ଅନ୍ତର୍ଜାତୀୟ ବିମାନ ସେବା ଉପରେ କଟକଣା ବୃଦ୍ଧି : ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଉଡିବନି ବିମାନ

The Sakala Picture
Published On

ନୂଆଦିଲ୍ଲୀ : ଅନ୍ତର୍ଜାତୀୟ ବିମାନ ସେବା ଉପରେ କଟକଣାକୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ (ଡିଜିସିଏ) ପକ୍ଷରୁ ଏହି ସୂଚନା ଦିଆଯାଇଛି । ମାର୍ଚ୍ଚ ୩୧ ରାତି ୨୩ଟା୫୯ ଯାଏ ଏହି କଟକଣା ଜାରି ରହିବ। ତେବେ ଏହି କଟକଣା କାର୍ଗୋ ସେବା ପାଇଁ ଲାଗୁ ହେବ ନାହିଁ । କିଛି ଅନ୍ତର୍ଜାତୀୟ ଫ୍ଲାଇଟକୁ କେତେକ ନିର୍ଦ୍ଦିଷ୍ଟ ରୁଟ୍‌ରେ ଅନୁମତି ଦିଆଯିବ ବୋଲି ଡିଜିସିଏ ତରଫରୁ କୁହାଯାଇଛି । […]

ନୂଆଦିଲ୍ଲୀ : ଅନ୍ତର୍ଜାତୀୟ ବିମାନ ସେବା ଉପରେ କଟକଣାକୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ (ଡିଜିସିଏ) ପକ୍ଷରୁ ଏହି ସୂଚନା ଦିଆଯାଇଛି । ମାର୍ଚ୍ଚ ୩୧ ରାତି ୨୩ଟା୫୯ ଯାଏ ଏହି କଟକଣା ଜାରି ରହିବ। ତେବେ ଏହି କଟକଣା କାର୍ଗୋ ସେବା ପାଇଁ ଲାଗୁ ହେବ ନାହିଁ । କିଛି ଅନ୍ତର୍ଜାତୀୟ ଫ୍ଲାଇଟକୁ କେତେକ ନିର୍ଦ୍ଦିଷ୍ଟ ରୁଟ୍‌ରେ ଅନୁମତି ଦିଆଯିବ ବୋଲି ଡିଜିସିଏ ତରଫରୁ କୁହାଯାଇଛି ।

ଆହୁରି ପଢ଼ନ୍ତୁ: ମୁରାଦାବାଦରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ: ପ୍ରେମିକ ସାଜିଥିବା ପୁତୁରା ସହ ମିଶି ସ୍ୱାମୀଙ୍କୁ କରେଣ୍ଟ ଓ ବିଷ ଦେଇ ହତ୍ୟା କଲା ସ୍ତ୍ରୀ

କରୋନା ପାଇଁ ଗତବର୍ଷ ମାର୍ଚ୍ଚ ମାସରୁ ଦେଶରେ ଅନ୍ତର୍ଜାତୀୟ ବିମାନ ସେବା ଉପରେ କଟକଣା ଲାଗିଥିଲା । କୋଭିଡ୍ ସ୍ଥିତିରେ ସୁଧାର ପରେ ପର୍ଯ୍ୟାୟ କ୍ରମେ କେନ୍ଦ୍ର ସରକାର ବିଭିନ୍ନ କ୍ଷେତ୍ରରେ କଟକଣା କୋହଳ କରିଥିଲେ ମଧ୍ୟ ଅନ୍ତର୍ଜାତୀୟ ବିମାନସେବା ପୁନର୍ବାର ଆରମ୍ଭ କରିବା ପାଇଁ ଅନୁମତି ଦେଇ ନାହାନ୍ତି ।

ଆହୁରି ପଢ଼ନ୍ତୁ: ଇନ୍ଦୋରରେ ମଦ ବ୍ୟବସାୟୀଙ୍କୁ ବ୍ଲାକମେଲ୍: ଘରୋଇ ଫଟୋ ଭାଇରାଲ୍ କରି ୧ କୋଟି ମାଗିଥିବା ୭ ଅଭିଯୁକ୍ତ ଗିରଫ, ଯାଞ୍ଚ ପାଇଁ ଗଲା ମୋବାଇଲ୍

ବ୍ରିଟେନରେ କରୋନାର ନୂଆ ଷ୍ଟ୍ରେନ୍ ଚିହ୍ନଟ ପରେ ଗତ ଡିସେମ୍ବରରେ ଭାରତ ସରକାର ସେହି ଦେଶରୁ ବିମାନ ଯାତ୍ରା ଉପରେ କଟକଣା ଲଗାଇଥିଲେ । ପରେ ଏହି କଟକଣା କୋହଳ କରାଯାଇଥିଲା ।

ଆହୁରି ପଢ଼ନ୍ତୁ: ଯାନ୍ତ୍ରିକ ତ୍ରୁଟି ଯୋଗୁଁ କାଶ୍ମୀର ଗୁଲମାର୍ଗରେ ହଠାତ୍ ଅଟକିଗଲା ରୋପ୍‌ ୱେ, ମଝି ଆକାଶରେ ଫସିଲେ ୩୦୦ ପର୍ଯ୍ୟଟକ

27 Feb 2021 By The Sakala

ଅନ୍ତର୍ଜାତୀୟ ବିମାନ ସେବା ଉପରେ କଟକଣା ବୃଦ୍ଧି : ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଉଡିବନି ବିମାନ

ନୂଆଦିଲ୍ଲୀ : ଅନ୍ତର୍ଜାତୀୟ ବିମାନ ସେବା ଉପରେ କଟକଣାକୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ (ଡିଜିସିଏ) ପକ୍ଷରୁ ଏହି ସୂଚନା ଦିଆଯାଇଛି । ମାର୍ଚ୍ଚ ୩୧ ରାତି ୨୩ଟା୫୯ ଯାଏ ଏହି କଟକଣା ଜାରି ରହିବ। ତେବେ ଏହି କଟକଣା କାର୍ଗୋ ସେବା ପାଇଁ ଲାଗୁ ହେବ ନାହିଁ । କିଛି ଅନ୍ତର୍ଜାତୀୟ ଫ୍ଲାଇଟକୁ କେତେକ ନିର୍ଦ୍ଦିଷ୍ଟ ରୁଟ୍‌ରେ ଅନୁମତି ଦିଆଯିବ ବୋଲି ଡିଜିସିଏ ତରଫରୁ କୁହାଯାଇଛି ।

କରୋନା ପାଇଁ ଗତବର୍ଷ ମାର୍ଚ୍ଚ ମାସରୁ ଦେଶରେ ଅନ୍ତର୍ଜାତୀୟ ବିମାନ ସେବା ଉପରେ କଟକଣା ଲାଗିଥିଲା । କୋଭିଡ୍ ସ୍ଥିତିରେ ସୁଧାର ପରେ ପର୍ଯ୍ୟାୟ କ୍ରମେ କେନ୍ଦ୍ର ସରକାର ବିଭିନ୍ନ କ୍ଷେତ୍ରରେ କଟକଣା କୋହଳ କରିଥିଲେ ମଧ୍ୟ ଅନ୍ତର୍ଜାତୀୟ ବିମାନସେବା ପୁନର୍ବାର ଆରମ୍ଭ କରିବା ପାଇଁ ଅନୁମତି ଦେଇ ନାହାନ୍ତି ।

ବ୍ରିଟେନରେ କରୋନାର ନୂଆ ଷ୍ଟ୍ରେନ୍ ଚିହ୍ନଟ ପରେ ଗତ ଡିସେମ୍ବରରେ ଭାରତ ସରକାର ସେହି ଦେଶରୁ ବିମାନ ଯାତ୍ରା ଉପରେ କଟକଣା ଲଗାଇଥିଲେ । ପରେ ଏହି କଟକଣା କୋହଳ କରାଯାଇଥିଲା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର