ପାଟନା: ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ, ୬ ମୃତ

The Sakala Picture
Published On

ପାଟଣା: ପାଟନା ରେଳ ଷ୍ଟେସନ ଜଙ୍କସନରେ ଥିବା ଏକ ହୋଟେଲରେ ଗୁରୁବାର ଅଗ୍ନିକାଣ୍ଡ ଘଟି ୬ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା। ୨୦ରୁ ଅଧିକ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ଅଣାଯାଇଛି।ବରିଷ୍ଠ ଆରକ୍ଷୀ ଅଧୀକ୍ଷକ ରାଜୀବ ମିଶ୍ରଙ୍କ ସୂଚନା ଅନୁଯାୟୀ, ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଥିବା ଏହି କୋଠାରୁ ଅଗ୍ନିଶମ ବାହିନୀ ୨୦ରୁ ଅଧିକ ଲୋକଙ୍କୁ ଉଦ୍ଧାର କରିଛନ୍ତି। ଘଟଣାସ୍ଥଳରେ ପହଞ୍ଚି ଡିଆଇଜି (ଅଗ୍ନିଶମ) ମୃତ୍ୟୁଞ୍ଜୟ କୁମାର ଚୌଧୁରୀ ଗଣମାଧ୍ୟମକୁ କହିଛନ୍ତି, ଆମେ ନିଆଁକୁ ଆୟତ୍ତ କରିଛୁ। ପୂର୍ବାହ୍ନ ପ୍ରାୟ […]

ପାଟଣା: ପାଟନା ରେଳ ଷ୍ଟେସନ ଜଙ୍କସନରେ ଥିବା ଏକ ହୋଟେଲରେ ଗୁରୁବାର ଅଗ୍ନିକାଣ୍ଡ ଘଟି ୬ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା। ୨୦ରୁ ଅଧିକ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ଅଣାଯାଇଛି।ବରିଷ୍ଠ ଆରକ୍ଷୀ ଅଧୀକ୍ଷକ ରାଜୀବ ମିଶ୍ରଙ୍କ ସୂଚନା ଅନୁଯାୟୀ, ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଥିବା ଏହି କୋଠାରୁ ଅଗ୍ନିଶମ ବାହିନୀ ୨୦ରୁ ଅଧିକ ଲୋକଙ୍କୁ ଉଦ୍ଧାର କରିଛନ୍ତି।

ଆହୁରି ପଢ଼ନ୍ତୁ: କେରଳମ୍ ଛୁଇଁଲା ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ: IMD

ଘଟଣାସ୍ଥଳରେ ପହଞ୍ଚି ଡିଆଇଜି (ଅଗ୍ନିଶମ) ମୃତ୍ୟୁଞ୍ଜୟ କୁମାର ଚୌଧୁରୀ ଗଣମାଧ୍ୟମକୁ କହିଛନ୍ତି, ଆମେ ନିଆଁକୁ ଆୟତ୍ତ କରିଛୁ। ପୂର୍ବାହ୍ନ ପ୍ରାୟ ୧୧ଟାରେ ଅଗ୍ନିକାଣ୍ଡ ବାବଦରେ ସୂଚନା ମିଳିବା ପରେ ଟିମ୍ ଆସି ନିଆଁ ଲିଭା କାମରେ ଲାଗିଛି। ଉପଯୁକ୍ତ ତଦନ୍ତ ହେଲେ ଅଗ୍ନିକାଣ୍ଡର କାରଣ ଜଣାପଡ଼ିବ ଏବଂ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।

ଆହୁରି ପଢ଼ନ୍ତୁ: ଲଣ୍ଡନରେ ସିଜେଆଇ ସୂର୍ଯ୍ୟକାନ୍ତଙ୍କ କାର୍ଯ୍ୟକ୍ରମରେ ବିଶୃଙ୍ଖଳା: 'ଅଶୋଭନୀୟ ଆଚରଣ' କହି ନିନ୍ଦା କଲା ଭାରତୀୟ ହାଇକମିଶନ

25 Apr 2024 By The Sakala

ପାଟନା: ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ, ୬ ମୃତ

ପାଟଣା: ପାଟନା ରେଳ ଷ୍ଟେସନ ଜଙ୍କସନରେ ଥିବା ଏକ ହୋଟେଲରେ ଗୁରୁବାର ଅଗ୍ନିକାଣ୍ଡ ଘଟି ୬ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା। ୨୦ରୁ ଅଧିକ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ଅଣାଯାଇଛି।ବରିଷ୍ଠ ଆରକ୍ଷୀ ଅଧୀକ୍ଷକ ରାଜୀବ ମିଶ୍ରଙ୍କ ସୂଚନା ଅନୁଯାୟୀ, ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଥିବା ଏହି କୋଠାରୁ ଅଗ୍ନିଶମ ବାହିନୀ ୨୦ରୁ ଅଧିକ ଲୋକଙ୍କୁ ଉଦ୍ଧାର କରିଛନ୍ତି।

ଘଟଣାସ୍ଥଳରେ ପହଞ୍ଚି ଡିଆଇଜି (ଅଗ୍ନିଶମ) ମୃତ୍ୟୁଞ୍ଜୟ କୁମାର ଚୌଧୁରୀ ଗଣମାଧ୍ୟମକୁ କହିଛନ୍ତି, ଆମେ ନିଆଁକୁ ଆୟତ୍ତ କରିଛୁ। ପୂର୍ବାହ୍ନ ପ୍ରାୟ ୧୧ଟାରେ ଅଗ୍ନିକାଣ୍ଡ ବାବଦରେ ସୂଚନା ମିଳିବା ପରେ ଟିମ୍ ଆସି ନିଆଁ ଲିଭା କାମରେ ଲାଗିଛି। ଉପଯୁକ୍ତ ତଦନ୍ତ ହେଲେ ଅଗ୍ନିକାଣ୍ଡର କାରଣ ଜଣାପଡ଼ିବ ଏବଂ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର