କଙ୍ଗନା ରାଣାୱତଙ୍କୁ ଚାପୁଡ଼ା ମାରିଲେ ସିଆଇଏସଏଫ ଗାର୍ଡ

The Sakala Picture
Published On

ଚଣ୍ଡିଗଡ଼: ବଲିଉଡ ଅଭିନେତ୍ରୀ ତଥା ମଣ୍ଡିର ବିଜେପି ସାସଂଦ କଙ୍ଗନା ରାଣାୱତଙ୍କୁ ଚଣ୍ଡିଗଡ଼ ବିମାନ ବନ୍ଦରରେ ଜଣେ ସିଆଇଏସଏଫ ଗାର୍ଡ ଚାପୁଡ଼ା ମାରିଛନ୍ତି । ଚାପୁଡ଼ା ମାରିଥିବା ଗାର୍ଡଙ୍କ ନାଁ ହେଉଛି କୁଲବିନ୍ଦର କୌର । ଏନେଇ କଙ୍ଗନା ଉକ୍ତ ଗାର୍ଡଙ୍କ ବିରୋଧରେ ଅଭିଯୋଗ ଆଣି ତୁରନ୍ତ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି । ଖବର ଅନୁଯାୟୀ,, ଆଜି ଅପରାହ୍ନ ୩ ଟା ୩୦ ସମୟରେ ଏହି ଘଟଣା ଘଟିଥିଲା । ଚଣ୍ଡିଗଡ଼ରୁ ଦିଲ୍ଲୀ […]

ଚଣ୍ଡିଗଡ଼: ବଲିଉଡ ଅଭିନେତ୍ରୀ ତଥା ମଣ୍ଡିର ବିଜେପି ସାସଂଦ କଙ୍ଗନା ରାଣାୱତଙ୍କୁ ଚଣ୍ଡିଗଡ଼ ବିମାନ ବନ୍ଦରରେ ଜଣେ ସିଆଇଏସଏଫ ଗାର୍ଡ ଚାପୁଡ଼ା ମାରିଛନ୍ତି । ଚାପୁଡ଼ା ମାରିଥିବା ଗାର୍ଡଙ୍କ ନାଁ ହେଉଛି କୁଲବିନ୍ଦର କୌର । ଏନେଇ କଙ୍ଗନା ଉକ୍ତ ଗାର୍ଡଙ୍କ ବିରୋଧରେ ଅଭିଯୋଗ ଆଣି ତୁରନ୍ତ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି ।

ଆହୁରି ପଢ଼ନ୍ତୁ: ସାମ୍ବାଦିକ ଛତ୍ରପତି ହତ୍ୟା ମାମଲାରେ ଡେରା ମୁଖ୍ୟ ରାମ ରହିମ ନିର୍ଦ୍ଦୋଷରେ ଖଲାସ, କିନ୍ତୁ ଜେଲରୁ ମିଳିବନି ମୁକ୍ତି

ଖବର ଅନୁଯାୟୀ,, ଆଜି ଅପରାହ୍ନ ୩ ଟା ୩୦ ସମୟରେ ଏହି ଘଟଣା ଘଟିଥିଲା । ଚଣ୍ଡିଗଡ଼ରୁ ଦିଲ୍ଲୀ ଯିବା ସମୟରେ ସିକ୍ୟୁରିଟି ଯାଞ୍ଚ ପାଇଁ କଙ୍ଗନା ଯାଇଥିବାବେଳେ ସିଆଇଏସଏଫ୍ ଗାର୍ଡ ଜଣକ ତାଙ୍କୁ ଚାପୁଡା ମାରିଥିବା ଜଣା ପଡିଛି । ହିମାଚଳପ୍ରଦେଶ ମଣ୍ଡି ଲୋକସଭା ଆସନରୁ ବିଜେପି ଟିକେଟରେ ନିର୍ବାଚନ ଜିତିବା ପରେ କଙ୍ଗନା ରାଣାୱତ ଆଜି ଦିଲ୍ଲୀ ଅଭିମୁଖେ ଆସୁଥିଲେ। ଏହି ସମୟରେ ଚଣ୍ଡିଗଡ଼ ବିମାନବନ୍ଦରରେ ଏପରି ଘଟଣା ସାମ୍ନାକୁ ଆସିଛି । ଏହାପୂର୍ବରୁ ସୋସିଆଲ ମିଡିଆରେ କଙ୍ଗନା ଫୋଟୋ ସେୟାର କହିଥିଲେ ଯେ ସେ ସଂସଦକୁ ଯାଉଛନ୍ତି । ସେ ନିଜ ଫୋଟୋ ଇନଷ୍ଟାଗ୍ରାମରେ ମଧ୍ୟ ସେୟାର କରିଛନ୍ତି ।

ଆହୁରି ପଢ଼ନ୍ତୁ: ମୁମ୍ବାଇ ATSର ବଡ଼ କାର୍ଯ୍ୟାନୁଷ୍ଠାନ: ଜୈଶ-ଇ-ମହମ୍ମଦ ଓ ISIS ସହ ଲିଙ୍କ୍ ଥିବା ଇଞ୍ଜିନିୟରିଂ ଛାତ୍ର ଗିରଫ

06 Jun 2024 By The Sakala

କଙ୍ଗନା ରାଣାୱତଙ୍କୁ ଚାପୁଡ଼ା ମାରିଲେ ସିଆଇଏସଏଫ ଗାର୍ଡ

ଚଣ୍ଡିଗଡ଼: ବଲିଉଡ ଅଭିନେତ୍ରୀ ତଥା ମଣ୍ଡିର ବିଜେପି ସାସଂଦ କଙ୍ଗନା ରାଣାୱତଙ୍କୁ ଚଣ୍ଡିଗଡ଼ ବିମାନ ବନ୍ଦରରେ ଜଣେ ସିଆଇଏସଏଫ ଗାର୍ଡ ଚାପୁଡ଼ା ମାରିଛନ୍ତି । ଚାପୁଡ଼ା ମାରିଥିବା ଗାର୍ଡଙ୍କ ନାଁ ହେଉଛି କୁଲବିନ୍ଦର କୌର । ଏନେଇ କଙ୍ଗନା ଉକ୍ତ ଗାର୍ଡଙ୍କ ବିରୋଧରେ ଅଭିଯୋଗ ଆଣି ତୁରନ୍ତ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି ।

ଖବର ଅନୁଯାୟୀ,, ଆଜି ଅପରାହ୍ନ ୩ ଟା ୩୦ ସମୟରେ ଏହି ଘଟଣା ଘଟିଥିଲା । ଚଣ୍ଡିଗଡ଼ରୁ ଦିଲ୍ଲୀ ଯିବା ସମୟରେ ସିକ୍ୟୁରିଟି ଯାଞ୍ଚ ପାଇଁ କଙ୍ଗନା ଯାଇଥିବାବେଳେ ସିଆଇଏସଏଫ୍ ଗାର୍ଡ ଜଣକ ତାଙ୍କୁ ଚାପୁଡା ମାରିଥିବା ଜଣା ପଡିଛି । ହିମାଚଳପ୍ରଦେଶ ମଣ୍ଡି ଲୋକସଭା ଆସନରୁ ବିଜେପି ଟିକେଟରେ ନିର୍ବାଚନ ଜିତିବା ପରେ କଙ୍ଗନା ରାଣାୱତ ଆଜି ଦିଲ୍ଲୀ ଅଭିମୁଖେ ଆସୁଥିଲେ। ଏହି ସମୟରେ ଚଣ୍ଡିଗଡ଼ ବିମାନବନ୍ଦରରେ ଏପରି ଘଟଣା ସାମ୍ନାକୁ ଆସିଛି । ଏହାପୂର୍ବରୁ ସୋସିଆଲ ମିଡିଆରେ କଙ୍ଗନା ଫୋଟୋ ସେୟାର କହିଥିଲେ ଯେ ସେ ସଂସଦକୁ ଯାଉଛନ୍ତି । ସେ ନିଜ ଫୋଟୋ ଇନଷ୍ଟାଗ୍ରାମରେ ମଧ୍ୟ ସେୟାର କରିଛନ୍ତି ।

https://www.thesakala.in/national-international/kangana-ranaut-allegedly-slapped-by-woman-cisf-guard-at-chandigarh-airport/article-32716
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର