ଜୁଲାଇ ୩୧ ସୁଦ୍ଧା ଦ୍ୱାଦଶ ପରୀକ୍ଷାଫଳ ପ୍ରକାଶ କରିବାକୁ ସବୁ ରାଜ୍ୟ ବୋର୍ଡକୁ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

The Sakala Picture
Published On

ନୂଆଦିଲ୍ଲୀ: ଜୁଲାଇ ୩୧ ତାରିଖ ସୁଦ୍ଧା ଦ୍ୱାଦଶ ପରୀକ୍ଷାଫଳ ପ୍ରକାଶ କର । ସବୁ ରାଜ୍ୟ ବୋର୍ଡକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଅଧିକାଂଶ ରାଜ୍ୟ ଏବର୍ଷ ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ବାତିଲ୍ କରିଛନ୍ତି । ସେବୁ ରାଜ୍ୟର ବୋର୍ଡକୁ ଜୁଲାଇ ୩୧ ସୁଦ୍ଧା ରେଜଲ୍ଟ ପ୍ରକାଶ କରିବାକୁ କହିଛନ୍ତି ସର୍ବୋଚ୍ଚ ଅଦାଲତ । ସେହିପରି କୋର୍ଟ କହିଛନ୍ତି, ଯେଉଁ ରାଜ୍ୟ ବର୍ତ୍ତମାନ ସୁଦ୍ଧା ବିକଳ୍ପ ମୂଲ୍ୟାୟନ ପ୍ରକ୍ରିୟା ସ୍ଥିର କରି […]

ନୂଆଦିଲ୍ଲୀ: ଜୁଲାଇ ୩୧ ତାରିଖ ସୁଦ୍ଧା ଦ୍ୱାଦଶ ପରୀକ୍ଷାଫଳ ପ୍ରକାଶ କର । ସବୁ ରାଜ୍ୟ ବୋର୍ଡକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଅଧିକାଂଶ ରାଜ୍ୟ ଏବର୍ଷ ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ବାତିଲ୍ କରିଛନ୍ତି । ସେବୁ ରାଜ୍ୟର ବୋର୍ଡକୁ ଜୁଲାଇ ୩୧ ସୁଦ୍ଧା ରେଜଲ୍ଟ ପ୍ରକାଶ କରିବାକୁ କହିଛନ୍ତି ସର୍ବୋଚ୍ଚ ଅଦାଲତ । ସେହିପରି କୋର୍ଟ କହିଛନ୍ତି, ଯେଉଁ ରାଜ୍ୟ ବର୍ତ୍ତମାନ ସୁଦ୍ଧା ବିକଳ୍ପ ମୂଲ୍ୟାୟନ ପ୍ରକ୍ରିୟା ସ୍ଥିର କରି ନାହାନ୍ତି ସେମାନେ ୧୦ ଦିନ ଭିତରେ ପ୍ରସ୍ତୁତ କରନ୍ତୁ ।

ଆହୁରି ପଢ଼ନ୍ତୁ: ଜମ୍ମୁ-କାଶ୍ମୀରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ଶହେ ଫୁଟ୍ ତଳକୁ ଖସିଲା ବସ୍‌, ୧୫ ମୃତ

ପୂର୍ବରୁ ସିବିଏସଇ ବୋର୍ଡ ଜୁଲାଇ ୩୧ ତାରିଖ ସୁଦ୍ଧା ପରୀକ୍ଷାଫଳ ଘୋଷଣା କରିବ ବୋଲି ସୁପ୍ରିମକୋର୍ଟଙ୍କୁ ଅବଗତ କରାଇଥିଲା । ଏହାସହ ମୂଲ୍ୟାୟନ ଫର୍ମୂଲା ବି କହିଥିଲା ସିବିଏସଇ । ଦଶମ, ଏକାଦଶ ଓ ଦ୍ୱାଦଶ ପ୍ରି-ବୋର୍ଡ ପରୀକ୍ଷା ଫଳ ଆଧାରରେ ଦ୍ୱାଦଶ ଶ୍ରେଣୀ ଫାଇନାଲ୍ ରେଜଲ୍ଟ ପ୍ରକାଶ ପାଇବ । ସେହିପରି ଆଇସିଏସଇ ବୋର୍ଡ ବି ଜୁଲାଇ ୩୧ ପୂର୍ବରୁ କରାଯିବ ବୋଲି ସୁପ୍ରିମକୋର୍ଟଙ୍କୁ ଜଣାଇଥିଲା ।

ଆହୁରି ପଢ଼ନ୍ତୁ: ଖାଦ୍ୟ ପଦାର୍ଥରେ ଆଉ ବ୍ୟବହାର ହେବନି ଅଶ୍ୱଗନ୍ଧା ପତ୍ର, କେବଳ ଚେର ବ୍ୟବହାର ପାଇଁ ଅନୁମତି

24 Jun 2021 By The Sakala

ଜୁଲାଇ ୩୧ ସୁଦ୍ଧା ଦ୍ୱାଦଶ ପରୀକ୍ଷାଫଳ ପ୍ରକାଶ କରିବାକୁ ସବୁ ରାଜ୍ୟ ବୋର୍ଡକୁ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଜୁଲାଇ ୩୧ ତାରିଖ ସୁଦ୍ଧା ଦ୍ୱାଦଶ ପରୀକ୍ଷାଫଳ ପ୍ରକାଶ କର । ସବୁ ରାଜ୍ୟ ବୋର୍ଡକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଅଧିକାଂଶ ରାଜ୍ୟ ଏବର୍ଷ ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ବାତିଲ୍ କରିଛନ୍ତି । ସେବୁ ରାଜ୍ୟର ବୋର୍ଡକୁ ଜୁଲାଇ ୩୧ ସୁଦ୍ଧା ରେଜଲ୍ଟ ପ୍ରକାଶ କରିବାକୁ କହିଛନ୍ତି ସର୍ବୋଚ୍ଚ ଅଦାଲତ । ସେହିପରି କୋର୍ଟ କହିଛନ୍ତି, ଯେଉଁ ରାଜ୍ୟ ବର୍ତ୍ତମାନ ସୁଦ୍ଧା ବିକଳ୍ପ ମୂଲ୍ୟାୟନ ପ୍ରକ୍ରିୟା ସ୍ଥିର କରି ନାହାନ୍ତି ସେମାନେ ୧୦ ଦିନ ଭିତରେ ପ୍ରସ୍ତୁତ କରନ୍ତୁ ।

ପୂର୍ବରୁ ସିବିଏସଇ ବୋର୍ଡ ଜୁଲାଇ ୩୧ ତାରିଖ ସୁଦ୍ଧା ପରୀକ୍ଷାଫଳ ଘୋଷଣା କରିବ ବୋଲି ସୁପ୍ରିମକୋର୍ଟଙ୍କୁ ଅବଗତ କରାଇଥିଲା । ଏହାସହ ମୂଲ୍ୟାୟନ ଫର୍ମୂଲା ବି କହିଥିଲା ସିବିଏସଇ । ଦଶମ, ଏକାଦଶ ଓ ଦ୍ୱାଦଶ ପ୍ରି-ବୋର୍ଡ ପରୀକ୍ଷା ଫଳ ଆଧାରରେ ଦ୍ୱାଦଶ ଶ୍ରେଣୀ ଫାଇନାଲ୍ ରେଜଲ୍ଟ ପ୍ରକାଶ ପାଇବ । ସେହିପରି ଆଇସିଏସଇ ବୋର୍ଡ ବି ଜୁଲାଇ ୩୧ ପୂର୍ବରୁ କରାଯିବ ବୋଲି ସୁପ୍ରିମକୋର୍ଟଙ୍କୁ ଜଣାଇଥିଲା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର