦାମରେ ଦେବି କ୍ୱାଲିଟି ମଦ

The Sakala Picture
Published On

ବିଶାଖାପାଟନମ୍: ପାଖେଇ ଆସିଲାଣି ଲୋକସଭା ନିର୍ବାଚନ। ନେତା ମନ୍ତ୍ରୀମାନେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ବିଭିନ୍ନ ପନ୍ଥା ଆପଣଉଛନ୍ତି । ଏହାରି ଭିତରେ ତେଲୁଗୁ ଦେଶମ ପାର୍ଟି ମୁଖ୍ୟ ତଥା ଆନ୍ଧ୍ର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କ ଚାଞ୍ଚଲ୍ୟକର ବୟାନ ସାମ୍ନାକୁ ଆସିଛି । ଆନ୍ଧ୍ରପ୍ରଦେଶର କୁପମ ଆସନରୁ ଚନ୍ଦ୍ରବାବୁ ନାଇଡୁ ପ୍ରାର୍ଥୀ ହୋଇଛନ୍ତି । କୁପମରେ ସେ ଆଜି ଏକ ରାଲିକୁ ସମ୍ବୋଧନ କରିବା ସମୟରେ ସେ ଭୋଟରଙ୍କୁ ଲୋଭ ଦେଖାଇଛନ୍ତି । ସେ […]

ବିଶାଖାପାଟନମ୍: ପାଖେଇ ଆସିଲାଣି ଲୋକସଭା ନିର୍ବାଚନ। ନେତା ମନ୍ତ୍ରୀମାନେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ବିଭିନ୍ନ ପନ୍ଥା ଆପଣଉଛନ୍ତି । ଏହାରି ଭିତରେ ତେଲୁଗୁ ଦେଶମ ପାର୍ଟି ମୁଖ୍ୟ ତଥା ଆନ୍ଧ୍ର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କ ଚାଞ୍ଚଲ୍ୟକର ବୟାନ ସାମ୍ନାକୁ ଆସିଛି ।

ଆହୁରି ପଢ଼ନ୍ତୁ: ରାଞ୍ଚି ପାସପୋର୍ଟ ଅଫିସକୁ ବୋମାରେ ଉଡ଼ାଇ ଦେବାକୁ ଧମକ: ତନାଘନା ଯାଞ୍ଚ ପରେ ପୋଲିସ ଦେଲା ବଡ଼ ସୂଚନା

ଆନ୍ଧ୍ରପ୍ରଦେଶର କୁପମ ଆସନରୁ ଚନ୍ଦ୍ରବାବୁ ନାଇଡୁ ପ୍ରାର୍ଥୀ ହୋଇଛନ୍ତି । କୁପମରେ ସେ ଆଜି ଏକ ରାଲିକୁ ସମ୍ବୋଧନ କରିବା ସମୟରେ ସେ ଭୋଟରଙ୍କୁ ଲୋଭ ଦେଖାଇଛନ୍ତି । ସେ କହିଛନ୍ତି ଯେ, ଆନ୍ଧ୍ରପ୍ରଦେଶରେ କ୍ଷମତାକୁ ଫେରିଲେ ତାଙ୍କ ସରକାର ଭୋଟର୍‌ଙ୍କୁ କ୍ବାଲିଟି ମଦ ଯୋଗାଇଦେବ ବୋଲି ପ୍ରତିଶୃତି ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ୧୩ ବର୍ଷର କୋମା ପରେ 'ଇଚ୍ଛା ମୃତ୍ୟୁ' ଅନୁମତି: ସୁପ୍ରିମକୋର୍ଟଙ୍କ ଐତିହାସିକ ନିଷ୍ପତ୍ତି

ସେ ଆହୁରି କହିଛନ୍ତି, ‘ଜଗନ ରେଡ୍ଡୀ ସରକାର ବେଳେ ମଦ ଦର ୬୦ ଟଙ୍କାରୁ ୨୦୦ ଟଙ୍କା କୁ ବୃଦ୍ଧି ପାଇଛି । ୱାଇଏସଆର କଂଗ୍ରେସ ସରକାର ନିମ୍ନ ମାନର ମଦରେ ଅଧିକ ଦାମ୍ ନେଉଛି ବୋଲି ନାଇଡୁ ଦାବି କରିଛନ୍ତି । ତେଣୁ ଆମ ସରକାର ଆନ୍ଧ୍ରପ୍ରଦେଶରେ ମେଣ୍ଟରେ ସାମିଲ ଥିବା ଅନ୍ୟତମ ଦଳ ଜନସେନା ମୁଖ୍ୟ ପବନ କଲ୍ୟାଣ କହିଛନ୍ତି, ନିମ୍ନ ମାନର ମଦ ପିଇଲେ ଲୋକେ ଅସୁସ୍ଥ ହେବା ନିଶ୍ଚିତ । ମଦ କିଣିବା ବେଳେ କାହିଁକି ଡିଜିଟାଲ ପେମେଣ୍ଟ ଗ୍ରହଣ କରାଯାଉନି ବୋଲି ସେ ପ୍ରଶ୍ନ କରିଛନ୍ତି ।

ଆହୁରି ପଢ଼ନ୍ତୁ: ପାଟନାରେ ଲଜ୍ଜା: ମାନେରରେ ଟ୍ୟୁସନ ଶିକ୍ଷକଙ୍କ ଦୁଷ୍କର୍ମ ଶିକାର ହେଲେ ନାବାଳିକା ଛାତ୍ରୀ, ଅଭିଯୁକ୍ତ ଫେରାର

ସେହିପରି, ଆନ୍ଧ୍ରରେ ମଦ କାରବାର ବେଳେ ଦୁର୍ନୀତି ହେଉଛି । ଏହାର ତଦନ୍ତ ହେବା ଆବଶ୍ୟକ ବୋଲି ଆନ୍ଧ୍ର ବିଜେପି ସଭାପତି ଡି ପୁରନ୍ଦେଶ୍ୱରୀ କହିଛନ୍ତି । ତେବେ ଚଳିତ ଥର ଆନ୍ଧ୍ରପ୍ରଦେଶରେ ଲୋକସଭା ସହ ବିଧାନସଭା ନିର୍ବାଚନ ମଧ୍ୟ ହେବ। ଚଳିତ ଥର ଟିଡିପି-ଏନ୍‌ଡିଏ-ଜନସେନା ପାର୍ଟି ମଧ୍ୟରେ ମେଣ୍ଟ ହୋଇଛି ।

08 Apr 2024 By The Sakala

ଚନ୍ଦ୍ରବାବୁ ନାଇଡୁଙ୍କ ଚାଞ୍ଚଲ୍ୟକର ବୟାନ: କ୍ଷମତାକୁ ଆସିଲେ ଲୋକଙ୍କୁ କମ୍ ଦାମରେ ଦେବି କ୍ୱାଲିଟି ମଦ

ବିଶାଖାପାଟନମ୍: ପାଖେଇ ଆସିଲାଣି ଲୋକସଭା ନିର୍ବାଚନ। ନେତା ମନ୍ତ୍ରୀମାନେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ବିଭିନ୍ନ ପନ୍ଥା ଆପଣଉଛନ୍ତି । ଏହାରି ଭିତରେ ତେଲୁଗୁ ଦେଶମ ପାର୍ଟି ମୁଖ୍ୟ ତଥା ଆନ୍ଧ୍ର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କ ଚାଞ୍ଚଲ୍ୟକର ବୟାନ ସାମ୍ନାକୁ ଆସିଛି ।

ଆନ୍ଧ୍ରପ୍ରଦେଶର କୁପମ ଆସନରୁ ଚନ୍ଦ୍ରବାବୁ ନାଇଡୁ ପ୍ରାର୍ଥୀ ହୋଇଛନ୍ତି । କୁପମରେ ସେ ଆଜି ଏକ ରାଲିକୁ ସମ୍ବୋଧନ କରିବା ସମୟରେ ସେ ଭୋଟରଙ୍କୁ ଲୋଭ ଦେଖାଇଛନ୍ତି । ସେ କହିଛନ୍ତି ଯେ, ଆନ୍ଧ୍ରପ୍ରଦେଶରେ କ୍ଷମତାକୁ ଫେରିଲେ ତାଙ୍କ ସରକାର ଭୋଟର୍‌ଙ୍କୁ କ୍ବାଲିଟି ମଦ ଯୋଗାଇଦେବ ବୋଲି ପ୍ରତିଶୃତି ଦେଇଛନ୍ତି ।

ସେ ଆହୁରି କହିଛନ୍ତି, ‘ଜଗନ ରେଡ୍ଡୀ ସରକାର ବେଳେ ମଦ ଦର ୬୦ ଟଙ୍କାରୁ ୨୦୦ ଟଙ୍କା କୁ ବୃଦ୍ଧି ପାଇଛି । ୱାଇଏସଆର କଂଗ୍ରେସ ସରକାର ନିମ୍ନ ମାନର ମଦରେ ଅଧିକ ଦାମ୍ ନେଉଛି ବୋଲି ନାଇଡୁ ଦାବି କରିଛନ୍ତି । ତେଣୁ ଆମ ସରକାର ଆନ୍ଧ୍ରପ୍ରଦେଶରେ ମେଣ୍ଟରେ ସାମିଲ ଥିବା ଅନ୍ୟତମ ଦଳ ଜନସେନା ମୁଖ୍ୟ ପବନ କଲ୍ୟାଣ କହିଛନ୍ତି, ନିମ୍ନ ମାନର ମଦ ପିଇଲେ ଲୋକେ ଅସୁସ୍ଥ ହେବା ନିଶ୍ଚିତ । ମଦ କିଣିବା ବେଳେ କାହିଁକି ଡିଜିଟାଲ ପେମେଣ୍ଟ ଗ୍ରହଣ କରାଯାଉନି ବୋଲି ସେ ପ୍ରଶ୍ନ କରିଛନ୍ତି ।

ସେହିପରି, ଆନ୍ଧ୍ରରେ ମଦ କାରବାର ବେଳେ ଦୁର୍ନୀତି ହେଉଛି । ଏହାର ତଦନ୍ତ ହେବା ଆବଶ୍ୟକ ବୋଲି ଆନ୍ଧ୍ର ବିଜେପି ସଭାପତି ଡି ପୁରନ୍ଦେଶ୍ୱରୀ କହିଛନ୍ତି । ତେବେ ଚଳିତ ଥର ଆନ୍ଧ୍ରପ୍ରଦେଶରେ ଲୋକସଭା ସହ ବିଧାନସଭା ନିର୍ବାଚନ ମଧ୍ୟ ହେବ। ଚଳିତ ଥର ଟିଡିପି-ଏନ୍‌ଡିଏ-ଜନସେନା ପାର୍ଟି ମଧ୍ୟରେ ମେଣ୍ଟ ହୋଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର