ଜେପି ନଡ୍ଡା ରାଜ୍ୟସଭାର ନେତା ମନୋନୀତ

The Sakala Picture
Published On

ନୂଆଦିଲ୍ଲୀ: ବିଜେପି ସଭାପତି ତଥା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା ହେଲେ ରାଜ୍ୟସଭା ନେତା। ଆଜି ସଂସଦର ଉପର ଗୃହର ନେତା ଭାବେ ଜେପି ନଡ୍ଡାଙ୍କୁ ନିର୍ବାଚିତ କରାଯାଇଛି। ବିଜେପି ସରକାରର ତୃତୀୟ ପାଳିର କ୍ୟାବିନେଟରେ ନଡ୍ଡାଙ୍କୁ ମନ୍ତ୍ରୀ ପଦ ମିଳିଛି। ଚଳିତ ମାସ ପ୍ରାରମ୍ଭରେ ସେ ସ୍ୱାସ୍ଥ୍ୟ ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ଏହା ବ୍ୟତୀତ ତାଙ୍କୁ ରସାୟନ ଓ ସାର ମନ୍ତ୍ରଣାଳୟ ଦାୟିତ୍ୱ ମଧ୍ୟ ଦିଆଯାଇଛି। ବର୍ତ୍ତମାନ ସେ ରାଜ୍ୟସଭାର ନେତା […]

ନୂଆଦିଲ୍ଲୀ: ବିଜେପି ସଭାପତି ତଥା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା ହେଲେ ରାଜ୍ୟସଭା ନେତା। ଆଜି ସଂସଦର ଉପର ଗୃହର ନେତା ଭାବେ ଜେପି ନଡ୍ଡାଙ୍କୁ ନିର୍ବାଚିତ କରାଯାଇଛି। ବିଜେପି ସରକାରର ତୃତୀୟ ପାଳିର କ୍ୟାବିନେଟରେ ନଡ୍ଡାଙ୍କୁ ମନ୍ତ୍ରୀ ପଦ ମିଳିଛି। ଚଳିତ ମାସ ପ୍ରାରମ୍ଭରେ ସେ ସ୍ୱାସ୍ଥ୍ୟ ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ଏହା ବ୍ୟତୀତ ତାଙ୍କୁ ରସାୟନ ଓ ସାର ମନ୍ତ୍ରଣାଳୟ ଦାୟିତ୍ୱ ମଧ୍ୟ ଦିଆଯାଇଛି। ବର୍ତ୍ତମାନ ସେ ରାଜ୍ୟସଭାର ନେତା ଭାବେ ନିର୍ବାଚିତ ହୋଇଛନ୍ତି। ପିୟୂସ ଗୋଏଲଙ୍କ ସ୍ଥାନରେ ରାଜ୍ୟସଭାର ନେତା ଭାବେ ନଡ୍ଡାଙ୍କୁ ନିର୍ବାଚିତ କରାଯାଇଛି। ଲୋକସଭା ସଦସ୍ୟ ଭାବେ ଶପଥ ନେଇଛନ୍ତି ପୀୟୂଷ ।

ଆହୁରି ପଢ଼ନ୍ତୁ: ପାକିସ୍ତାନ ସୀମା ନିକଟରେ ବାୟୁସେନାର ମେଗା ସମରାଭ୍ୟାସ, ସିଜ୍ ହେଲା ଆକାଶମାର୍ଗ, ଗର୍ଜିବେ ଯୁଦ୍ଧ ବିମାନ

ଆଜିଠୁ ଲୋକସଭା ସ୍ୱତନ୍ତ୍ର ଅଧିବେଶନ ଆରମ୍ଭ ହୋଇଛି। ଅଧିବେଶନର ପ୍ରଥମ ଦିନରେ ସାଂସଦମାନେ ଶପଥ ଗ୍ରହଣ କରିଛନ୍ତି। ଭର୍ତ୍ତୃହରି ମହତାବ କାମଚଳା ବାଚସ୍ପତି ଭାବେ ଶପଥ ନେବା ପରେ ଅନ୍ୟ ସାଂସଦମାନେ ଶପଥପାଠ କରିଛନ୍ତି।

ଆହୁରି ପଢ଼ନ୍ତୁ: ନେପାଳରେ ମାଟି ତଳେ ପୋତି ହୋଇଛି ସୁଡ଼ଙ୍ଗ ଓ ଶ୍ରମିକ, ଉଦ୍ଧାର କାର୍ଯ୍ୟରେ ସାହାଯ୍ୟ କରୁଛି ଇଞ୍ଜିନିୟରଙ୍କ ହ୍ୱାଟ୍ସଆପ୍ ଗ୍ରୁପ୍

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର