ସ୍ଲୋଭାକିଆ ପ୍ରଧାନମନ୍ତ୍ରୀ ରୋବର୍ଟ ଫିକୋଙ୍କ ଉପରକୁ  ଗୁଳିମାଡ଼, ଶରୀରରେ ବାଜିଛି ଏକାଧିକ ଗୁଳି

The Sakala Picture
Published On

ନୂଆଦିଲ୍ଲୀ: ସ୍ଲୋଭାକିଆ ପ୍ରଧାନମନ୍ତ୍ରୀ ରୋବର୍ଟ ଫିକୋଙ୍କ ଉପରକୁ  ଗୁଳିମାଡ଼ ହୋଇଛି। ତାଙ୍କ ଶରୀରରେ ଏକାଧିକ ଗୁଳି ବାଜିଛି । ତାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବା ଜଣାପଡ଼ିଛି। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସ୍ଲୋଭାକିଆର ରାଜଧାନୀ ବ୍ରାଟିସ୍ଲାବାରୁ ପ୍ରାୟ ୧୫୦ କିଲୋମିଟର ଦୂର ହ୍ୟାଣ୍ଡଲୋବା ସହରରେ ଏହି ଘଟଣା ଘଟିଛି। ସେଠାରେ କ୍ୟାବିନେଟ୍ ବୈଠକ ପରେ ପ୍ରଧାନମନ୍ତ୍ରୀ ହାଉସ୍ ଅଫ୍ କଲ୍‌ଚର ବାହାରେ ଲୋକଙ୍କ ସହିତ କଥାବାର୍ତ୍ତା ହେଉଥିବା ବେଳେ ଜଣେ ବ୍ୟକ୍ତି ତାଙ୍କ ଉପରକୁ ଗୁଳି ଚଳାଇଥିଲେ। […]

ନୂଆଦିଲ୍ଲୀ: ସ୍ଲୋଭାକିଆ ପ୍ରଧାନମନ୍ତ୍ରୀ ରୋବର୍ଟ ଫିକୋଙ୍କ ଉପରକୁ  ଗୁଳିମାଡ଼ ହୋଇଛି। ତାଙ୍କ ଶରୀରରେ ଏକାଧିକ ଗୁଳି ବାଜିଛି । ତାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବା ଜଣାପଡ଼ିଛି। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସ୍ଲୋଭାକିଆର ରାଜଧାନୀ ବ୍ରାଟିସ୍ଲାବାରୁ ପ୍ରାୟ ୧୫୦ କିଲୋମିଟର ଦୂର ହ୍ୟାଣ୍ଡଲୋବା ସହରରେ ଏହି ଘଟଣା ଘଟିଛି। ସେଠାରେ କ୍ୟାବିନେଟ୍ ବୈଠକ ପରେ ପ୍ରଧାନମନ୍ତ୍ରୀ ହାଉସ୍ ଅଫ୍ କଲ୍‌ଚର ବାହାରେ ଲୋକଙ୍କ ସହିତ କଥାବାର୍ତ୍ତା ହେଉଥିବା ବେଳେ ଜଣେ ବ୍ୟକ୍ତି ତାଙ୍କ ଉପରକୁ ଗୁଳି ଚଳାଇଥିଲେ। ସୋଶିଆଲ ମିଡିଆରେ ଏହାର ଭିଡିଓ ମଧ୍ୟ ଭାଇରାଲ ହେଉଛି। ଏହି ଘଟଣାରେ ଜଣେ ସନ୍ଦିଗ୍ଧଙ୍କୁ ସ୍ଥାନୀୟ ପୁଲିସ ନିଜ କବଜାକୁ ନେଇଛି।

ଆହୁରି ପଢ଼ନ୍ତୁ: ବିଚାରପତିଙ୍କ ଟେବୁଲ୍ ଉପରେ ମୃତ ଭ୍ରୂଣ ରଖିଲେ ବ୍ୟକ୍ତି: ମଧ୍ୟପ୍ରଦେଶ ହାଇକୋର୍ଟରେ ଚାଞ୍ଚଲ୍ୟ, ମାଗିଲେ ଇଚ୍ଛାମୃତ୍ୟୁ

16 May 2024 By The Sakala

ସ୍ଲୋଭାକିଆ ପ୍ରଧାନମନ୍ତ୍ରୀ ରୋବର୍ଟ ଫିକୋଙ୍କ ଉପରକୁ  ଗୁଳିମାଡ଼, ଶରୀରରେ ବାଜିଛି ଏକାଧିକ ଗୁଳି

ନୂଆଦିଲ୍ଲୀ: ସ୍ଲୋଭାକିଆ ପ୍ରଧାନମନ୍ତ୍ରୀ ରୋବର୍ଟ ଫିକୋଙ୍କ ଉପରକୁ  ଗୁଳିମାଡ଼ ହୋଇଛି। ତାଙ୍କ ଶରୀରରେ ଏକାଧିକ ଗୁଳି ବାଜିଛି । ତାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବା ଜଣାପଡ଼ିଛି। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସ୍ଲୋଭାକିଆର ରାଜଧାନୀ ବ୍ରାଟିସ୍ଲାବାରୁ ପ୍ରାୟ ୧୫୦ କିଲୋମିଟର ଦୂର ହ୍ୟାଣ୍ଡଲୋବା ସହରରେ ଏହି ଘଟଣା ଘଟିଛି। ସେଠାରେ କ୍ୟାବିନେଟ୍ ବୈଠକ ପରେ ପ୍ରଧାନମନ୍ତ୍ରୀ ହାଉସ୍ ଅଫ୍ କଲ୍‌ଚର ବାହାରେ ଲୋକଙ୍କ ସହିତ କଥାବାର୍ତ୍ତା ହେଉଥିବା ବେଳେ ଜଣେ ବ୍ୟକ୍ତି ତାଙ୍କ ଉପରକୁ ଗୁଳି ଚଳାଇଥିଲେ। ସୋଶିଆଲ ମିଡିଆରେ ଏହାର ଭିଡିଓ ମଧ୍ୟ ଭାଇରାଲ ହେଉଛି। ଏହି ଘଟଣାରେ ଜଣେ ସନ୍ଦିଗ୍ଧଙ୍କୁ ସ୍ଥାନୀୟ ପୁଲିସ ନିଜ କବଜାକୁ ନେଇଛି।

https://www.thesakala.in/national-international/slovakia-pm-robert-fico-in-stable-but-serious-condition-after-shooting/article-32188
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର