ଏନଡିଏର ନେତା ଭାବେ ନିର୍ବାଚିତ ହେଲେ ନରେନ୍ଦ୍ର ମୋଦୀ

The Sakala Picture
Published On

ନୂଆଦିଲ୍ଲୀ: ଏନଡିଏର ନେତା ଭାବେ ନିର୍ବାଚିତ ହେଲେ ନରେନ୍ଦ୍ର ମୋଦୀ । ଶୁକ୍ରବାର ସମ୍ବିଧାନ ଭବନରେ ଏନଡିଏ ସଂସଦୀୟ ଦଳର ବୈଠକ ବସିଥିଲା । ଯେଉଁଥିରେ ନରେନ୍ଦ୍ର ମୋଦୀଙ୍କୁ ଏନଡିଏ ମେଣ୍ଟର ନେତା ନିର୍ବାଚିତ କରାଯାଇଛି । ତେବେ ରାଜନାଥ ସିଂହ ଦଳର ବୈଠକରେ ଏହି ପ୍ରସ୍ତାବ ରଖିଥିଲେ । ଯାହାକି ସର୍ବସମ୍ମତି କ୍ରମେ ପାସ୍ ହେଇଥିଲା । ଏହି ସଂସଦୀୟ ଦଳ ବୈଠକରେ ବିଜେପିର ନବ ନିର୍ବାଚିତ ସାଂସଦଙ୍କ ସହିତ ଏନଡିଏରେ ସାମିଲ ଥିବା ବିଭିନ୍ନ […]

ନୂଆଦିଲ୍ଲୀ: ଏନଡିଏର ନେତା ଭାବେ ନିର୍ବାଚିତ ହେଲେ ନରେନ୍ଦ୍ର ମୋଦୀ । ଶୁକ୍ରବାର ସମ୍ବିଧାନ ଭବନରେ ଏନଡିଏ ସଂସଦୀୟ ଦଳର ବୈଠକ ବସିଥିଲା । ଯେଉଁଥିରେ ନରେନ୍ଦ୍ର ମୋଦୀଙ୍କୁ ଏନଡିଏ ମେଣ୍ଟର ନେତା ନିର୍ବାଚିତ କରାଯାଇଛି । ତେବେ ରାଜନାଥ ସିଂହ ଦଳର ବୈଠକରେ ଏହି ପ୍ରସ୍ତାବ ରଖିଥିଲେ । ଯାହାକି ସର୍ବସମ୍ମତି କ୍ରମେ ପାସ୍ ହେଇଥିଲା । ଏହି ସଂସଦୀୟ ଦଳ ବୈଠକରେ ବିଜେପିର ନବ ନିର୍ବାଚିତ ସାଂସଦଙ୍କ ସହିତ ଏନଡିଏରେ ସାମିଲ ଥିବା ବିଭିନ୍ନ ଦଳର ନେତା ସାମିଲ ଥିଲେ । ଟିଡିପି ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ ଏବଂ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ମଧ୍ୟ ଏହି ବୈଠକରେ ଯୋଗ ଦେଇଥିଲେ । ପରେ ସେ ମଧ୍ୟ ନରେନ୍ଦ୍ର ମୋଦୀଙ୍କୁ ସମର୍ଥନ ଜଣାଇଥିଲେ।

ଆହୁରି ପଢ଼ନ୍ତୁ: ଚମକିବ କାଳିଆର ଶ୍ରୀମୁଖ: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ଜାଣନ୍ତୁ କେତେବେଳେ ବନ୍ଦ ରହିବ ଦର୍ଶନ

07 Jun 2024 By The Sakala

ଏନଡିଏର ନେତା ଭାବେ ନିର୍ବାଚିତ ହେଲେ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ: ଏନଡିଏର ନେତା ଭାବେ ନିର୍ବାଚିତ ହେଲେ ନରେନ୍ଦ୍ର ମୋଦୀ । ଶୁକ୍ରବାର ସମ୍ବିଧାନ ଭବନରେ ଏନଡିଏ ସଂସଦୀୟ ଦଳର ବୈଠକ ବସିଥିଲା । ଯେଉଁଥିରେ ନରେନ୍ଦ୍ର ମୋଦୀଙ୍କୁ ଏନଡିଏ ମେଣ୍ଟର ନେତା ନିର୍ବାଚିତ କରାଯାଇଛି । ତେବେ ରାଜନାଥ ସିଂହ ଦଳର ବୈଠକରେ ଏହି ପ୍ରସ୍ତାବ ରଖିଥିଲେ । ଯାହାକି ସର୍ବସମ୍ମତି କ୍ରମେ ପାସ୍ ହେଇଥିଲା । ଏହି ସଂସଦୀୟ ଦଳ ବୈଠକରେ ବିଜେପିର ନବ ନିର୍ବାଚିତ ସାଂସଦଙ୍କ ସହିତ ଏନଡିଏରେ ସାମିଲ ଥିବା ବିଭିନ୍ନ ଦଳର ନେତା ସାମିଲ ଥିଲେ । ଟିଡିପି ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ ଏବଂ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ମଧ୍ୟ ଏହି ବୈଠକରେ ଯୋଗ ଦେଇଥିଲେ । ପରେ ସେ ମଧ୍ୟ ନରେନ୍ଦ୍ର ମୋଦୀଙ୍କୁ ସମର୍ଥନ ଜଣାଇଥିଲେ।

https://www.thesakala.in/national-international/modi-elected-as-ndas-leader/article-32736
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର