ଅସହ୍ୟ ତାତିରେ ଅସ୍ତବ୍ୟସ୍ତ ରାଜଧାନୀ ଦିଲ୍ଲୀବାସୀ, ୪୭ ଡିଗ୍ରୀ ଡେଇଁଲା ତାତି

The Sakala Picture
Published On

ନୂଆଦିଲ୍ଲୀ: ଦିଲ୍ଲୀରେ ଅସହ୍ୟ ତାତି। ତତଲା କଡେଇରେ ଭାଜି ହେଉଛନ୍ତି ରାଜଧାନୀ ଦିଲ୍ଲୀବାସୀ। ୪୭ ଡିଗ୍ରୀ ଡେଇଁ ରେକର୍ଡ ଭେଙ୍ଗିଛି ରାଜଧାନୀ ପାରଦ। ଆସନ୍ତା ଶୁକ୍ରବାର ଯାଏଁ ତାତିରୁ ତ୍ରାହି ମିଳିବ ନାହିଁ ବୋଲି ସତର୍କ କରାଇଛି ପାଣିପାଗ ବିଭାଗ । ଏଥିପାଇଁ ଆଗାମୀ ୫ ଦିନ ଯାଏଁ ରେଡ୍ ଆଲର୍ଟ ଜାରି କରାଯାଇଛି । ଏଥିସହ ସ୍କୁଲଗୁଡିକୁ ମଧ୍ୟ ଛୁଟି ଘୋଷଣା କରାଯାଇଛି। ସେପଟେ, ପ୍ରବଳ ଗରମ ଯୋଗୁଁ ଦିଲ୍ଲୀରେ ବିଦ୍ୟୁତର ଚାହିଦା ମେ’ ମାସରେ […]

ନୂଆଦିଲ୍ଲୀ: ଦିଲ୍ଲୀରେ ଅସହ୍ୟ ତାତି। ତତଲା କଡେଇରେ ଭାଜି ହେଉଛନ୍ତି ରାଜଧାନୀ ଦିଲ୍ଲୀବାସୀ। ୪୭ ଡିଗ୍ରୀ ଡେଇଁ ରେକର୍ଡ ଭେଙ୍ଗିଛି ରାଜଧାନୀ ପାରଦ। ଆସନ୍ତା ଶୁକ୍ରବାର ଯାଏଁ ତାତିରୁ ତ୍ରାହି ମିଳିବ ନାହିଁ ବୋଲି ସତର୍କ କରାଇଛି ପାଣିପାଗ ବିଭାଗ । ଏଥିପାଇଁ ଆଗାମୀ ୫ ଦିନ ଯାଏଁ ରେଡ୍ ଆଲର୍ଟ ଜାରି କରାଯାଇଛି । ଏଥିସହ ସ୍କୁଲଗୁଡିକୁ ମଧ୍ୟ ଛୁଟି ଘୋଷଣା କରାଯାଇଛି।

ଆହୁରି ପଢ଼ନ୍ତୁ: ଇରାନ ସହ ତିକ୍ତତା ମଧ୍ୟରେ ୨୫୦ ଦିନର ଲମ୍ବା ମିଶନ ପରେ ଥାଇଲାଣ୍ଡରେ ପହଞ୍ଚିଲା ଆମେରିକୀୟ ଯୁଦ୍ଧପୋତ 'ୟୁଏସଏସ ଅବ୍ରାହମ ଲିଙ୍କନ'

ସେପଟେ, ପ୍ରବଳ ଗରମ ଯୋଗୁଁ ଦିଲ୍ଲୀରେ ବିଦ୍ୟୁତର ଚାହିଦା ମେ’ ମାସରେ ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି। ଦିଲ୍ଲୀ ସରକାର ଗ୍ରୀଷ୍ମ ଛୁଟି ସତ୍ତ୍ୱେ ଯେଉଁ ବେସରକାରୀ ବିଦ୍ୟାଳୟଗୁଡ଼ିକୁରେ କ୍ଲାସ ହେଉଛି ତାହାକୁ ତୁରନ୍ତ ବନ୍ଦ କରିବାକୁ କହିଛନ୍ତି।

ଆହୁରି ପଢ଼ନ୍ତୁ: ୩ କୋଟିର ରାସ୍ତା ବର୍ଷାରେ ବେହାଲ୍: ଧସିଲା ୯୦ ଫୁଟ୍‌ର ପିଚ୍ ରାସ୍ତା, ବିଚ୍ଛିନ୍ନ ହେଲା ଯୋଗାଯୋଗ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର