ଇଂଲଣ୍ଡରୁ ଲକ୍ଷ କେଜି ସୁନା ଫେରାଇ ଆଣିଲା ଭାରତ

The Sakala Picture
Published On

ନୂଆଦିଲ୍ଲୀ: ଇଂଲଣ୍ଡରୁ ୧୦୦ ଟନ୍ ଅର୍ଥାତ ଏକ ଲକ୍ଷ କିଲୋଗ୍ରାମରୁ ଅଧିକ ସୁନା ଫେରାଇ ଆଣିଛି ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ । ବ୍ୟାଙ୍କ ଅଫ୍‌ ଇଂଲଣ୍ଡରେ ଗଚ୍ଛିତ ରଖିଥିବା ସୁନା ମଧ୍ୟରୁ ଆରବିଆଇ ପୁଣି ଥରେ ୧୦୦ ଟନ୍ ସୁନା ଫେରାଇ ଆଣିବାକୁ ନିଷ୍ପତ୍ତି ନେଇଛି। ଆଗାମୀ ଦିନରେ ଏସବୁ ସୁନା ଭାରତକୁ ଫେରିବ। ରିପୋର୍ଟ ଅନୁସାରେ, ଏବେ ଇଂଲଣ୍ଡରୁ ୧୦୦ ଟନ୍‌ ସୁନା ଫେରାଇ ଆଣି ଭାରତର ଭଣ୍ଡାରରେ ରଖାଯାଇଛି। ଆରବିଆଇ ଅଧିକାରୀମାନେ କହିଛନ୍ତି […]

ନୂଆଦିଲ୍ଲୀ: ଇଂଲଣ୍ଡରୁ ୧୦୦ ଟନ୍ ଅର୍ଥାତ ଏକ ଲକ୍ଷ କିଲୋଗ୍ରାମରୁ ଅଧିକ ସୁନା ଫେରାଇ ଆଣିଛି ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ । ବ୍ୟାଙ୍କ ଅଫ୍‌ ଇଂଲଣ୍ଡରେ ଗଚ୍ଛିତ ରଖିଥିବା ସୁନା ମଧ୍ୟରୁ ଆରବିଆଇ ପୁଣି ଥରେ ୧୦୦ ଟନ୍ ସୁନା ଫେରାଇ ଆଣିବାକୁ ନିଷ୍ପତ୍ତି ନେଇଛି। ଆଗାମୀ ଦିନରେ ଏସବୁ ସୁନା ଭାରତକୁ ଫେରିବ।

ଆହୁରି ପଢ଼ନ୍ତୁ: ଦିଶା ସାଲିଆନଙ୍କ ମୃତ୍ୟୁ ମାମଲା: ସିବିଆଇକୁ FIR ରୁଜୁ କରିବାକୁ ବମ୍ବେ ହାଇକୋର୍ଟଙ୍କ ନିର୍ଦ୍ଦେଶ

ରିପୋର୍ଟ ଅନୁସାରେ, ଏବେ ଇଂଲଣ୍ଡରୁ ୧୦୦ ଟନ୍‌ ସୁନା ଫେରାଇ ଆଣି ଭାରତର ଭଣ୍ଡାରରେ ରଖାଯାଇଛି। ଆରବିଆଇ ଅଧିକାରୀମାନେ କହିଛନ୍ତି ଯେ, ଆଗାମୀ ଦିନରେ ମଧ୍ୟ ସମାନ ପରିମାଣର ସୁନା ଭାରତକୁ ଫେରାଇ ଅଣାଯିବ। ଭବିଷ୍ୟତରେ ଆର୍ଥିକ ସ୍ଥିରତା ବଜାୟ ରଖିବା ପାଇଁ ସେଣ୍ଟ୍ରାଲ୍ ବ୍ୟାଙ୍କ୍ ଦେଶର ରାଜକୋଷରେ ସୁନା ପରିମାଣ ବୃଦ୍ଧି କରିବା ଉଦ୍ଦେଶ୍ୟରେ ଏପରି ନିଷ୍ପତ୍ତି ନିଆଯାଇଛି।

ଆହୁରି ପଢ଼ନ୍ତୁ: ସ୍ୱତନ୍ତ୍ର ଭରଦ୍ୱାଜଙ୍କ ସମର୍ଥନରେ ହିନ୍ଦୁ ରକ୍ଷା ଦଳ: ଦିଲ୍ଲୀର ପାର୍ଲିଆମେଣ୍ଟ ଷ୍ଟ୍ରିଟ୍ ଥାନା ଘେରାଉ, FIR ପ୍ରତ୍ୟାହାର ଦାବି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର