ଅଜିତ ଡୋଭାଲଙ୍କୁ ପୁଣି ଜାତୀୟ ସୁରକ୍ଷା ପରାମର୍ଶଦାତା, ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଭାବେ ପଦ ବଜାୟ ରଖିଲେ ପିକେ ମିଶ୍ର

The Sakala Picture
Published On

ନୂଆଦିଲ୍ଲୀ: ପୁଣି ଦେଶର ଜାତୀୟ ସୁରକ୍ଷା ପରାମର୍ଶଦାତା ହେଲେ ଅଜିତ୍ ଡୋଭାଲ୍। ଏଥିସହ ପ୍ରଧାନମନ୍ତ୍ରୀ ମୋଦୀଙ୍କ ପ୍ରମୁଖ ସଚିବ ଭାବେ ପୁଣି କାର୍ଯ୍ୟ ଜାରି ରଖିବେ ଓଡିଆ ପୁଅ ପିକେ ମିଶ୍ର। ଏନେଇ ଆଜି ବିଜ୍ଞପ୍ତି ଜାରି କରାଯାଇ ସୂଚନା ଦିଆଯାଇଛି । ଏଥିସହ ଲଗାତାର ୩ୟ ଥର ପାଇଁ ଅଜିତ୍ ଡୋଭାଲ ଦେଶର ଜାତୀୟ ସୁରକ୍ଷା ପରାମର୍ଶଦାତା ହେଇଛନ୍ତି । ଅନ୍ୟପଟେ ଓଡିଆ ପୁଅ ତଥା ଅବସରପ୍ରାପ୍ତ ଆଇଏଏସ୍ ଅଫିସର ପିକେ ମିଶ୍ରଙ୍କୁ ପୁଣିଥରେ ପ୍ରଧାନମନ୍ତ୍ରୀଙ୍କ […]

ନୂଆଦିଲ୍ଲୀ: ପୁଣି ଦେଶର ଜାତୀୟ ସୁରକ୍ଷା ପରାମର୍ଶଦାତା ହେଲେ ଅଜିତ୍ ଡୋଭାଲ୍। ଏଥିସହ ପ୍ରଧାନମନ୍ତ୍ରୀ ମୋଦୀଙ୍କ ପ୍ରମୁଖ ସଚିବ ଭାବେ ପୁଣି କାର୍ଯ୍ୟ ଜାରି ରଖିବେ ଓଡିଆ ପୁଅ ପିକେ ମିଶ୍ର। ଏନେଇ ଆଜି ବିଜ୍ଞପ୍ତି ଜାରି କରାଯାଇ ସୂଚନା ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ଏୟାର ଇଣ୍ଡିଆ ବିମାନରେ ଆକସ୍ମିକ ବିପଦ: ନିଶାଗ୍ରସ୍ତ ପାଇଲଟ୍ ବହିଷ୍କୃତ, ସାମ୍ନାକୁ ଆସିଲା ସାଂଘାତିକ ତଥ୍ୟ

ଏଥିସହ ଲଗାତାର ୩ୟ ଥର ପାଇଁ ଅଜିତ୍ ଡୋଭାଲ ଦେଶର ଜାତୀୟ ସୁରକ୍ଷା ପରାମର୍ଶଦାତା ହେଇଛନ୍ତି । ଅନ୍ୟପଟେ ଓଡିଆ ପୁଅ ତଥା ଅବସରପ୍ରାପ୍ତ ଆଇଏଏସ୍ ଅଫିସର ପିକେ ମିଶ୍ରଙ୍କୁ ପୁଣିଥରେ ପ୍ରଧାନମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ମିଳିଛି ।

ଆହୁରି ପଢ଼ନ୍ତୁ: ଦିଲ୍ଲୀ ସତ୍ୟ ନିକେତନରେ ୨୭ ଘଣ୍ଟା ପରେ ରେସ୍କ୍ୟୁ ଅପରେସନ୍ ଶେଷ, ୭ ମୃତକଙ୍କ ମଧ୍ୟରେ ୫ ଛାତ୍ର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର