କେଜ୍ରିୱାଲଙ୍କ ୩ଜୁଲାଇ ପର୍ଯ୍ଯନ୍ତ ବଢ଼ିଲା ନ୍ୟାୟିକ ହେପାଜତ

The Sakala Picture
Published On

ନୂଆଦିଲ୍ଲୀ: ବଢ଼ିଲା କେଜରିୱାଲ ଅଡ଼ୁଆ । ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଜଡିତ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଅଡୁଆ । କେଜରିୱାଲଙ୍କ ନ୍ୟାୟିକ ହେପାଜତକୁ ଜୁଲାଇ ୩ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ। ଆଜି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ନ୍ୟାୟିକ ହେପାଜତ ସାରୁଥିବା ବେଳେ ତାଙ୍କୁ କୋର୍ଟରେ ହାଜର କରାଯାଇଥିଲା । ଶୁଣାଣୀ ବେଳେ କୋର୍ଟ ପୁଣିଥରେ ତାଙ୍କ ନ୍ୟାୟିକ ହେପାଜତର ସମୟ ବୃଦ୍ଧି କରିଛନ୍ତି। ସୂଚନା ଅନୁଯାୟୀ, ଆଜି କେଜ୍ରିୱାଲଙ୍କ ନ୍ୟାୟିକ […]

ନୂଆଦିଲ୍ଲୀ: ବଢ଼ିଲା କେଜରିୱାଲ ଅଡ଼ୁଆ । ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଜଡିତ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଅଡୁଆ । କେଜରିୱାଲଙ୍କ ନ୍ୟାୟିକ ହେପାଜତକୁ ଜୁଲାଇ ୩ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ। ଆଜି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ନ୍ୟାୟିକ ହେପାଜତ ସାରୁଥିବା ବେଳେ ତାଙ୍କୁ କୋର୍ଟରେ ହାଜର କରାଯାଇଥିଲା । ଶୁଣାଣୀ ବେଳେ କୋର୍ଟ ପୁଣିଥରେ ତାଙ୍କ ନ୍ୟାୟିକ ହେପାଜତର ସମୟ ବୃଦ୍ଧି କରିଛନ୍ତି।

ଆହୁରି ପଢ଼ନ୍ତୁ: ଗୁଜରାଟର ଏକ ଫାର୍ମା କମ୍ପାନୀରେ ଭୟାବହ ରିଆକ୍ଟର ବିସ୍ଫୋରଣ: ୫ ମୃତ, ୬ ଆହତ

ସୂଚନା ଅନୁଯାୟୀ, ଆଜି କେଜ୍ରିୱାଲଙ୍କ ନ୍ୟାୟିକ ହେପାଜତ ଶେଷ ହେବା ପରେ ତାଙ୍କୁ ତିହାର ଜେଲରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ କୋର୍ଟରେ ହାଜର କରାଯାଇଥିଲା। ଏଠାରୁ କୋର୍ଟ ମଖ୍ୟମନ୍ତ୍ରୀଙ୍କ ନ୍ୟାୟିକ ହେପାଜତକୁ ଜୁଲାଇ ୩ପର୍ଯ୍ୟନ୍ତ ବୃଦ୍ଧି କରିଥିଲେ।

ଆହୁରି ପଢ଼ନ୍ତୁ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଚେତାବନୀ: ଇରାନ ବିରୋଧରେ ପୁଣି ହୋଇପାରେ ସାମରିକ କାର୍ଯ୍ୟାନୁଷ୍ଠାନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର