ପ୍ରଶ୍ନପତ୍ର ଲିକକୁ ନେଇ ମୋଦୀଙ୍କୁ ରାହୁଲଙ୍କ ସମାଲୋଚନା

The Sakala Picture
Published On

ନୂଆଦିଲ୍ଲୀ: ନିଟ୍ ୟୁଜି ୨୦୨୪ ଓ ୟୁଜିସି ନେଟ୍ ୨୦୨୪ ପରୀକ୍ଷାରେ ଅବ୍ୟବସ୍ଥାକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଛନ୍ତି ଦେଶର ଶିକ୍ଷା ବ୍ୟବସ୍ଥାକୁ ଯୋଜନାବଦ୍ଧ ଭାବେ ଅକ୍ତିଆର କରାଯାଇଛି । ଏହାକୁ ବନ୍ଦ କରିବାକୁ ପଡ଼ିବ। ଏହାକୁ ବଦଳାଇବାକୁ ପଡ଼ିବ ବୋଲି ସେ କହିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହୁଛନ୍ତି ସେ ଇସ୍ରାଏଲ, ଗାଜା ଓ ରୁଷିଆ-ୟୁକ୍ରେନ ଯୁଦ୍ଧ ଅଟକାଇଦେଇଥିଲେ, କିନ୍ତୁ ପ୍ରଶ୍ନପତ୍ର ଲିକକୁ ରୋକିପାରୁ ନାହାନ୍ତି ବୋଲି […]

ନୂଆଦିଲ୍ଲୀ: ନିଟ୍ ୟୁଜି ୨୦୨୪ ଓ ୟୁଜିସି ନେଟ୍ ୨୦୨୪ ପରୀକ୍ଷାରେ ଅବ୍ୟବସ୍ଥାକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଛନ୍ତି ଦେଶର ଶିକ୍ଷା ବ୍ୟବସ୍ଥାକୁ ଯୋଜନାବଦ୍ଧ ଭାବେ ଅକ୍ତିଆର କରାଯାଇଛି । ଏହାକୁ ବନ୍ଦ କରିବାକୁ ପଡ଼ିବ। ଏହାକୁ ବଦଳାଇବାକୁ ପଡ଼ିବ ବୋଲି ସେ କହିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହୁଛନ୍ତି ସେ ଇସ୍ରାଏଲ, ଗାଜା ଓ ରୁଷିଆ-ୟୁକ୍ରେନ ଯୁଦ୍ଧ ଅଟକାଇଦେଇଥିଲେ, କିନ୍ତୁ ପ୍ରଶ୍ନପତ୍ର ଲିକକୁ ରୋକିପାରୁ ନାହାନ୍ତି ବୋଲି ରାହୁଲ କଟାକ୍ଷ କରିଛନ୍ତି।

ଆହୁରି ପଢ଼ନ୍ତୁ: "ନାଟୋ ଏକ ପେପର ଟାଇଗର": ହୋରମୁଜ୍ ପ୍ରଣାଳୀ ଓ ଇରାନ ଚୁକ୍ତି ନେଇ ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ବୟାନ

ରାହୁଲ ଗାନ୍ଧି କହିଛନ୍ତି, ଯେଉଁମାନେ ପ୍ରଶ୍ନପତ୍ର ଲିକ୍ କରିଛନ୍ତି ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ। କାଗଜ ଲିକ୍ ହେବା ପୂର୍ବରୁ ଆମକୁ ସିଷ୍ଟମ ଯାଞ୍ଚ କରିବାକୁ ପଡିବ । ଯୁବପିଢିଙ୍କ ଭବିଷ୍ୟ ସହ ଖେଳ ହୋଇଛି। ନିଟ୍ ପ୍ରଶ୍ନପତ୍ର ଲିକ୍ ହୋଇଛି। ୟୁଜିସି ନେଟ୍ ପେପରରେ ଜାଲିଆତି ହୋଇଛି। ଏସବୁର ତଦନ୍ତ ହେବା ଦରକାର ବୋଲି ରାହୁଲ କହିଛନ୍ତି।

ଆହୁରି ପଢ଼ନ୍ତୁ: ବିରଳ ରୋଗରେ ପୀଡ଼ିତ ଶିଶୁକନ୍ୟା ପାଇଁ ଦେବଦୂତ ସାଜିଲେ ହେମନ୍ତ ସରକାର, ମଞ୍ଜୁର କଲେ ୧୫ କୋଟି ଟଙ୍କା

ଆହୁରି ପଢ଼ନ୍ତୁ: "ମୋ ପାଖରେ ଅଲୌକିକ ଶକ୍ତି ଅଛି...": ନାସିକରେ 'ଭଣ୍ଡ ବାବା' ମହେଶଗିରିର କଳାକାରନାମା, ଯୁବତୀଙ୍କୁ ଦୁଷ୍କର୍ମ ପରେ କରୁଥିଲା ବ୍ଲାକମେଲ୍

20 Jun 2024 By The Sakala

ପ୍ରଶ୍ନପତ୍ର ଲିକକୁ ନେଇ ମୋଦୀଙ୍କୁ ରାହୁଲଙ୍କ ସମାଲୋଚନା

ନୂଆଦିଲ୍ଲୀ: ନିଟ୍ ୟୁଜି ୨୦୨୪ ଓ ୟୁଜିସି ନେଟ୍ ୨୦୨୪ ପରୀକ୍ଷାରେ ଅବ୍ୟବସ୍ଥାକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଛନ୍ତି ଦେଶର ଶିକ୍ଷା ବ୍ୟବସ୍ଥାକୁ ଯୋଜନାବଦ୍ଧ ଭାବେ ଅକ୍ତିଆର କରାଯାଇଛି । ଏହାକୁ ବନ୍ଦ କରିବାକୁ ପଡ଼ିବ। ଏହାକୁ ବଦଳାଇବାକୁ ପଡ଼ିବ ବୋଲି ସେ କହିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହୁଛନ୍ତି ସେ ଇସ୍ରାଏଲ, ଗାଜା ଓ ରୁଷିଆ-ୟୁକ୍ରେନ ଯୁଦ୍ଧ ଅଟକାଇଦେଇଥିଲେ, କିନ୍ତୁ ପ୍ରଶ୍ନପତ୍ର ଲିକକୁ ରୋକିପାରୁ ନାହାନ୍ତି ବୋଲି ରାହୁଲ କଟାକ୍ଷ କରିଛନ୍ତି।

ରାହୁଲ ଗାନ୍ଧି କହିଛନ୍ତି, ଯେଉଁମାନେ ପ୍ରଶ୍ନପତ୍ର ଲିକ୍ କରିଛନ୍ତି ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ। କାଗଜ ଲିକ୍ ହେବା ପୂର୍ବରୁ ଆମକୁ ସିଷ୍ଟମ ଯାଞ୍ଚ କରିବାକୁ ପଡିବ । ଯୁବପିଢିଙ୍କ ଭବିଷ୍ୟ ସହ ଖେଳ ହୋଇଛି। ନିଟ୍ ପ୍ରଶ୍ନପତ୍ର ଲିକ୍ ହୋଇଛି। ୟୁଜିସି ନେଟ୍ ପେପରରେ ଜାଲିଆତି ହୋଇଛି। ଏସବୁର ତଦନ୍ତ ହେବା ଦରକାର ବୋଲି ରାହୁଲ କହିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର