ଟ୍ୱିଟର ବିବାଦ ପରେ ଏବେ ଫେସବୁକ ଏବଂ ଗୁଗୁଲର ପାଳି

The Sakala Picture
Published On

ନୂଆଦିଲ୍ଲୀ: ଟ୍ୱିଟର ବିବାଦ ପରେ ଏବେ ଜବାବ ରଖିବେ ଫେସବୁକ୍ ଓ ଗୁଗୁଲ । ଆଜି ଆଇଟି ମନ୍ତ୍ରାଳୟର ଷ୍ଟାଣ୍ଡିଂ କମିଟି ଆଗରେ ହାଜର ହେବେ ଫେସବୁକ୍‌ ଓ ଗୁଗୁଲର ଅଧିକାରୀ । ଏହି ଦୁଇ ଆମେରିକୀୟ କମ୍ପାନୀର ଭାରତୀୟ ପ୍ରତିନିଧିଙ୍କୁ କଂଗ୍ରେସ ସାଂସଦ ଶଶୀ ଥରୁରଙ୍କ ନେତୃତ୍ୱାଧୀନ କମିଟି ଆଗରେ ହାଜର ହେବାକୁ କହିଛନ୍ତି କେନ୍ଦ୍ର ସରକାର । ସୋସିଆଲ ମିଡିଆ ୟୁଜରଙ୍କ ଅଧିକାର ଏବଂ ଅପବ୍ୟବହାର ବାବଦରେ ଷ୍ଟାଣ୍ଡିଂ କମିଟି ଆଗରେ ଜବାବ ରଖିବେ […]

ନୂଆଦିଲ୍ଲୀ: ଟ୍ୱିଟର ବିବାଦ ପରେ ଏବେ ଜବାବ ରଖିବେ ଫେସବୁକ୍ ଓ ଗୁଗୁଲ । ଆଜି ଆଇଟି ମନ୍ତ୍ରାଳୟର ଷ୍ଟାଣ୍ଡିଂ କମିଟି ଆଗରେ ହାଜର ହେବେ ଫେସବୁକ୍‌ ଓ ଗୁଗୁଲର ଅଧିକାରୀ । ଏହି ଦୁଇ ଆମେରିକୀୟ କମ୍ପାନୀର ଭାରତୀୟ ପ୍ରତିନିଧିଙ୍କୁ କଂଗ୍ରେସ ସାଂସଦ ଶଶୀ ଥରୁରଙ୍କ ନେତୃତ୍ୱାଧୀନ କମିଟି ଆଗରେ ହାଜର ହେବାକୁ କହିଛନ୍ତି କେନ୍ଦ୍ର ସରକାର । ସୋସିଆଲ ମିଡିଆ ୟୁଜରଙ୍କ ଅଧିକାର ଏବଂ ଅପବ୍ୟବହାର ବାବଦରେ ଷ୍ଟାଣ୍ଡିଂ କମିଟି ଆଗରେ ଜବାବ ରଖିବେ ୨ କମ୍ପାନୀର ଭାରତୀୟ ଅଧିକାରୀ । କେନ୍ଦ୍ର ସରକାର ବୈଠକ ବାବଦରେ ଏହି ଦୁଇ କମ୍ପାନୀର ଭାରତୀୟ ଅଧିକାରୀଙ୍କୁ ଅବଗତ କରାଇଛନ୍ତି । ଯେଉଁଥିରେ ସୋସିଆଲ ମିଡିଆର ୟୁଜରଙ୍କ ବ୍ୟକ୍ତିଗତ ତଥ୍ୟ କିଭଳି ଗୋପନୀୟ ରହିବ ଏବଂ ବିଭିନ୍ନ ପ୍ରକାର ଗୁଜବ ନ୍ୟୁଜକୁ ରୋକି ହେବ ସେ ନେଇ କମିଟି ପଚାରିବ । ଏଥିସହ ସମସ୍ତ ଆବଶ୍ୟକ ପ୍ରମାଣ ଦାଖଲ କରିବେ ଫେସବୁକ୍‌ ଓ ଗୁଗୁଲ ।

ଆହୁରି ପଢ଼ନ୍ତୁ: ବିବାହ ପୂର୍ବରୁ ଆଇଏଏସ୍: 'ଚାକିରି ପରେ ଯାଇ କରିବି ବାହାଘର', ପୂରଣ ହେଲା ଅମନଦୀପଙ୍କ ଶପଥ

29 Jun 2021 By The Sakala

ଟ୍ୱିଟର ବିବାଦ ପରେ ଏବେ ଫେସବୁକ ଏବଂ ଗୁଗୁଲର ପାଳି

ନୂଆଦିଲ୍ଲୀ: ଟ୍ୱିଟର ବିବାଦ ପରେ ଏବେ ଜବାବ ରଖିବେ ଫେସବୁକ୍ ଓ ଗୁଗୁଲ । ଆଜି ଆଇଟି ମନ୍ତ୍ରାଳୟର ଷ୍ଟାଣ୍ଡିଂ କମିଟି ଆଗରେ ହାଜର ହେବେ ଫେସବୁକ୍‌ ଓ ଗୁଗୁଲର ଅଧିକାରୀ । ଏହି ଦୁଇ ଆମେରିକୀୟ କମ୍ପାନୀର ଭାରତୀୟ ପ୍ରତିନିଧିଙ୍କୁ କଂଗ୍ରେସ ସାଂସଦ ଶଶୀ ଥରୁରଙ୍କ ନେତୃତ୍ୱାଧୀନ କମିଟି ଆଗରେ ହାଜର ହେବାକୁ କହିଛନ୍ତି କେନ୍ଦ୍ର ସରକାର । ସୋସିଆଲ ମିଡିଆ ୟୁଜରଙ୍କ ଅଧିକାର ଏବଂ ଅପବ୍ୟବହାର ବାବଦରେ ଷ୍ଟାଣ୍ଡିଂ କମିଟି ଆଗରେ ଜବାବ ରଖିବେ ୨ କମ୍ପାନୀର ଭାରତୀୟ ଅଧିକାରୀ । କେନ୍ଦ୍ର ସରକାର ବୈଠକ ବାବଦରେ ଏହି ଦୁଇ କମ୍ପାନୀର ଭାରତୀୟ ଅଧିକାରୀଙ୍କୁ ଅବଗତ କରାଇଛନ୍ତି । ଯେଉଁଥିରେ ସୋସିଆଲ ମିଡିଆର ୟୁଜରଙ୍କ ବ୍ୟକ୍ତିଗତ ତଥ୍ୟ କିଭଳି ଗୋପନୀୟ ରହିବ ଏବଂ ବିଭିନ୍ନ ପ୍ରକାର ଗୁଜବ ନ୍ୟୁଜକୁ ରୋକି ହେବ ସେ ନେଇ କମିଟି ପଚାରିବ । ଏଥିସହ ସମସ୍ତ ଆବଶ୍ୟକ ପ୍ରମାଣ ଦାଖଲ କରିବେ ଫେସବୁକ୍‌ ଓ ଗୁଗୁଲ ।

https://www.thesakala.in/national-international/now-its-the-turn-of-facebook-and-google-after-the-twitter-controversy/article-3319
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର