ଛତିଶଗଡରେ ମୋରମ ଖଣିକୁ ଖସିଲା ବସ୍: ୧୨ ମୃତ, ୨୦ରୁ ଉର୍ଦ୍ଧ୍ବ ଗୁରୁତର

The Sakala Picture
Published On

ରାୟପୁର: ଛତିଶଗଡ଼ ଦୁର୍ଗ ଜିଲ୍ଲା ଖାପ୍ରିରେ ମର୍ମନ୍ତୁଦ ଦୁର୍ଘଟଣା । ଗତ ରାତିରେ ଭାରସାମ୍ୟ ହରାଇ ଏକ ବସ୍‌ ୪୦ ଫୁଟ୍ ତଳ ମୋରମ ଖଣିକୁ ଖସି ପଡ଼ିଛି । ଏଥିରେ ୧୨ ଜଣଙ୍କ ର ମୃତ୍ୟୁ ଘଟିଥିବାବେଳେ ୨୦ରୁ ଅଧିକ ଗୁରୁତର ହୋଇଥିବା ନେଇ ସୂଚନା ମିଳିଛି। ସୂଚନା ଅନୁଯାୟୀ, ମଙ୍ଗଳବାର ରାତି ପ୍ରାୟ ୯ଟା ସମୟରେ ଶ୍ରମିକଙ୍କୁ ନେଇ ଯାଉଥିବା ଏକ ବସ୍ ଲାଲ୍ ମୋରମ ଖଣିକୁ ଖସି ପଡ଼ିଥିଲା । ଉକ୍ତ ବସରେ […]

ରାୟପୁର: ଛତିଶଗଡ଼ ଦୁର୍ଗ ଜିଲ୍ଲା ଖାପ୍ରିରେ ମର୍ମନ୍ତୁଦ ଦୁର୍ଘଟଣା । ଗତ ରାତିରେ ଭାରସାମ୍ୟ ହରାଇ ଏକ ବସ୍‌ ୪୦ ଫୁଟ୍ ତଳ ମୋରମ ଖଣିକୁ ଖସି ପଡ଼ିଛି । ଏଥିରେ ୧୨ ଜଣଙ୍କ ର ମୃତ୍ୟୁ ଘଟିଥିବାବେଳେ ୨୦ରୁ ଅଧିକ ଗୁରୁତର ହୋଇଥିବା ନେଇ ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: "ଏଠାରୁ ଟ୍ରାଫିକ୍ ହଟାଅ": ରାଲି ଯୋଗୁଁ ରାସ୍ତା ଜାମ୍ ହେବାରୁ ମନ୍ତ୍ରୀ ଗିରୀଶ ମହାଜନଙ୍କ ଉପରେ ବର୍ଷିଲେ ମୁମ୍ବାଇର ମହିଳା

ସୂଚନା ଅନୁଯାୟୀ, ମଙ୍ଗଳବାର ରାତି ପ୍ରାୟ ୯ଟା ସମୟରେ ଶ୍ରମିକଙ୍କୁ ନେଇ ଯାଉଥିବା ଏକ ବସ୍ ଲାଲ୍ ମୋରମ ଖଣିକୁ ଖସି ପଡ଼ିଥିଲା । ଉକ୍ତ ବସରେ ମୋଟ ୩୦ରୁ ଅଧିକ ଯାତ୍ରୀ ଥିଲେ । ଦୁର୍ଘଟଣା ପରେ ପ୍ରଥମେ ସ୍ଥାନୀୟ ଲୋକେ ଆସି ପୋଲିସକୁ ଖବର ଦେଇଥିଲେ । ତୁରନ୍ତ ପୁଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ସ୍ଥାନୀୟ ହସ୍ପିଟାଲକୁ ପଠାଇଥିଲେ ।ବିଳମ୍ବିତ ରାତି ପର୍ଯ୍ୟନ୍ତ ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି ।

ଆହୁରି ପଢ଼ନ୍ତୁ: ବିକାଜି ଫୁଡ୍ସର ପ୍ରତିଷ୍ଠାତା ଶିବ ରତନ ଅଗ୍ରୱାଲଙ୍କ ପରଲୋକ, ୭୪ ବର୍ଷ ବୟସରେ ହୃଦଘାତରେ ମୃତ୍ୟୁ

10 Apr 2024 By The Sakala

ଛତିଶଗଡରେ ମୋରମ ଖଣିକୁ ଖସିଲା ବସ୍: ୧୨ ମୃତ, ୨୦ରୁ ଉର୍ଦ୍ଧ୍ବ ଗୁରୁତର

ରାୟପୁର: ଛତିଶଗଡ଼ ଦୁର୍ଗ ଜିଲ୍ଲା ଖାପ୍ରିରେ ମର୍ମନ୍ତୁଦ ଦୁର୍ଘଟଣା । ଗତ ରାତିରେ ଭାରସାମ୍ୟ ହରାଇ ଏକ ବସ୍‌ ୪୦ ଫୁଟ୍ ତଳ ମୋରମ ଖଣିକୁ ଖସି ପଡ଼ିଛି । ଏଥିରେ ୧୨ ଜଣଙ୍କ ର ମୃତ୍ୟୁ ଘଟିଥିବାବେଳେ ୨୦ରୁ ଅଧିକ ଗୁରୁତର ହୋଇଥିବା ନେଇ ସୂଚନା ମିଳିଛି।

ସୂଚନା ଅନୁଯାୟୀ, ମଙ୍ଗଳବାର ରାତି ପ୍ରାୟ ୯ଟା ସମୟରେ ଶ୍ରମିକଙ୍କୁ ନେଇ ଯାଉଥିବା ଏକ ବସ୍ ଲାଲ୍ ମୋରମ ଖଣିକୁ ଖସି ପଡ଼ିଥିଲା । ଉକ୍ତ ବସରେ ମୋଟ ୩୦ରୁ ଅଧିକ ଯାତ୍ରୀ ଥିଲେ । ଦୁର୍ଘଟଣା ପରେ ପ୍ରଥମେ ସ୍ଥାନୀୟ ଲୋକେ ଆସି ପୋଲିସକୁ ଖବର ଦେଇଥିଲେ । ତୁରନ୍ତ ପୁଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ସ୍ଥାନୀୟ ହସ୍ପିଟାଲକୁ ପଠାଇଥିଲେ ।ବିଳମ୍ବିତ ରାତି ପର୍ଯ୍ୟନ୍ତ ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର