ହସ୍ ମନି ମାମଲା: ଦୋଷୀ ସାବ୍ୟସ୍ତ ହେଲେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ

The Sakala Picture
Published On

ନୂଆଦିଲ୍ଲୀ: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟକା । ହସ୍ ମନି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ଡୋନାଲ୍ଡ ଟ୍ରମ୍ପ। ତାଙ୍କ ବିରୁଦ୍ଧରେ ଅଭିଯୋଗ ହୋଇଥିବା ସମସ୍ତ ୩୪ଟି ମାମଲାରେ ଟ୍ରମ୍ପ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ଏହାର ରାୟ ଦେବା ପୂର୍ବରୁ ଖଣ୍ଡପୀଠ ପ୍ରାୟ ୧୦ ଘଣ୍ଟା ଧରି ବିଚାର ବିମର୍ଶ କରିଥିଲେ। ତେବେ ଦୋଷୀ ସାବ୍ୟସ୍ତ ହେବା ପରେ ଡୋନାଲ୍ଡ ଟ୍ରମ୍ପ କେଉଁ ଦଣ୍ଡ ପାଇବେ ସେନେଇ ଜୁଲାଇ […]

ନୂଆଦିଲ୍ଲୀ: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟକା । ହସ୍ ମନି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ଡୋନାଲ୍ଡ ଟ୍ରମ୍ପ। ତାଙ୍କ ବିରୁଦ୍ଧରେ ଅଭିଯୋଗ ହୋଇଥିବା ସମସ୍ତ ୩୪ଟି ମାମଲାରେ ଟ୍ରମ୍ପ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ଏହାର ରାୟ ଦେବା ପୂର୍ବରୁ ଖଣ୍ଡପୀଠ ପ୍ରାୟ ୧୦ ଘଣ୍ଟା ଧରି ବିଚାର ବିମର୍ଶ କରିଥିଲେ। ତେବେ ଦୋଷୀ ସାବ୍ୟସ୍ତ ହେବା ପରେ ଡୋନାଲ୍ଡ ଟ୍ରମ୍ପ କେଉଁ ଦଣ୍ଡ ପାଇବେ ସେନେଇ ଜୁଲାଇ ୧୧ ରେ ଏକ ଶୁଣାଣି ହେବ।

ଆହୁରି ପଢ଼ନ୍ତୁ: ସରି ବାପା-ମା', ଆଉ ଥରେ ନିଟ୍ (NEET) ଦେବାକୁ ସାହସ ନାହିଁ: ପେପର ଲିକ୍ ବିବାଦ ମଧ୍ୟରେ ଛାତ୍ରୀଙ୍କ ଆତ୍ମହତ୍ୟା

ଅଭିଯୋଗ ମଧ୍ୟରେ ଟ୍ରମ୍ପ ପର୍ଣ୍ଣ ଷ୍ଟାର ଷ୍ଟର୍ମୀ ଡାନିଏଲ୍ସଙ୍କୁ ଚୁପ୍ ରହିବା ପାଇଁ ଟଙ୍କା ଦେଇଥିବା ଅଭିଯୋଗ ହୋଇଥିଲା। ଟଙ୍କା ଦେବାକୁ ଲୁଚାଇବା ପାଇଁ ନକଲି କାଗଜପତ୍ର ପ୍ରସ୍ତୁତ କରିଥିଲେ ଟ୍ରମ୍ପ । କିନ୍ତୁ ଟ୍ରମ୍ପ ତାଙ୍କ ବିରୋଧରେ ଆସିଥିବା ସମସ୍ତ ଅଭିଯୋଗକୁ ଅସ୍ୱୀକାର କରିଛନ୍ତି । ସେ ଅଦାଲତଙ୍କୁ କହିଥିଲେ ଯେ ତାରକାଙ୍କ ସହ ତାଙ୍କର କୌଣସି ସମ୍ପର୍କ ନାହିଁ କିମ୍ବା ସେ କୌଣସି ପ୍ରକାରର କାରବାର କରିନାହାଁନ୍ତି । ସେ ନିର୍ଦ୍ଦୋଷ । ତାଙ୍କ ବିରୋଧରେ ଷଡ଼ଯନ୍ତ୍ର କରାଯାଇଛି । ତଦନ୍ତରେ ତ୍ରୁଟି ରହିଛି ବୋଲି କହିଛନ୍ତି ଟ୍ରମ୍ପ ।

ଆହୁରି ପଢ଼ନ୍ତୁ: ଇସ୍ରାଏଲ୍-ଇରାନ୍ ଯୁଦ୍ଧ ମଧ୍ୟରେ ହୋରମୁଜ୍ ପ୍ରଣାଳୀକୁ ନେଇ ଇରାନର ବଡ଼ ଘୋଷଣା: ଜାହାଜଗୁଡ଼ିକ ଉପରେ ଲାଗିବ ଟ୍ରାଞ୍ଜିଟ୍ ଫି’

31 May 2024 By The Sakala

ହସ୍ ମନି ମାମଲା: ଦୋଷୀ ସାବ୍ୟସ୍ତ ହେଲେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ

ନୂଆଦିଲ୍ଲୀ: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟକା । ହସ୍ ମନି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ଡୋନାଲ୍ଡ ଟ୍ରମ୍ପ। ତାଙ୍କ ବିରୁଦ୍ଧରେ ଅଭିଯୋଗ ହୋଇଥିବା ସମସ୍ତ ୩୪ଟି ମାମଲାରେ ଟ୍ରମ୍ପ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ଏହାର ରାୟ ଦେବା ପୂର୍ବରୁ ଖଣ୍ଡପୀଠ ପ୍ରାୟ ୧୦ ଘଣ୍ଟା ଧରି ବିଚାର ବିମର୍ଶ କରିଥିଲେ। ତେବେ ଦୋଷୀ ସାବ୍ୟସ୍ତ ହେବା ପରେ ଡୋନାଲ୍ଡ ଟ୍ରମ୍ପ କେଉଁ ଦଣ୍ଡ ପାଇବେ ସେନେଇ ଜୁଲାଇ ୧୧ ରେ ଏକ ଶୁଣାଣି ହେବ।

ଅଭିଯୋଗ ମଧ୍ୟରେ ଟ୍ରମ୍ପ ପର୍ଣ୍ଣ ଷ୍ଟାର ଷ୍ଟର୍ମୀ ଡାନିଏଲ୍ସଙ୍କୁ ଚୁପ୍ ରହିବା ପାଇଁ ଟଙ୍କା ଦେଇଥିବା ଅଭିଯୋଗ ହୋଇଥିଲା। ଟଙ୍କା ଦେବାକୁ ଲୁଚାଇବା ପାଇଁ ନକଲି କାଗଜପତ୍ର ପ୍ରସ୍ତୁତ କରିଥିଲେ ଟ୍ରମ୍ପ । କିନ୍ତୁ ଟ୍ରମ୍ପ ତାଙ୍କ ବିରୋଧରେ ଆସିଥିବା ସମସ୍ତ ଅଭିଯୋଗକୁ ଅସ୍ୱୀକାର କରିଛନ୍ତି । ସେ ଅଦାଲତଙ୍କୁ କହିଥିଲେ ଯେ ତାରକାଙ୍କ ସହ ତାଙ୍କର କୌଣସି ସମ୍ପର୍କ ନାହିଁ କିମ୍ବା ସେ କୌଣସି ପ୍ରକାରର କାରବାର କରିନାହାଁନ୍ତି । ସେ ନିର୍ଦ୍ଦୋଷ । ତାଙ୍କ ବିରୋଧରେ ଷଡ଼ଯନ୍ତ୍ର କରାଯାଇଛି । ତଦନ୍ତରେ ତ୍ରୁଟି ରହିଛି ବୋଲି କହିଛନ୍ତି ଟ୍ରମ୍ପ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର